-+91-9937148622 |

prerana_bgr@rediffmail.com |

  Sunday 1st October 2023 |

| | | |

R.N.I. Regd No. ODIODI/2010/46693

Breaking News

ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ    (01-Oct-2023)       ||      ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   (01-Oct-2023)       ||      ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    (30-Sep-2023)       ||      ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ    (30-Sep-2023)       ||      ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   (30-Sep-2023)       ||      ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   (30-Sep-2023)       ||      ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   (30-Sep-2023)       ||      ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।    (30-Sep-2023)       ||      ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ    (29-Sep-2023)       ||       ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    (29-Sep-2023)       ||      ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   (29-Sep-2023)       ||      ଜୁନିୟର ରେଡକ୍ରସ ତରଫରୁ ବିଶ୍ଵ ହୃଦୟ ଦିବସ ପାଳନ   (29-Sep-2023)       ||      ଦେଓଗାଁ ବ୍ଲକ ର ବିଭିନ୍ନ ଗ୍ରାମ ପରିଦର୍ଶନ କଲେ ବଲାଙ୍ଗିର ସାଂସଦ , କେନ୍ଦ୍ର ର ଜନହିତକର ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଲେ    (29-Sep-2023)       ||      ଘେନୁପାଲିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ ଉତ୍ସବ   (29-Sep-2023)       ||      ବିଭିନ୍ନ ପଦବୀ ଚୟନ ଅନୀୟମିତତା କୁ ନେଇ ହଳଦୀ ହାଇସ୍କୁଲ ରେ ତାଲାମାରିଲେ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ର ମହିଳା l   (29-Sep-2023)       ||      ଜିଲ୍ଲା ଯୋଜନା କମିଟି ର ସଦସ୍ୟ ହେଲେ ଦୁଇ କାଉନସିଲର    (29-Sep-2023)       ||      ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କୁ ବିଧାନସଭା ରୁ ବହିସ୍କାର କରାଯିବା ପ୍ରତିବାଦରେ ଲୋଇସିଂହା ଠାରେ ଜାତୀୟ ରାଜପଥ ଅବରୋଧ   (29-Sep-2023)       ||      ବିଧାୟକ ଡ. ମୁକେଶ ମହାଲିଙ୍ଗ କୁ ବିଧାନସଭା ରୁ ବହିସ୍କାର କରାଯିବା ଦାବିରେ ଲୋଇସିଂହା ଠାରେ 26 ନଂ ଜାତୀୟ ରାଜପଥ ଅବରୋଧ   (29-Sep-2023)       ||      ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ    (28-Sep-2023)       ||      ମର୍ନିଙ୍ଗ ୱାକର ଟିମ ଓ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଶୋକ ସଭା   (28-Sep-2023)       ||     

HOME   ଜିଲ୍ଲା

ମନ ରେଗା ଆଇନ ର ସଫଳ ରୂପାୟନ ପାଇଁ ବି ଡି ଓ ଙ୍କୁ ଏକଦାବି ପତ୍ର ପ୍ରଦାନ

23-Sep-2022



କଳାହାଣ୍ଡି ,ଗୋଳାମୁଣ୍ଡା(ତ୍ରିନାଥ ବେଶ୍ରା ) ଆଜି ମନରେଗା ଆଇନର ସଫଳ ରୂପାୟନ ପାଇଁ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଗୋଲା ମୁଣ୍ଡା ବ୍ଲକ ସଂଗଠନ ତରଫରୁ ଗୋଲା ମୁଣ୍ଡା  ବ୍ଲକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଙ୍କୁ ମନରେଗା  ର  ୧୨ଗୋଟି ଦାବୀ ସମୂହ (ସ୍ମାରକ ପତ୍ର) ପ୍ରଦାନ କରିଥିଲେ । ଦାବୀ ଗୁଡିକ ରେ ମନରେଗା ଶ୍ରମିକ ମାନଙ୍କୁ ସରକାରଙ୍କ ଆଇନ ର ପରିସର ରେ ସଫଳ ରୂପାୟନ ନିମନ୍ତେ କିଛି ସମସ୍ୟା ଥିବାରୁ ଯୋଜନା ମାଧ୍ୟମରେ ସ୍ଥାୟୀ ଢାଞ୍ଚା ସୃଷ୍ଟି କରି ଦାରିଦ୍ର୍ୟ ଦୂରୀକରଣ ପାଇଁ ତୁରନ୍ତ ପଦକ୍ଷେପ ନେବା ସହ କାର୍ଯ୍ୟ କରିବାକୁ ସଂଗଠନ ମାଧ୍ୟମରେ ଦାବୀ ଜଣାଇଥିଲେ। ସରକାର ଙ୍କ ମନରେଗା ଯୋଜନାରେ ଶ୍ରମିକମାନଙ୍କ ନିମିତ୍ତ ଅନେକ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଯଥା ୭ରୁ୧୫ ଦିନ ମଧ୍ୟରେ ମଜୁରୀ  ପ୍ରଦାନ କରିବା, ସର୍ବନିମ୍ନ ୮୦୦ଟଙ୍କା ନିମନ୍ତେ ଆଇନ ଗତ ବ୍ୟବସ୍ଥା କରିବା, ଶ୍ରମିକ ମାନଙ୍କୁ ଆବଶ୍ୟକୀୟ ଉପକରଣ ବାବଦକୁ ଖର୍ଚ୍ଚ ଓ କାର୍ଯ୍ୟ କ୍ଷେତ୍ରରେ ଉପକରଣ ଉପଲବ୍ଧ କରିବା,୧୦%ଯାତାୟତ ଖର୍ଚ୍ଚ ପ୍ରଦାନ, ଭଳି ୧୨ଗୋଟି ଦାବୀ ଦିଆଯାଇଥିଲା । ଏଥିରେ ସଂଗଠନ ର କର୍ମକର୍ତ୍ତା ମାନେ ହେଲେ ଗୋଲା ମୁଣ୍ଡା ବ୍ଲକ୍ ସଂଯୋଜକ ଶ୍ରୀଯୁକ୍ତ ଗୌରବ ସୁନାନି ,ଜନସାଥି ଅକ୍ଷ କୁମାର   ,ପବିତ୍ର ବେଶ୍ରା, ଧଜକେତନ୍ ହରିଜନ ସମେତ ସଂଗଠନ ର ସଦସ୍ୟ ମାନେ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ   01-Oct-2023
  ଜିଲ୍ଲା  
ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   01-Oct-2023
  ଜିଲ୍ଲା  
ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    30-Sep-2023
  ଜିଲ୍ଲା  
ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   30-Sep-2023
  ଜିଲ୍ଲା  
ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   30-Sep-2023
  ଜିଲ୍ଲା  
ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।   30-Sep-2023
  ଜିଲ୍ଲା  
ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ   29-Sep-2023
  ଜିଲ୍ଲା  
 ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    29-Sep-2023
  ଜିଲ୍ଲା  
ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   29-Sep-2023
  ଜିଲ୍ଲା  
ଜୁନିୟର ରେଡକ୍ରସ ତରଫରୁ ବିଶ୍ଵ ହୃଦୟ ଦିବସ ପାଳନ   29-Sep-2023

You Might Also Like