-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ ବିଜେଡି ର ଜନସମ୍ପର୍କ ଯାତ୍ରା

13-Oct-2022



ଲୋଇସିଂହା, (ବିନୋଦ କୁମାର ଦୀପ) ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମାନ୍ୟବର ଜନପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମହୋଦୟଙ୍କ ଆହ୍ୱାନ କ୍ରମେ ମାସେ ବ୍ୟାପି ସାରା ରାଜ୍ୟରେ ଚାଲିଥିବା 'ଜନ ସମ୍ପର୍କ ପଦଯାତ୍ରା' ଅନୁଷ୍ଠିତ ହେଉଛି l ଏହି ପରିପ୍ରେକ୍ଷୀରେ ଗତକାଲି ଆମ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ 34 ନଂ ଜୋନର ବାଦିମୁଣ୍ଡା ଓ ରତାଖଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଭ୍ଯ ତଥା ଲୋଇସିଂହା ନିର୍ବାଚନମଣ୍ଡଳୀର ଯୁବନେତା ନିହାର ରଞ୍ଜନ ବେହେରା ଙ୍କ ନେତୃତ୍ଵରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏଥିରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟଅତିଥି ଏବଂ 34 ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ସଂଯୁକ୍ତା ବରିହା, ବାନିପାଲି ଗ୍ରା:ପ ସମିତି ସଭ୍ୟା ଜୋସ୍ନାମୟୀ ନାଗ, ସରଗାଡ ପଞ୍ଚାୟତ ସରପଞ୍ଚ ସରୋଜ ବେହେରା, ବାଦିମୁଣ୍ଡା ସରପଞ୍ଚ କିରଣ ସାହୁ, ରତାଖଣ୍ଡି ସମିତି ସଭ୍ଯ ମିଶ୍ର ବରିହା ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜ୍ଯ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ଆଲୋକପାତ କରିଥିଲେ l ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ  ଅଂଶୁମାନ ଗୁରୁ, ଜୟଦେବ ବାରିକ, ସମ୍ପଦ ଭୁଏ, ନେହେରୁ ବିଶ୍ୱାଲ, ଯଦୁମଣି ବେହେରା, ଭକ୍ତ ବରିହା, କୈଳାସ ବରିହା ଏବଂ ସୁଶାନ୍ତ ବରିହା ସହ ଅନ୍ୟାନ୍ୟ ବିଜୁ ଜନତା ଦଳର କର୍ମକର୍ତ୍ତା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026

You Might Also Like