-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||     

HOME   ଜିଲ୍ଲା

ମାଁ ଗଜଲଷ୍ମୀ ପୂଜା ମଣ୍ଡପ ବୁଲିଲେ ଭାଜପାର ସାଧାରଣ ସମ୍ପାଦକ

12-Oct-2022



ବଲାଙ୍ଗୀର-(ପ୍ରେରଣା ଖବର ବ୍ୟୁରୋ) ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ ବିଧାନସଭା ମଣ୍ଡଳି ଅଧିନସ୍ଥ ଟିଟିଲାଗଡ଼,ସଇଁତଳା ଓ ଗୁଡ଼ଭେଳା ବ୍ଲକରେ ଅନୁଷ୍ଠିତ  ମାଁ ଗଜଲଷ୍ମୀଙ୍କ ପୂଜାମଣ୍ଡପ ବୁଲିବା ସହ ପୂଜାର୍ଚ୍ଚନା କରିଥିଲେ ଜିଲ୍ଲାର ଭାଜପା ସାଧାରଣ ସଂପାଦକ ମୁକେଶ କୁମାର ଜୈନ। ମାଁଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିବା ସହ ବିଭିନ୍ନ ସାଂକୃତିକ କାର୍ଯ୍ୟକ୍ରମରେ ଅତିଥ୍ୟ

ଗ୍ରହଣ କରିଥିଲେ।  ଲୋକମାନଙ୍କ ଅସୁବିଧାର ସୁବିଧା ଆଦି ପଚାରିବା ସହ ଗାଁର ଉନ୍ନୟନ କାର୍ଯ୍ଯ ସମ୍ପର୍କରେ ମଧ୍ଯ ଆଲୋଚନା କରିଥିଲେ। ରାଜ୍ୟ ଯୁବ ମୋର୍ଚ୍ଚା ସଦସ୍ଯ ନରସିଙ୍ଗ ସିଂ, ଲୁଥରବନ୍ଧ ମଣ୍ଡଳ ପ୍ରଭାରୀ ବିପିନ ଠାକୁର, ଲୁଥରବନ୍ଧ ମଣ୍ଡଳ ସଭାପତି ଜୀବଧନ ଖଳସେଲ, ଲଳିତ ବେହେରା, ଚିକୁ ତାଣ୍ଡି ଆଦି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026

You Might Also Like