-+91-9937148622 |

prerana_bgr@rediffmail.com |

  Thursday 28th March 2024 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସଂସ୍କୃତ ପରିଷଦ ବଲାଙ୍ଗିରର ବୈଠକ   (27-Mar-2024)       ||      ପେଲେସ ଲାଇନ ରାଧାକୃଷ୍ଣ ମନ୍ଦିରରେ ହରିହର ଭେଟ   (27-Mar-2024)       ||      ସିନ୍ଧେକେଲା କଟକିଆ ସମାଜ ଦ୍ୱାରା ଅଷ୍ଟପ୍ରହରି ଓ ଫାଲଗୁନ ଉତ୍ସବ ଉଦଯାପିତ   (27-Mar-2024)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ହୋଲି ଉତ୍ସବ ପାଳନ ମେଲୋଡି ସଂଗୀତ ଓ ନାଚ ରେ ଖୁବ୍ ମଜା ନେଲେ ସହର ବାସୀ   (27-Mar-2024)       ||     

HOME   ଜିଲ୍ଲା

ଖମ୍ବେଶ୍ବରୀପାଲି ଇଣ୍ଡେନ ଗ୍ରାମୀଣ ବିତରକ ଗୋଦାମରେ ଚଢ଼ାଉ - 19 କେଜି ବିଶିଷ୍ଟ 116ଗୋଟି ଫୁଲ ସିଲଡ଼ ଓ 270 ଗୋଟି ବ୍ୟବହୃତ ବ୍ୟବସାୟିକ ଖାଲି ସିଲିଣ୍ଡର ଜବତ

22-Sep-2022



ସୁବର୍ଣ୍ଣପୁର  : ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଙ୍କ ନିର୍ଦେଶରେ ତଥା ଉପଜିଲ୍ଲାପାଳ ସୋନପୁର ଙ୍କ ତତ୍ୱାବଧାନ ରେ ଆଜି ସନ୍ଧ୍ୟା ସମୟରେ ସୁବର୍ଣ୍ଣପୁର ଜିଲ୍ଳା ଯୋଗାଣ ବିଭାଗ ଦ୍ୱାରା ତତ୍ୱାବଧାରକ ମନୋଜ କୁମାର ସାହୁ ଙ୍କ ଖମ୍ବେଶ୍ବରୀପାଲି ଇଣ୍ଡେନ ଗ୍ରାମୀଣ ବିତରକ ଗୋଦାମରେ ଅଚାନକ ଚଢ଼ାଉ କରାଯାଇଛି l ଚଢ଼ାଉରେ ସମ୍ପୃକ୍ତ ବ୍ୟବସାୟ ର ଆନୁସଙ୍ଗିକ ଯାଞ୍ଚ ପରେ ଗୋଦାମ ରୁ 19 କେଜି ଓଜନ ବିଶିଷ୍ଟ ଫୁଲ ସିଲଡ଼ 116 ଗୋଟି  ଓ  ବ୍ୟବହୃତ ବ୍ୟବସାୟିକ

ଖାଲି  270 ଗୋଟି  ସିଲିଣ୍ଡର କୁ ଅନିୟମିତତା ଏବଂ ଅପବ୍ୟବହାର ହେତୁ ଜବତ କରାଯାଇଛି l  ବେସାମାରିକ ଯୋଗାଣ ଅଧିକାରୀ ଶ୍ରୀ ତ୍ରିନାଥ ଭୋଇ ଓ ଶ୍ରୀମତୀ ପ୍ରଣତି ପୃଷ୍ଟି ଙ୍କ ନେତୃତ୍ୱ ରେ ଅନୁଷ୍ଠିତ ଏହି ଚଢ଼ାଉ ରେ  ବିଭାଗୀୟ ଖାଦ୍ୟ ନିରୀକ୍ଷକ ଦେବାଶିଷ ତ୍ରିପାଠୀ ଓ ଚନ୍ଦ୍ରଧ୍ଵଜ ଭୋଇ ତଥା ସହକାରୀ ନିରୀକ୍ଷକ ସୁବ୍ରତ ପାଣି ପ୍ରମୁଖ ସାମିଲ ରହିଥିଲେ l ଆଗକୁ ଏହି ଧରଣର ଚଢ଼ାଉ ଓ ଯାଞ୍ଚ ପ୍ରକ୍ରିୟା ନିୟମିତ ଚାଲୁ ରହିବ ବୋଲି ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024
  ଜିଲ୍ଲା  
କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   27-Mar-2024
  ଜିଲ୍ଲା  
ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   27-Mar-2024
  ଜିଲ୍ଲା  
ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   27-Mar-2024
  ଜିଲ୍ଲା  
ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ   27-Mar-2024

You Might Also Like