-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||     

HOME   ଜିଲ୍ଲା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

13-Oct-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଆକ୍ରମଣ ଓ ଟଙ୍କା ଲୁଟ୍ l ଏପରି କିଛି ଘଟନା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଳକ କିଆମଲ ଗାଁ ରେ l ସୂଚନାରୁ ପ୍ରକାଶ ଯେ, ଗତକାଲି ଏହି ଗାଁର ରାକେଶ ଭୋଇ(୨୪) ଘର ଆଗରେ ବସିଥିବା ବେଳେ ପାଖ ସାଇମରା ଗାଁ ର ପ୍ରାୟ ୧୫ ଜଣ ଯୁବକ ସଂଘବଦ୍ଧ ଭବରେ ରାକେଶକୁ ଆକ୍ରମଣ କରିବା ସହ ରାକେଶଙ୍କ ପକେଟରେ ଥିବା ୩୫ ଶହ ଟଂକା ଓ ଗୋଟିଏ ମୋବାଇଲ ଛଡlଇ  ନେଇ ଫେରାର ହୋଇଯାଇଥିବା l  ଗୁରୁତର ଅବସ୍ଥାରେ ରାକେଶକୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ସର୍ଜରୀ ୱାର୍ଡ ରେ ଭର୍ତି କରାଯାଇଛି l ସୂଚନାଯୋଗ୍ଯ ଯେ, ସାଇ ମରା ଗାଁ ର ଏହି ଗୋଷ୍ଠୀ ଙ୍କ ସହ ରାକେଶର ବହୁ ପୂର୍ବରୁ ଶତ୍ରୁତା ଲlଗି ରହିଥିଲା l କିଛି ଦିନ ପୂର୍ବରୁ ବିରୋଧୀ ଗୋଷ୍ଠୀର ଜଣେ ଯୁବକଙ୍କୁ ରାକେଶ ତଣ୍ଟି କାଟି ଦେଇଥିବା ଅଭିଯୋଗ ହୋଇଛି l  ଅନ୍ୟପକ୍ଷରେ ଏହାର ପ୍ରତିଶୋଧ ନେବା ପାଇଁ ବିରୋଧୀ ଗୋଷ୍ଠୀ ରାକେଶ କୁ ମlଡ ମାରିଥିବା ଅଭିଯୋଗ ହୋଇଛି l ସଇଁତଳା ପୋଲିସ ଘଟଣାସ୍ଥଳରେ ପହଂଚି ଘଟଣାର ତଦନ୍ତ ଆରମ୍ଭ କରିଛି l ଏ ପର୍ଯ୍ୟନ୍ତ ପୋଲିସ ଘଟଣାରେ ସମ୍ପୃକ୍ତ କାହାରିକୁ  ଗିରଫ କରି ନଥିବା ଜଣା ପଡିଛି k


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026

You Might Also Like