-+91-9937148622 |

prerana_bgr@rediffmail.com |

  Saturday 1st October 2022 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   (01-Oct-2022)       ||      ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   (01-Oct-2022)       ||      ଶିଶୁ ଗୃହରେ ୨ ଅସହାୟ ଶିଶୁ୍    (01-Oct-2022)       ||      ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   (01-Oct-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Oct-2022)       ||      ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   (30-Sep-2022)       ||      ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   (30-Sep-2022)       ||      ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   (30-Sep-2022)       ||      ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର    (30-Sep-2022)       ||      ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ    (30-Sep-2022)       ||      ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   (30-Sep-2022)       ||      କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   (30-Sep-2022)       ||      ଲୋଇସିଂହା ବ୍ଲକ ବାରିକ ସମାଜ ତରଫରୁ ନୁଆଁଖାଇ ଭେଟଘାଟ    (30-Sep-2022)       ||      ସମଲେଶ୍ବରୀ ଛକ,ଅଙ୍ଗଶ୍ରି ସୁନା ଦୋକାନରୁ ଚୋରି   (30-Sep-2022)       ||      ବାଣ୍ଡିଗାଁରେ ଜିଲ୍ଳାସ୍ତରୀୟ ନୂଆଁଖାଇ ଭେଟଘାଟ    (29-Sep-2022)       ||      ମିଶନ ଶକ୍ତି ପକ୍ଷରୁ ଋଣ ମେଳା....   (29-Sep-2022)       ||      କୋଡିଏ ଘର ରଜକ ସମାଜ ର ଆଞ୍ଚଳିକ ବୈଠକ   (29-Sep-2022)       ||      ନିରାପଦ ଆନ୍ତର୍ଜାତୀୟ ଗର୍ଭପାତ ଦିବସ ଓ ବିଶ୍ୱ ଜଳାନ୍ତକ ଦିବସ ରେ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀ ସମ୍ମାନୀତ   (29-Sep-2022)       ||      ନୂତନ ବିଡିଓ ଙ୍କୁ ସରପଞ୍ଚ ସଂଘ ପକ୍ଷରୁ ସମ୍ବର୍ଦ୍ଧନା    (29-Sep-2022)       ||      ମହାନଦୀରେ ଛଡାଗଲା ୨ ଲକ୍ଷ ମାଛ ଜାଆଁଳା   (29-Sep-2022)       ||     

HOME   ଜିଲ୍ଲା

ମନ ରେଗା ଆଇନ ର ସଫଳ ରୂପାୟନ ପାଇଁ ବି ଡି ଓ ଙ୍କୁ ଏକଦାବି ପତ୍ର ପ୍ରଦାନ

23-Sep-2022



କଳାହାଣ୍ଡି ,ଗୋଳାମୁଣ୍ଡା(ତ୍ରିନାଥ ବେଶ୍ରା ) ଆଜି ମନରେଗା ଆଇନର ସଫଳ ରୂପାୟନ ପାଇଁ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଗୋଲା ମୁଣ୍ଡା ବ୍ଲକ ସଂଗଠନ ତରଫରୁ ଗୋଲା ମୁଣ୍ଡା  ବ୍ଲକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଙ୍କୁ ମନରେଗା  ର  ୧୨ଗୋଟି ଦାବୀ ସମୂହ (ସ୍ମାରକ ପତ୍ର) ପ୍ରଦାନ କରିଥିଲେ । ଦାବୀ ଗୁଡିକ ରେ ମନରେଗା ଶ୍ରମିକ ମାନଙ୍କୁ ସରକାରଙ୍କ ଆଇନ ର ପରିସର ରେ ସଫଳ ରୂପାୟନ ନିମନ୍ତେ କିଛି ସମସ୍ୟା ଥିବାରୁ ଯୋଜନା ମାଧ୍ୟମରେ ସ୍ଥାୟୀ ଢାଞ୍ଚା ସୃଷ୍ଟି କରି ଦାରିଦ୍ର୍ୟ ଦୂରୀକରଣ ପାଇଁ ତୁରନ୍ତ ପଦକ୍ଷେପ ନେବା ସହ କାର୍ଯ୍ୟ କରିବାକୁ ସଂଗଠନ ମାଧ୍ୟମରେ ଦାବୀ ଜଣାଇଥିଲେ। ସରକାର ଙ୍କ ମନରେଗା ଯୋଜନାରେ ଶ୍ରମିକମାନଙ୍କ ନିମିତ୍ତ ଅନେକ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଯଥା ୭ରୁ୧୫ ଦିନ ମଧ୍ୟରେ ମଜୁରୀ  ପ୍ରଦାନ କରିବା, ସର୍ବନିମ୍ନ ୮୦୦ଟଙ୍କା ନିମନ୍ତେ ଆଇନ ଗତ ବ୍ୟବସ୍ଥା କରିବା, ଶ୍ରମିକ ମାନଙ୍କୁ ଆବଶ୍ୟକୀୟ ଉପକରଣ ବାବଦକୁ ଖର୍ଚ୍ଚ ଓ କାର୍ଯ୍ୟ କ୍ଷେତ୍ରରେ ଉପକରଣ ଉପଲବ୍ଧ କରିବା,୧୦%ଯାତାୟତ ଖର୍ଚ୍ଚ ପ୍ରଦାନ, ଭଳି ୧୨ଗୋଟି ଦାବୀ ଦିଆଯାଇଥିଲା । ଏଥିରେ ସଂଗଠନ ର କର୍ମକର୍ତ୍ତା ମାନେ ହେଲେ ଗୋଲା ମୁଣ୍ଡା ବ୍ଲକ୍ ସଂଯୋଜକ ଶ୍ରୀଯୁକ୍ତ ଗୌରବ ସୁନାନି ,ଜନସାଥି ଅକ୍ଷ କୁମାର   ,ପବିତ୍ର ବେଶ୍ରା, ଧଜକେତନ୍ ହରିଜନ ସମେତ ସଂଗଠନ ର ସଦସ୍ୟ ମାନେ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   01-Oct-2022
  ଜିଲ୍ଲା  
ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   01-Oct-2022
  ଜିଲ୍ଲା  
ଶିଶୁ ଗୃହରେ ୨ ଅସହାୟ ଶିଶୁ୍   01-Oct-2022
  ଜିଲ୍ଲା  
ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   01-Oct-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Oct-2022
  ଜିଲ୍ଲା  
ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   30-Sep-2022
  ଜିଲ୍ଲା  
ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   30-Sep-2022
  ଜିଲ୍ଲା  
ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   30-Sep-2022
  ଜିଲ୍ଲା  
ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର   30-Sep-2022
  ଜିଲ୍ଲା  
ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ   30-Sep-2022
  ଜିଲ୍ଲା  
ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   30-Sep-2022
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   30-Sep-2022

You Might Also Like