-+91-9937148622 |

prerana_bgr@rediffmail.com |

  Friday 19th April 2024 |

| | | |

R.N.I. Regd No. ODIODI/2010/46693

Breaking News

ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||      ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ    (18-Apr-2024)       ||      ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   (18-Apr-2024)       ||      ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   (18-Apr-2024)       ||      ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   (18-Apr-2024)       ||      ମିଛ ଚିକିତ୍ସକ ପଦବୀ ପାଇଥିବା ବ୍ୟକ୍ତିଙ୍କ ସତ ଅବଦାନ   (18-Apr-2024)       ||      ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ର ମହାନତା ପ୍ରଶଂସନୀୟ   (18-Apr-2024)       ||      ବିଜେପି ପ୍ରାର୍ଥୀ ସୋମନାଥ ପୂଜାରୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Apr-2024)       ||      ଲୋଇସିଂହାରେ ବିଜେଡି ର ଜୟ ଶ୍ରୀରାମ ନାରାଦେଇ ବାଇକ୍ ଶୋଭାଯାତ୍ରା ଓ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ   (18-Apr-2024)       ||      “ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ର ଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   (18-Apr-2024)       ||      ଚୈତ୍ର ନବରାତ୍ର ପର୍ବ ସମ୍ପନ୍ନ   (18-Apr-2024)       ||      ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   (17-Apr-2024)       ||      ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   (17-Apr-2024)       ||      ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   (17-Apr-2024)       ||      ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   (17-Apr-2024)       ||      ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   (17-Apr-2024)       ||      ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   (17-Apr-2024)       ||      ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   (16-Apr-2024)       ||     

HOME   ଜିଲ୍ଲା

ପଦମପୁର ମହୁଲପାଲି ରେ ଏକ ଅଭାବନୀୟ ଘଟଣା ଶବ କୁ କାନ୍ଧ ଦେଲେନି

24-Sep-2022



ପଦ୍ମପୁର, :  ପଦ୍ମପୁର  ପଦ୍ମପୁର ମହୁଲପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ମହୁଲପାଲି ମୁଚୁନୁ ଷାଣ୍ଢ(୪୨)ଙ୍କ ବୁର୍ଲା ମେଡ଼ିକାଲରେ ପରଲୋକ ହୋଇଯାଇଛି । ତାଙ୍କ ପୋଷ୍ଟବଟମ ବୁର୍ଲା ମେଡ଼ିକାଲରେ କରାଗଲା ସେଠୁ ଗୋଟେ ପ୍ରାଇଭେଟ ଆମ୍ବୁଲାନ୍ସରେ ଗାଁକୁ ଅଣାଗଲା ସେହି ଆମ୍ବୁଲାନ୍ସର ଖର୍ଚ୍ଚ ଗାଁର କିଛି ସଚେତନ ନାଗରିକ ସମସ୍ତେ ମିଶି ଦେଲେ । କିନ୍ତୁ ବୁର୍ଲାରେ ପୋଷ୍ଟମର୍ଟମ କରିଥିବାରୁ ତାଙ୍କୁ କେହି ଘରୁ ମଶାଣିକୁ ନେବା ପାଇଁ କାନ୍ଧ ଦେଲେ ନାହିଁ କି କେହି ଆସିଲେ ନାହିଁ । ମଣିଷ ସମାଜରେ ମଣିଷ ପାଣିଆ ଆଉ ନାହିଁ । ଏବେ ବି ଲୋକେ ଛୁଆ ଅଛୁଆ ଭେଦଭାବ ଦେଖା ଦେଉଛି ।ଲୋକେ ଜାତି ପ୍ରଥା ପାଇଁ ଛୁଇଁବାକୁ ମନା କରିଦେଲେ । ସରପଞ୍ଚଙ୍କ ସ୍ୱାମୀ ତଥା ମହୁଲପାଲି ନେତାଜୀ ଯୁବକ ସଂଘର ସଭାପତି ସୁନୀଲ ବେହେରା କିନ୍ତୁ ମଣିଷ ପାଣିଆ ଦେଖାଇ ଜାତି ପ୍ରଥାର ଉର୍ଦ୍ଧ୍ବରେ ରହି କିଛି ଲୋକଙ୍କ ସହାୟତାରେ କାଠ ଯୋଗାଡ଼ କରିଥିଲେ । ଗାଁଲୋକେ କେହି କାନ୍ଧ ଦେବା ପାଇଁ ମନା କରି ଦେବାରୁ ଆମ୍ବୁଲାନ୍ସ ଜରିଆରେ ସିଧା ମଶାଣିକୁ ନେଲେ । କିନ୍ତୁ କିଛି ବାଟ ଗଲା ପରେ ଆଉ ଆମ୍ବୁଲାନ୍ସ ଗଲା ନାହିଁ । ସେହି ଜାଗାରୁ ସୁନୀଲ ବେହେରା ନିଜେ ତାଙ୍କ ମୋଟର ସାଇକେଲରେ ଆମ୍ବୁଲାନ୍ସ ଡ୍ରାଇଭର ଓ ତାଙ୍କ ସହଯୋଗୀ ସହିତ ସେହି ଲାସକୁ ମଶାଣି ପର୍ଯ୍ୟନ୍ତ ନେଇଥିଲେ । ପରେ ଗାଁର କିଛି ସଚେତନ ଯୁବକ କୁନୁ ସାହୁ, ସମିତି ସଭ୍ୟ ମୁରାରୀ ସାହୁ, ବିଜୟ ପାଇକ, ଉପେନ୍ଦ୍ର ସେନ୍ଦରିଆ, ବିରେନ ସୁନା, ରୁକୁ ସେଟ ଓ ଅନ୍ୟାନ୍ୟ ବ୍ୟକ୍ତିଙ୍କ  ସହାୟତାରେ ଅନ୍ତିମ ସଂସ୍କାର କଲେ । ଏପରି ଏକ ଦୁଃଖ ସମୟରେ ଛିଡ଼ା ହୋଇ ସହଯୋଗ କରିଥିବାରୁ ବୁଦ୍ଧିଜୀବୀ ମହଲରେ ସମସ୍ତଙ୍କୁ ସାଧୁବାଦ ଜ୍ଞାପନ କରାଯାଇଛି ।
ପଦ୍ମପୁର ରୁ ନରହରୀ ବଗର୍ତ୍ତୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   18-Apr-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   18-Apr-2024
  ମହାନଗର  
ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   18-Apr-2024
  ଜିଲ୍ଲା  
ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ   18-Apr-2024
  ରାଜନୀତି  
ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   18-Apr-2024
  ଜିଲ୍ଲା  
ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   18-Apr-2024
  ଜିଲ୍ଲା  
ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   18-Apr-2024
  ଜିଲ୍ଲା  
ମିଛ ଚିକିତ୍ସକ ପଦବୀ ପାଇଥିବା ବ୍ୟକ୍ତିଙ୍କ ସତ ଅବଦାନ   18-Apr-2024
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ର ମହାନତା ପ୍ରଶଂସନୀୟ   18-Apr-2024
  ଜିଲ୍ଲା  
ବିଜେପି ପ୍ରାର୍ଥୀ ସୋମନାଥ ପୂଜାରୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା   18-Apr-2024
  ଜିଲ୍ଲା  
ଲୋଇସିଂହାରେ ବିଜେଡି ର ଜୟ ଶ୍ରୀରାମ ନାରାଦେଇ ବାଇକ୍ ଶୋଭାଯାତ୍ରା ଓ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ   18-Apr-2024
  ଜିଲ୍ଲା  
“ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ର ଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   18-Apr-2024

You Might Also Like