-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଇମ୍ପରିୟଲ କଲେଜରେ ଷ୍ଟାଟଅପ ଯାତ୍ରା ୨.୦ ଅନୁଷ୍ଠିତ..

11-Nov-2022



ବରଗଡ(ପ୍ରେରଣା ଖବର) : ରାଜ୍ୟ ସରକାରଙ୍କ ଦ୍ୱାରା ଯୁବ ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରାଯିବାକୁ ବିଭିନ୍ନ ଅନୁଷ୍ଠାନରେ ଆରମ୍ଭ କରାଯାଇଥିବା ଷ୍ଟାଟଅପ ଯାତ୍ରାର ବରଗଡ଼ ଜିଲ୍ଳାର ମୁଖ୍ୟ କାର୍ଯ୍ୟକ୍ରମ ଇମ୍ପରିୟଲ କଲେଜଠାରେ ଅନୁଷ୍ଠିତ ହୋଇଯାଇଛିି । ଏହାପୂର୍ବରୁ ଗତମାସ ଷ୍ଟାଟଅପ ଯାତ୍ରାର ଭ୍ୟାନ ଜିଲ୍ଳାର ଅନ୍ୟ ସବୁ ଅନୁଷ୍ଠାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ନୂତନ ବ୍ୟବସାୟର ସୁଯୋଗ ଗୁଡିକ ବିଷୟରେ ସେମାନଙ୍କର ଚିନ୍ତାଧାରା ପରିପ୍ରକାଶ କରିବା ପାଇଁଁ ସୁଯୋଗ ଦିଆଯାଇଥିଲା । ଶୁକ୍ରବାର ଦିନ ଇମ୍ପରିୟଲ କଲେଜ ପରିସରରେ ଅଧ୍ୟକ୍ଷ ଦୁର୍ଗେଶ ଶତପଥୀଙ୍କ ପରିଚାଳନାରେ ଷ୍ଟାଟଅପ ଯାତ୍ରାର ମୁଖ୍ୟ

କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଇମ୍ପରିୟଲ କଲେଜ , ଇଣ୍ଡିଏନ ଇନଷ୍ଟିଚ୍ୟୁଟ ଅଫ ଟେକନୋଲୋଜି , ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟ ଇଜିଂନିୟରିଂଗ କଲେଜ , ରୋଟାରୀ ପବ୍ଳିକ ସ୍କୁଲର ଛାତ୍ରଛାତ୍ରୀମାନେ ୨୭ ଟି ନୂତନ ଆଇଡିଆ ପ୍ରସ୍ତୁତ କରିଥିଲେ । କାର୍ଯ୍ୟକ୍ରମରେ ଷ୍ଟାଟଅପ ଓଡିଶାର ସିନିୟର କନସଲଟାଣ୍ଟ ସିଦ୍ଧାର୍ଥ ଶତପଥୀ , କିଟ୍ ବିଜିନେସ ଡେଭଲମେଣ୍ଟର ମୁଖ୍ୟ ବିଶାଲ ଜେସି ଉପସ୍ଥିତ ଥିଲେ । ଇମ୍ପରିୟଲ କଲେଜର ବିବିଏ ଛାତ୍ରୀ ରାନୀ ନାୟକ ଓ ସାଜିଆ ସାହିନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like

       
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ