-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜୀବନଶୈଳୀ

କଳା ଜଗତର ଏକ ନୂତନ ସମ୍ଭାବନା ଅଶ୍ମି

21-Oct-2022



ଅନ୍ତର୍ନିହିତ ପ୍ରତିଭା ହେଉଛି ଏକ ପ୍ରଖର ଜଳସ୍ରୋତ ଯାହା ସମସ୍ତ ବାଧାବିଘ୍ନକୁ ଠେଲି ଦେଇ ନିଜର ଗନ୍ତବ୍ୟସ୍ଥଳରେ ପହଂଚି ଥାଏ । ବୟସ ମାତ୍ର ୯ ବର୍ଷ । ତୁଳସୀ ଦୁଇ ପତ୍ରରୁ ବାସିଲା ପରି ନିଜ ଭିତରେ ଥିବା ପ୍ରତିଭାର ମହକକୁ ଚାରି ଆଡେ ବିଛୁରିତ କରି ଦେଇଥିବା ଏହି ଟିକି କଳିକା ହେଉଛନ୍ତି ଅଶ୍ମି ମିଶ୍ର । ନାଚ,ଗୀତ  ପ୍ରତି ତାଙ୍କର ରହିଛି ଗଭୀର ରୂଚି । ବଲାଙ୍ଗୀର ରାଜୀବ ନଗର ପଡାର ବାସୀନ୍ଦ ଏହି ଟିକି କଳିକାଙ୍କ ଜନ୍ମଗତ ପ୍ରତିଭା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି l

ସେ ଓଡ଼ିଶା ମାଟିର ନାଁ କୁ ରାଜ୍ୟ ତଥା ବାହାରେ ଉଜ୍ୱଳ କରିପାରିଥିବା ଅଶ୍ମି ପ୍ରକୃତ ରେ ବଲାଙ୍ଗୀର ଜିଲ୍ଲାପାଇଁ ଗର୍ବ ଓ ଗୌରବ ଅଟନ୍ତି । ମାଁ ରଶ୍ମିତା ଓ ବାପା ଅଶ୍ୱିନୀ, ଏହି ଦୁଇ  ନାଁ ର ଉତ୍ପତ୍ତିରୁ ବାପା ମାଁ ନିଜର ପ୍ରିୟ କନ୍ୟାର ନାମ ରଖିଛନ୍ତି ଅଶ୍ମି । ଭୁବନେଶ୍ୱରେ ଠାରେ   ଅନୁଷ୍ଠିତ ଏକ ବର୍ଣ୍ଣାଢ଼୍ୟ ଉତ୍ସେବରେ ଅଶ୍ମି ମିଶ୍ର ଉତ୍କଳ ପ୍ରତିଭା ସମ୍ମାନରେ ସମ୍ମାନିତ ହୋଇସାରିଛନ୍ତି । ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡେଇ ଙ୍କ ଠାରୁ ଉତ୍କଳ ପ୍ରତିଭା ସମ୍ମାନ

ପାଇଛ ଜିଲ୍ଲା ପାଇଁ ଗୌରବ ଆଣିଦେଇଛନ୍ତି ଅଶ୍ମି । ଆମ ସମସ୍ତଙ୍କ ପାଇଁ ଅତି ଗର୍ବର ବିଷୟ ହେଲା ୨ଠ୨୨ ମସିହାରେ ଏହି ଟିକି କଳିକା ଈଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇସାରିଛନ୍ତି । କଳା ଜଗତରେ ଜଣେ ଉଦୀୟମାନ ତାରକା ଅଶ୍ମୀ ଙ୍କ ଭବିଷ୍ୟତ ଜୀବନ ଉଜ୍ୱଳମୟ ହେଉ, ଏତିକି ମାଁ ସମଲେଶ୍ୱରୀଙ୍କ ଠାରେ କାମନା । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ