-+91-9937148622 |

prerana_bgr@rediffmail.com |

  Tuesday 6th December 2022 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜ଼ିଲ୍ଲା ର ଯୁବ ଉଦ୍ୟୋଗୀ ଶୁକ୍ଳlମ୍ବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ   (06-Dec-2022)       ||      ରାମ ନାମ ହରି ନାମ ଧ୍ୱନି ରେ ପ୍ରକମ୍ପିତ ହେଲା ସୁବର୍ଣ୍ଣପୁର ଉପ କାରାଗାର, ଜେଲ ରେ ସଂସ୍କାର ଆଣିବାକୁ ସବ ଜେଲରଙ୍କ ଅଭିନଵ ଉଦ୍ୟମ   (06-Dec-2022)       ||      ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ    (06-Dec-2022)       ||      ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ    (06-Dec-2022)       ||      ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ    (06-Dec-2022)       ||      ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ    (06-Dec-2022)       ||      ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   (06-Dec-2022)       ||      ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   (05-Dec-2022)       ||      ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   (05-Dec-2022)       ||      ଗୀତାଜୟନ୍ତୀ ପାଳିତ   (05-Dec-2022)       ||      ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   (05-Dec-2022)       ||      ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    (05-Dec-2022)       ||      ଗ୍ରାମ ପଂଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର   (05-Dec-2022)       ||      ବିଶ୍ଵ ମୃତ୍ତିକା ଦିବସ.... ମାଟି ସୁରକ୍ଷା ପାଇଁ ଶପଥ ନେଲେ ଚାଷୀ   (05-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ୨/୦ ଗୋଲରେ ସିଆଳି (ସୋନପୁର ) ବିଜୟୀ   (05-Dec-2022)       ||      ସୁବର୍ଣ୍ଣପୁର ପୋଲିସ ର ବଡ଼ ସଫଳତା*- *ବ୍ୟାଙ୍କ ମ୍ୟାନେଜର ଆତ୍ମହତ୍ୟା ଘଟଣା ରେ ରାଜସ୍ଥାନ ରୁ ଗିରଫ ହେଲେ ସାଇବର ଅପରାଧୀ*- *ଯୁବ ପିଢୀ ସଚେତନ ଓ ସୁରକ୍ଷିତ ରହିବାକୁ ଏସପି ଙ୍କ ନିବେଦନ   (05-Dec-2022)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ୫ ଦଫା ଦାବି ଦେଲେ ରାଜ୍ୟ ବହୁମୁଖୀ ସ୍ବାସ୍ଥ୍ୟ କର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ   (05-Dec-2022)       ||      ଡାବୁଗାଁ ବ୍ଲକରେ ସରକାରୀସ୍ତରରୁ ସଚେତନତା ଅଭାବରୁ ବଡୁଛି ବାଲ୍ୟ ବିବାହ   (05-Dec-2022)       ||      ଡି. ଆର୍, ମେହେର ହାଇସ୍କୁଲ ଠାରେ ବ୍ଳକସ୍ତରୀୟ ବିଜ୍ଞାନମେଳା   (05-Dec-2022)       ||      ଭୋଟ୍ ଦିନ ବି ବିଜେପି ଟଙ୍କା ବାଣ୍ଟୁଛି; କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି   (05-Dec-2022)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟ ସହ ବନ୍ଧନ କମିଟିର ସିଦ୍ଧାର୍ଥ ଡିଗ୍ରୀ କଲେଜ ପରିଦର୍ଶନ

28-Sep-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜକୁ ଆଜି ବୁଧବାର ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟ ସହବନ୍ଧନ କମିଟିର ଏକ ଟିମ ପରିଦର୍ଶନ କରିଛନ୍ତି ।ଏଥିରେ ବିଶ୍ଵ ବିଦ୍ୟାଳୟ ଉନ୍ନୟନ ପରିଷଦ ନିର୍ଦ୍ଦେଶକ ପ୍ରଫେସର ଡ.ବିଘ୍ନେଶ ପ୍ରସାଦ ମିଶ୍ର,କମ୍ପ୍ୟୁଟର ବିଜ୍ଞାନ ବିଭାଗର ସହକାରୀ ପ୍ରାଧ୍ୟାପକ ଡ.ନରେନ୍ଦ୍ର କୁମାର ରାଉତ,ପ୍ରଶାସନିକ ବିଭାଗର ବରିଷ୍ଟ ସହାୟକ ଅକ୍ଷୟ କୁମାର ସେଠୀ ପ୍ରମୁଖ ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ପରିଦର୍ଶନରେ ଆସି ମହାବିଦ୍ୟାଳୟର ପ୍ରଶାସନିକ,ହିସାବ,ପରୀକ୍ଷା ବିଭାଗ ସହ ଶୋକ୍ଷିକ ଦିଗ,ବିଜ୍ଞାନ ପ୍ରୟୋଗଶାଲା,ପାଠାଗାର ଆଦି ପରିଦର୍ଶନ କରି ଖୁସିବ୍ୟକ୍ତ କରିବା ସହ ଆଗାମୀ ଦିନରେ ଯଦି ଆବଶ୍ୟକ ପଡେ ଉକ୍ତ ମହାବିଦ୍ୟାଳୟକୁ ସମସ୍ତ ପ୍ରକାର ସହଯୋଗ ପାଇଁ କମିଟି ସଦସ୍ୟ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ । ଏହି ଅବସରରେ

କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଗୋପାଳ କୃଷ୍ଣ ଦାଶଙ୍କ ତତ୍ତାବଧାନରେ ମୁଖ୍ୟ କିରାଣୀ ସନ୍ତୋଷ କୁମାର ପଣ୍ଡା କଲେଜର ଆବଶ୍ୟକୀୟ ନଥିପତ୍ର କମିଟି ସଦସ୍ୟଙ୍କୁ ପ୍ରଦାନ କରିଥିଲେ ।ଏହି ଗସ୍ତ ବେଳେ କଲେଜ ପ୍ରଶାସନିକ ମୁଖ୍ୟ ପ୍ରଫେସର ବାଣୀପ୍ରସାଦ ବିଶ୍ଵାଳ,ସୌକ୍ଷିକ ମୁଖ୍ୟ ପ୍ରଫେସର ରୁଦ୍ର ନାରାୟଣ ଦାଶ,ଅଧ୍ୟାପିକା ଦୀପ୍ତିରାଣୀ ସ୍ୱାଇଁ,କିରାଣୀ ପ୍ରକାଶ ଦାଶ,ଲକ୍ଷ୍ମଣ ଝାଙ୍କର ପ୍ରମୁଖଙ୍କ ସମେତ ସମସ୍ତ ଷ୍ଟାଫ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସୁବର୍ଣ୍ଣପୁର ଜ଼ିଲ୍ଲା ର ଯୁବ ଉଦ୍ୟୋଗୀ ଶୁକ୍ଳlମ୍ବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ   06-Dec-2022
  ଜିଲ୍ଲା  
ରାମ ନାମ ହରି ନାମ ଧ୍ୱନି ରେ ପ୍ରକମ୍ପିତ ହେଲା ସୁବର୍ଣ୍ଣପୁର ଉପ କାରାଗାର, ଜେଲ ରେ ସଂସ୍କାର ଆଣିବାକୁ ସବ ଜେଲରଙ୍କ ଅଭିନଵ ଉଦ୍ୟମ   06-Dec-2022
  ଜିଲ୍ଲା  
ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ   06-Dec-2022
  ଜିଲ୍ଲା  
ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ   06-Dec-2022
  ଜିଲ୍ଲା  
ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ   06-Dec-2022
  ଜିଲ୍ଲା  
ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ   06-Dec-2022
  ଜିଲ୍ଲା  
ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   06-Dec-2022
  ଜିଲ୍ଲା  
ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   05-Dec-2022
  ଜିଲ୍ଲା  
ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   05-Dec-2022
  ଜିଲ୍ଲା  
ଗୀତାଜୟନ୍ତୀ ପାଳିତ   05-Dec-2022
  ଜିଲ୍ଲା  
ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   05-Dec-2022
  ଜିଲ୍ଲା  
ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    05-Dec-2022

You Might Also Like