-+91-9937148622 |

prerana_bgr@rediffmail.com |

  Tuesday 6th December 2022 |

| | | |

R.N.I. Regd No. ODIODI/2010/46693

Breaking News

ଦିଲ୍ଲୀରେ ଗର୍ଜିଲେ ପଶ୍ଚିମ ଓଡ଼ିଶାବାସୀ, ସ୍ୱତନ୍ତ୍ର ହିରାଖଣ୍ଡ ରାଏଜ ଗଠନ ଦାବି   (06-Dec-2022)       ||      ବୌଦ୍ଧରେ ଆନ୍ତର୍ଜାତୀୟ ସ୍ବେଚ୍ଛାସେବୀ  ଦିବସ ପାଳିତ     (06-Dec-2022)       ||      ସୁବର୍ଣ୍ଣପୁର ଜ଼ିଲ୍ଲା ର ଯୁବ ଉଦ୍ୟୋଗୀ ଶୁକ୍ଳlମ୍ବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ   (06-Dec-2022)       ||      ରାମ ନାମ ହରି ନାମ ଧ୍ୱନି ରେ ପ୍ରକମ୍ପିତ ହେଲା ସୁବର୍ଣ୍ଣପୁର ଉପ କାରାଗାର, ଜେଲ ରେ ସଂସ୍କାର ଆଣିବାକୁ ସବ ଜେଲରଙ୍କ ଅଭିନଵ ଉଦ୍ୟମ   (06-Dec-2022)       ||      ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ    (06-Dec-2022)       ||      ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ    (06-Dec-2022)       ||      ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ    (06-Dec-2022)       ||      ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ    (06-Dec-2022)       ||      ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   (06-Dec-2022)       ||      ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   (05-Dec-2022)       ||      ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   (05-Dec-2022)       ||      ଗୀତାଜୟନ୍ତୀ ପାଳିତ   (05-Dec-2022)       ||      ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   (05-Dec-2022)       ||      ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    (05-Dec-2022)       ||      ଗ୍ରାମ ପଂଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର   (05-Dec-2022)       ||      ବିଶ୍ଵ ମୃତ୍ତିକା ଦିବସ.... ମାଟି ସୁରକ୍ଷା ପାଇଁ ଶପଥ ନେଲେ ଚାଷୀ   (05-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ୨/୦ ଗୋଲରେ ସିଆଳି (ସୋନପୁର ) ବିଜୟୀ   (05-Dec-2022)       ||      ସୁବର୍ଣ୍ଣପୁର ପୋଲିସ ର ବଡ଼ ସଫଳତା*- *ବ୍ୟାଙ୍କ ମ୍ୟାନେଜର ଆତ୍ମହତ୍ୟା ଘଟଣା ରେ ରାଜସ୍ଥାନ ରୁ ଗିରଫ ହେଲେ ସାଇବର ଅପରାଧୀ*- *ଯୁବ ପିଢୀ ସଚେତନ ଓ ସୁରକ୍ଷିତ ରହିବାକୁ ଏସପି ଙ୍କ ନିବେଦନ   (05-Dec-2022)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ୫ ଦଫା ଦାବି ଦେଲେ ରାଜ୍ୟ ବହୁମୁଖୀ ସ୍ବାସ୍ଥ୍ୟ କର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ   (05-Dec-2022)       ||      ଡାବୁଗାଁ ବ୍ଲକରେ ସରକାରୀସ୍ତରରୁ ସଚେତନତା ଅଭାବରୁ ବଡୁଛି ବାଲ୍ୟ ବିବାହ   (05-Dec-2022)       ||     

HOME   ଜିଲ୍ଲା

ମିଶନ ଶକ୍ତି ପକ୍ଷରୁ ଋଣ ମେଳା....

29-Sep-2022



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ପରିସରରେ ମିଶନ ଶକ୍ତି ପକ୍ଷରୁ ଋଣ ମେଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ୍ୟା ଶ୍ରୀମତୀ କୁନି ସାହୁ,ସମ୍ମାନିତ ଅତିଥି ଭାବେ ବିଡ଼ିଓ ଶିଧେଶ୍ୱର ମେହେର, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ ଓ ମହେନ୍ଦ୍ର ରଣା, ସିଡିପିଓ  ଗିରିଜା ଗୂଡ଼ଲା ,ମିଶନ ଶକ୍ତି ବ୍ଲକ ସଭାପତି ଜୟନ୍ତୀ ସାହୁ,କର୍ଲାମୁଣ୍ଡା ଏସବିଆଇ ଫିଲଡ଼ ଅଫିସର ଚିଦାନନ୍ଦ ପ୍ରଧାନ, ରିଷିଡା ୟୁକେ ବ୍ୟାଙ୍କ ଶାଖା ପରିଚାଳକ କପିଳ ଚନ୍ଦ୍ର ପ୍ରଧାନ, ତେରେସିଙ୍ଗା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ ଦେବ ପ୍ରକାଶ ନାଏକ,ରେଗଡା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ ଅଶ୍ୱିନୀ କୁମାର ଭାତ୍ରା ପ୍ରମୁଖ ଯୋଗ ଦେଇ ସ୍ୱୟଂ ସହାୟକ ଗୋଷ୍ଠୀ ପାଇଁ ମିଶନ ଶକ୍ତି ଜରିଆରେ ସରକାର ନେଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରିଥିଲେ।

ଏହି ଅବସରରେ ବ୍ଲକ ର ୨୩୬ ଟି ସ୍ୱୟଂ ସହାୟକ ଗୋଷ୍ଠୀ କୁ ୪ କୋଟି ୪୫ ଲକ୍ଷ ଟଙ୍କା ଋଣ ମଞ୍ଜୁର ହୋଇଥିବା ବ୍ୟାଙ୍କ ଅଧିକାରୀ ମାନେ ଘୋଷଣା କରିଥିଲେ।କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ବିପିଏମ ବିପିନ ବାରିକ ସଂଯୋଜାନ କରିଥିବା ବେଳେ ଓଡିଶା ଜୀବନ ଜୀବିକା ମିଶନ ର ବିପିସି ଲଳିତ ବିଶି, ମିଶନ ଶକ୍ତି କର୍ମକର୍ତ୍ତା, ସିଆରପି,ଏମବିକେ ,ଫେଡେରେଶନ କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଦିଲ୍ଲୀରେ ଗର୍ଜିଲେ ପଶ୍ଚିମ ଓଡ଼ିଶାବାସୀ, ସ୍ୱତନ୍ତ୍ର ହିରାଖଣ୍ଡ ରାଏଜ ଗଠନ ଦାବି   06-Dec-2022
  ଜିଲ୍ଲା  
ବୌଦ୍ଧରେ ଆନ୍ତର୍ଜାତୀୟ ସ୍ବେଚ୍ଛାସେବୀ  ଦିବସ ପାଳିତ    06-Dec-2022
  ରାଜ୍ୟ  
ସୁବର୍ଣ୍ଣପୁର ଜ଼ିଲ୍ଲା ର ଯୁବ ଉଦ୍ୟୋଗୀ ଶୁକ୍ଳlମ୍ବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ   06-Dec-2022
  ଜିଲ୍ଲା  
ରାମ ନାମ ହରି ନାମ ଧ୍ୱନି ରେ ପ୍ରକମ୍ପିତ ହେଲା ସୁବର୍ଣ୍ଣପୁର ଉପ କାରାଗାର, ଜେଲ ରେ ସଂସ୍କାର ଆଣିବାକୁ ସବ ଜେଲରଙ୍କ ଅଭିନଵ ଉଦ୍ୟମ   06-Dec-2022
  ଜିଲ୍ଲା  
ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ   06-Dec-2022
  ଜିଲ୍ଲା  
ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ   06-Dec-2022
  ଜିଲ୍ଲା  
ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ   06-Dec-2022
  ଜିଲ୍ଲା  
ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ   06-Dec-2022
  ଜିଲ୍ଲା  
ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   06-Dec-2022
  ଜିଲ୍ଲା  
ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   05-Dec-2022
  ଜିଲ୍ଲା  
ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   05-Dec-2022
  ଜିଲ୍ଲା  
ଗୀତାଜୟନ୍ତୀ ପାଳିତ   05-Dec-2022

You Might Also Like