-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||     

HOME   ଜିଲ୍ଲା

ବିଶ୍ୱ ଚକ୍ଷୁ ଦିବସ ଉପରେ ସଭାର ଆୟୋଜନ

13-Oct-2022



ବରଗଡ(ନିରଞ୍ଜନ ତ୍ରିପାଠୀ) :-ଆଜି ବରଗଡ଼ ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ବିଶ୍ୱ ଚକ୍ଷୁ ଦିବସ ପାଳିତ ହୋଇଯାଇଛି ।ଏ ଅବସରରେ ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ାକ୍ତର ସାଧୁ ଚରଣ ଦାଶ ସଭାପତିତ୍ବ କରିଥିଲେ । ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ଡ଼ାକ୍ତର ସୁଶାନ୍ତ କୁମାର କର,ପୂର୍ବତନ ଅତିରିକ୍ତ ଚିକିତ୍ସାଧିକାରୀ ଡ଼ାକ୍ତର ଦେର୍ତ୍ୱ ନାରାୟଣ ପାଢ଼ୀ

ଉପସ୍ଥିତ ରହି ଆଜିର ବିଶ୍ୱ ଚକ୍ଷୁ ଦିବସ ର ବାର୍ତ୍ତା କିଭଳି ଲୋକଙ୍କ ପାଖରେ ପହଞ୍ଚି ପାରିବ ସେଥିନେଇ ସଚେତନ

କରିଥିଲେ ।ଏହି ଦିବସ ର ମୁଖ୍ୟ ବାର୍ତ୍ତା ଥିଲା "ନିଜ ଚକ୍ଷୁ କୁ ଭଲ ପାଆନ୍ତୁ" ।ଚକ୍ଷୁ ଦିବସ ର ଲକ୍ଷ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ଉପସ୍ଥିତ ସମ୍ମାନୀତ ଅତିଥି ଡାକ୍ତର ସୁବଳ କିଶୋର କର ଚକ୍ଷୁ ବିଶେଷଜ୍ଞ ବରଗଡ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ ।ଆୟୋଜିତ ସଭାରେ ସ୍ୱାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ ବୃନ୍ଦ ଙ୍କ ବ୍ୟତିତ ବଦ୍ରୀ ପ୍ରସାଦ ନର୍ସିଂ କଲେଜ ର ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ ।ଶେଷରେ ଡି.ପି.ଏଚ.ସି.ଇ ଶ୍ରୀମାନ ପ୍ରତାପ ଶଙ୍କର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026

You Might Also Like