-+91-9937148622 |

prerana_bgr@rediffmail.com |

  Tuesday 7th February 2023 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ଵକପ ହକିରେ ଆୟୋଜିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ   (07-Feb-2023)       ||      ଯୁବକ ମିଛ ଅପହରଣର ନାଟକ ଭିଆଇ ଜେଲ ଗଲା ମିଛରେ ୩ ଲକ୍ଷ ର ମୁଣ୍ଡଜାମିନ ରଚିଥିଲା ଯୁବକ   (07-Feb-2023)       ||      ସାଲେଭଟା ଜେ. ଏନ. ଏମ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ   (06-Feb-2023)       ||      ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ।   (06-Feb-2023)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଯାପିତ –ଆଧୁନିକ କୃଷି ଯନ୍ତ୍ରପାତି ବ୍ୟବହାର କରି ଫସଲ ଉତ୍ପାଦନ ବୃଦ୍ଧି କରିବା ଉପରେ ଗୁରୁତ୍ଵାରୋପ ।    (06-Feb-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ   (07-Feb-2023)       ||      ସୁବର୍ଣ୍ଣପୁର ରେ ଶ୍ରମମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ , ହିତାଧିକାରୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଶ୍ରମିକ କଲ୍ୟାଣ ଯୋଜନାର ସମସ୍ତ ଲାଭ ପହଞ୍ଚାଇବା ପାଇଁ ନିର୍ଦ୍ଦେଶ ଦେଲେ   (06-Feb-2023)       ||      ଦୁଇ ଦିନିଆଁ ଜାତୀୟ ସ୍ତରୀୟ ଚେସ ଟୁର୍ନାମେଣ୍ଟ ଭରସୁଜା ଠାରେ ଅନୁଷ୍ଠିତ, ଚମ୍ପିୟାନ ହେଲେ ଭୁବନେଶ୍ୱର ର ଦାଶରଥି ସାହୁ   (06-Feb-2023)       ||      ରାଣୀସର୍ଡା ର ପ୍ରସିଦ୍ଧ ମା ମାହେଶ୍ବରୀଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ    (06-Feb-2023)       ||      5T ସଚିନ ଙ୍କୁ ସାକ୍ଷାତ କଲେ ଏସ୍ ୟୁ ଜେ କୋରାପୁଟ ଶାଖାର କର୍ମକର୍ତ୍ତା    (06-Feb-2023)       ||      ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପାପଡ଼ାହାଣ୍ଡିର ସାଂଗଠନିକ ବୈଠକ    (05-Feb-2023)       ||      ଅଧିକାରୀଙ୍କ ସହ ମନହୀରା ପଞ୍ଚାୟତ ଗସ୍ତ କଲେ ନରସିଂହ, ଆବାସ ଯୋଜନା କେଳେଙ୍କାରି ଉଭୟ ସରକାରଙ୍କ ସୁଚିନ୍ତିତ ଷଡଯନ୍ତ୍ର- ନରସିଂହ   (05-Feb-2023)       ||      ଆଡିଏ ରୟାଲ ପକ୍ଷରୁ କର୍କଟ ସଚେତନତା ଶିବିର ଅନୁଷ୍ଠିତ    (05-Feb-2023)       ||        ଡୁଙ୍ଗୁରିପାଲି କୋଶଲ ସାମ୍ବାଦିକ ସଂଘର ପ୍ରଥମ ବାର୍ଷିକ ମହୋତ୍ସବ,  ଗଣମାଧ୍ୟମ ହିଁ ଲୋକଙ୍କ ବିଶ୍ୱାସ ଭାଜନ- ଅତିଥି ବୃନ୍ଦ   (05-Feb-2023)       ||      ଚଳିତ ବର୍ଷ ବୌଦ୍ଧ ଜ଼ିଲ୍ଲା ର ୭୬ ହାଇସ୍କୁଲରେ ପରୀକ୍ଷା ଦେବେ ୬୫୯୪ଜଣ ଛାତ୍ରଛାତ୍ରୀ      (05-Feb-2023)       ||      ବୋର୍ଡର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଚଞ୍ଚରା ଭାଡି ଚମ୍ପିୟାନ ।   (05-Feb-2023)       ||      ସନ୍ଥ ଶିରୋମଣି ଗୁରୁ ରବି ଦାସ ଜୟନ୍ତୀ ପାଳିତ   (05-Feb-2023)       ||      ତୃତୀୟ  ଦିନରେ ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା- କୃଷି ସଂବନ୍ଧୀୟ ଆଲୋଚନାଚକ୍ର    (05-Feb-2023)       ||      ଇମ୍ପରିୟଲ କଲେଜରେ ଏନସିିସିର ଶାଖା ଉଦଘାଟିତ   (05-Feb-2023)       ||      ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମ କ୍ରିୟାଶୀଳ   (05-Feb-2023)       ||     

HOME   ଜିଲ୍ଲା

ପୁଇଁତଳା ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର 

24-Sep-2022



ବଲାଙ୍ଗିର(ପ୍ରେରଣା ଖବର) ପୁଇଁତଳା ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ବିନୋବା ଉଚ୍ଚ ବିଦ୍ୟାଳୟ ଛତାମଖନା ଠାରେ ଅନୁଷ୍ଠିତ ହୋଇଯାଇଛି ।  ପ୍ରଧାନ ଶିକ୍ଷକ ନୀଳମଣି ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ପୁଇଁନ୍ତଲା ବ୍ଲକ ଶିକ୍ଷାଧିକାରୀ ଲୋକନାଥ ସୁନା, ସମ୍ମାନିତ ଅତିଥି ଭାବେ ବ୍ଲକ ଆବାହକ ଗିରିଜା ବାଙ୍କି,  ରାକ୍ସିମୁଣ୍ଡା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପାଣିଗ୍ରାହୀ  ମଞ୍ଚାସୀନ ଥିଲେ । ବ୍ଲକ ସଂଯୋଜକ ଜୟକୃଷ୍ଣ ନାଏକ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ପୁଇଁତଳା ବ୍ଲକର ୨୭ଟି ବିଦ୍ୟାଳୟରୁ ୨୫ ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରି ଚଳିତ ବର୍ଷର ମୁଖ୍ୟ ବିଷୟ  ‘ସହନୀୟ ବିକାଶ ପାଇଁ ମୌଳିକ ବିଜ୍ଞାନ :

ଆହ୍ୱାନ ଓ ସମ୍ଭାବନା ’ ବିଷୟରେ ସେମାନଙ୍କର ମନ୍ତବ୍ୟ ପ୍ରଦାନ କରିଥିଲେ । ଏଥିରେ ପ୍ରଥମ ସ୍ଥାନ ବିନୋବା ଉଚ୍ଚ ବିଦ୍ୟାଳୟ ଛତାମଖନାର ଛାତ୍ରୀୟ ପାୟଲ କୁଅଁର,  ଦ୍ୱିତୀୟ ସ୍ଥାନ ଓଏଭି ମହିମୁଣ୍ଡାର ଛାତ୍ର ମନୀଷ କୁମାର ମିଶ୍ର ଓ ଜବାହରଲାଲ ନୋଡାଲ ଉଚ୍ଚ ବିଦ୍ୟାଳୟ, ବିଲେଇସର୍ଡା ର ଛାତ୍ରୀ ପାୟଲ ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଉଦ୍‌ଯାପନୀ ଉତ୍ସବରେ ଅତିଥିମାନଙ୍କ ଦ୍ୱାରା କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।  ବିଚାରକ ଭାବରେ ପୋଲିସ ହାଇସ୍କୁଲ ର ବିଜ୍ଞାନ ଶିକ୍ଷକ ବିରାଟ କେଶରୀ ପ୍ରଧାନ ଓ ଅଇଁଲାଚୁଆଁ ହାଇସ୍କୁଲର ବିଜ୍ଞାନ ଶିକ୍ଷୟତ୍ରୀ ସଂଜିବନୀ ପଣ୍ଡା ଯୋଗ ଦେଇଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ,  ସମସ୍ତ କର୍ମଚାରୀ, ବନ୍ଧପଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ଆନନ୍ଦ ବଡପଣ୍ଡା ଓ ବିଦ୍ୟାଳୟ ପରିଚାଳନା କମିଟି ର ସଭ୍ୟ ମାନେ ସହଯୋଗ କରିଥିଲେ । ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀ ପାୟଲ କୁଅଁର ଚଳିତ ମାସ ୨୮ତାରିଖରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରିବେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ଵକପ ହକିରେ ଆୟୋଜିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ   07-Feb-2023
  ଜିଲ୍ଲା  
ଯୁବକ ମିଛ ଅପହରଣର ନାଟକ ଭିଆଇ ଜେଲ ଗଲା ମିଛରେ ୩ ଲକ୍ଷ ର ମୁଣ୍ଡଜାମିନ ରଚିଥିଲା ଯୁବକ   07-Feb-2023
  ଜିଲ୍ଲା  
ସାଲେଭଟା ଜେ. ଏନ. ଏମ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ   06-Feb-2023
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ।   06-Feb-2023
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଯାପିତ –ଆଧୁନିକ କୃଷି ଯନ୍ତ୍ରପାତି ବ୍ୟବହାର କରି ଫସଲ ଉତ୍ପାଦନ ବୃଦ୍ଧି କରିବା ଉପରେ ଗୁରୁତ୍ଵାରୋପ ।    06-Feb-2023
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ   07-Feb-2023
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଶ୍ରମମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ , ହିତାଧିକାରୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଶ୍ରମିକ କଲ୍ୟାଣ ଯୋଜନାର ସମସ୍ତ ଲାଭ ପହଞ୍ଚାଇବା ପାଇଁ ନିର୍ଦ୍ଦେଶ ଦେଲେ   06-Feb-2023
  ଜିଲ୍ଲା  
ଦୁଇ ଦିନିଆଁ ଜାତୀୟ ସ୍ତରୀୟ ଚେସ ଟୁର୍ନାମେଣ୍ଟ ଭରସୁଜା ଠାରେ ଅନୁଷ୍ଠିତ, ଚମ୍ପିୟାନ ହେଲେ ଭୁବନେଶ୍ୱର ର ଦାଶରଥି ସାହୁ   06-Feb-2023
  ଜିଲ୍ଲା  
ରାଣୀସର୍ଡା ର ପ୍ରସିଦ୍ଧ ମା ମାହେଶ୍ବରୀଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ    06-Feb-2023
  ଜିଲ୍ଲା  
5T ସଚିନ ଙ୍କୁ ସାକ୍ଷାତ କଲେ ଏସ୍ ୟୁ ଜେ କୋରାପୁଟ ଶାଖାର କର୍ମକର୍ତ୍ତା   06-Feb-2023
  ଜିଲ୍ଲା  
ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପାପଡ଼ାହାଣ୍ଡିର ସାଂଗଠନିକ ବୈଠକ   05-Feb-2023
  ଜିଲ୍ଲା  
ଅଧିକାରୀଙ୍କ ସହ ମନହୀରା ପଞ୍ଚାୟତ ଗସ୍ତ କଲେ ନରସିଂହ, ଆବାସ ଯୋଜନା କେଳେଙ୍କାରି ଉଭୟ ସରକାରଙ୍କ ସୁଚିନ୍ତିତ ଷଡଯନ୍ତ୍ର- ନରସିଂହ   05-Feb-2023

You Might Also Like