-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଟେକ୍ନିକାଲ୍ କ୍ୟାମ୍ପସ୍‌ରେ ଲିଡର୍‌ସିପ୍ ଟକ୍‌

02-Nov-2022



ବରଗଡ଼, ନଭେମ୍ବର ୧ତାରିଖରେ ବିକାଶ ଟେକ୍ନିକାଲ୍ କ୍ୟାମ୍ପସ୍‌ରେ ଏକ ଲିଡର୍‌ସିପ୍ ଟକ୍ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିକାଶ ଗ୍ରୁପ୍‌ର ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ଏହି ଲିଡର୍‌ସିପ୍ ଟକ୍‌ର ଆଭିମୁଖ୍ୟ ଓ ରିସୋର୍ସ୍ ପର୍ସନ୍ ଦୂର୍ଗା ପ୍ରିୟଦର୍ଶିନୀଙ୍କ ଭଳି ସଫଳ ଉଦ୍ୟୋଗପତିମାନଙ୍କୁ ପ୍ରେରଣାର ଉତ୍ସ ଭାବରେ ଗ୍ରହଣ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ଗୋମାୟା ପେଣ୍ଟ୍‌ସ୍‌ର ପ୍ରତିଷ୍ଠାତା ଓ ସିଇଓ ଶ୍ରୀମତୀ ଦୂର୍ଗା ପ୍ରିୟଦର୍ଶିନୀ ଛାତ୍ରଛାତ୍ରୀମାନଙ୍କୁ ନିଜର ଗୃହିଣୀ ଜୀବନରୁ ଏକ ସଫଳ ଉଦ୍ୟୋଗୀର ସଙ୍ଘର୍ଷମୟ ଜୀବନଯାତ୍ରାକୁ ଛାତ୍ରଛାତ୍ରୀମାନଙ୍କ ଆଗରେ ଅନାବରଣ କରିବା ସହ ଚାକିରୀ ଖୋଜିବା ପରିବର୍ତେ ସଫଳ ଉଦ୍ୟୋଗପତି ହେବା ପାଇଁ ଆହ୍ୱାନ ଦେଇଥିଲେ । ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ୍‌ର ଅଧ୍ୟକ୍ଷ ଡ.କ୍ଷୀରୋଦ ପ୍ରଧାନ ଜଣେ ସଫଳ ନାରୀ ଉଦ୍ୟୋଗପତି ହେବା ନିଶ୍ଚିତ ରୂପେ କଷ୍ଟସାଧ୍ୟ ଓ ଏଥିପାଇଁ ଦୃଢ଼ ମନୋବଳ ଆବଶ୍ୟକ ବୋଲି ଗୁରୁତ୍ୱାରୋପ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ଛାତ୍ରଛାତ୍ରୀମାନଙ୍କୁ ଦୂର୍ଗା ପ୍ରିୟଦର୍ଶିନୀଙ୍କ ଭଳି ସଫଳ ଚରିତ୍ରମାନଙ୍କୁ ଅନୁକରଣ କରିବା ସହ ଏକାଗ୍ରତା, ଦୃଢ଼ନିଶ୍ଚିତ ଓ ଧୈର୍ଯ୍ୟ ମାଧ୍ୟମରେ ସଫଳତା ହାସଲ କରାଯାଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ୍ ଦ୍ୱାରା ଆୟୋଜିତ ଏହି ଟକ୍‌ରେ ବିକାଶ ୟୁଜି କ୍ୟାମ୍ପସ୍ (ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ, ଡିଗ୍ରୀ କଲେଜ, ଲ’ ସ୍କୁଲ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ନର୍ସିଂ କଲେଜ)ର ୫୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମରେ ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିର ଅଧ୍ୟକ୍ଷ ଇଂ.ଅଜୟ ମହାପାତ୍ର, ଲ’ ସ୍କୁଲ୍ ଅଧ୍ୟକ୍ଷ ଡ.ବିକ୍ରମ କୁମାର ଦାସ, ନର୍ସିଂ କଲେଜ୍‌ର ଅଧ୍ୟକ୍ଷା ଶ୍ରୀମତୀ ୱାଇ.ଡି. ଷ୍ଟେଲା, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିର ଉପାଧ୍ୟକ୍ଷ ଡ.ପୂର୍ଣ୍ଣେନ୍ଦୁ ମିଶ୍ର, ଡିଗ୍ରୀ କଲେଜର ଉପାଧ୍ୟକ୍ଷ ଶ୍ରୀ ଆର୍‌.ଏସ୍‌.ଭି. କ୍ରୀଷ୍ଣା, ନର୍ସିଂ କଲେଜର ଉପାଧ୍ୟକ୍ଷା ଶ୍ରୀମତୀ ଦୀପାଞ୍ଜଳୀ ପଟେଲ ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ବିକାଶ ଲ’ ସ୍କୁଲ୍‌ର ଅଧ୍ୟାପିକା ସୌମ୍ୟା ମିଶ୍ର ସଂଯୋଜନା କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like

       
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ