-+91-9937148622 |

prerana_bgr@rediffmail.com |

  Monday 22nd July 2024 |

| | | |

R.N.I. Regd No. ODIODI/2010/46693

Breaking News

ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ    (21-Jul-2024)       ||      ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   (21-Jul-2024)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   (21-Jul-2024)       ||      ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   (21-Jul-2024)       ||      ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   (21-Jul-2024)       ||      ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   (21-Jul-2024)       ||      ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   (21-Jul-2024)       ||      ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା    (21-Jul-2024)       ||      ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   (21-Jul-2024)       ||      ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   (21-Jul-2024)       ||      ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   (21-Jul-2024)       ||      ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   (21-Jul-2024)       ||      ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ଗରୁ ପୁର୍ଣିମା ଉତ୍ସବ ପାଳନ   (21-Jul-2024)       ||      ଲଖପାଲିରେ ଡାଇରିଆ ଆତଙ୍କ, ୨ମୃତ, ୧୭ ଆକ୍ରାନ୍ତ, ଗାଁରୁ ୫୦୦ମିଟର ଦୂରରେ ରହିଛି ଡମ୍ପିଂୟାର୍ଡ,ସଂକ୍ରମଣ ଭୟରେ ଗ୍ରାମବାସୀ   (21-Jul-2024)       ||      ମଝି ରାସ୍ତା ରେ ଜଳିଗଲା କାର   (20-Jul-2024)       ||      ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ତଥା ଅଗ୍ନିକାଣ୍ଡ ଦାଉରୁ ରକ୍ଷା ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ    (20-Jul-2024)       ||      ସଟ ସାର୍କିଟ ଯୋଗୁଁ ଜଳିଲା କାର   (20-Jul-2024)       ||      ରାଜ୍ୟ ର ଏକ ନମ୍ବର ମୋଡେଲ ହସ୍ପିଟାଲ୍ ର ଦୂରାବସ୍ଥା କୁ ନେଇ ବିକ୍ଷୋପ କଲେ କୃଷକ ସଂଗଠନ*- - *କୋଠା ନିର୍ମାଣ ଓ କିଣା ଯାଇଥିବା ଚିକିତ୍ସା ଉପକରଣ ର ତଦନ୍ତ ଦାବୀ କଲେ ନାରୀ ନେତ୍ରୀ ସୋନାଲି   (20-Jul-2024)       ||      ଗଞ୍ଜେଇ ସହ ଦୁଇ ବେପାରୀ ଗିରଫ - ଗଞ୍ଜେଇ ଗୋଦାମ ପାଲଟିଛି ସୁବଳୟା ଅଞ୍ଚଳ - ମୁଖ୍ୟ ମାଫିଆଙ୍କୁ ଧରିବାରେ ପୁଲିସ ବିଫଲ   (20-Jul-2024)       ||      ବଦଳିବ କି ଜୁନାଗଡ ରାଜନୀତି ସମୀକରଣ !   (20-Jul-2024)       ||     

HOME   ଖେଳ

ପ୍ରଥମ ମଣି ବରିହା ସ୍ମାରକୀ ଫୁଟବଳ ଟୁର୍ଣ୍ଣାମେଣ୍ଟ ଫାଇନାଲରେ କଅଗାଁ ଦଳୟ ବିଜୟୀ

19-Nov-2022



ବଲାଙ୍ଗିର, -ଜନ କଲ୍ୟାଣ ଯୁବକ ସଂଘ ଫୁଟବଲ ଏସୋସିଏସନ ଆନୁକୁଲ୍ୟରେ ପ୍ରଥମ ମଣି ବରିହା ସ୍ମାରକି ଫୁଟବଳ ପ୍ରତିଯୋଗିତା ଫାଇନାଲ ଖେଳ ଖୁଜେନପାଲି ପଡିଆରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ସେମି ଫାଇନାଲ ରେ ଖଲିଆପାଲି କୁ କଅଗାଁ ଟ୍ରାଇବ୍ରେକରରେ ୨-୦ ଗୋଲରେ ସମଲେଶ୍ୱରୀ କ୍ଲବ ଲୋଇସିଂହା ଦଳ ହରାଇ ବିଜୟ ହାସଲ କରିଥିଲା ଏବଂ ଫାଇନାଲ ମ୍ୟାଚରେ ଲୋଇସିଂହାକୁ କଅଗାଁ ଦଳ ଟ୍ରାଇବ୍ରେକର ରେ ହରାଇ ବିଜୟ ହାସଲ କରିଥିଲା । ସୁନିଲ ବିଶ୍ୱାଲଙ୍କ ତତ୍ୱାବଧାନରେ ବଲାଙ୍ଗିର ଜିଲ୍ଲାର ସମସ୍ତ ରାଏଫରୀ ଖେଳକୁ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ସରିତା ବାଗ, ବଲାଙ୍ଗିର ବ୍ଲକ ଅଧ୍ୟକ୍ଷା ଅତିଥି ଭାବେ ବିଶିଷ୍ଠ

ସମାଜସେବୀ ବିକ୍ରମାନନ୍ଦ ବହିଦାର, ଶ୍ରୀକର ମିଶ୍ର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ, ଚଗଲା ପରିଚ୍ଛା ପ୍ରମୁଖ ଉପସ୍ଥିତ ଥିଲେ । ଆୟୋଜକ କମିଟିର ଅଧ୍ୟକ୍ଷ ବିନୋଦ କାଲସାଏ ଓ ସମ୍ପାଦକ ଦେବାଶିଷ କାଲସାଏଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଖେଳରେ କ୍ରିଡା ସଂଗଠକ ଭୁପେନ୍ଦ୍ର ସିଂ, କ୍ରୀଡା ସଂସଦ ସଦସ୍ୟ ସଂଗ୍ରାମ ବହିଦାର, ହେମନ୍ତ ବେହେରା, ସୁଦାମ ପାଣିଗ୍ରାହୀ, ସଞ୍ଜୁ ଷାଣ୍ଢ, ଲାଲମଣି କାଲସାଏ ମଂଚାସୀନ ଥିଲେ । ଫାଇନାଲ ମ୍ୟାଚରେ

ମେନ୍ ଅଫ୍ ଦ ମ୍ୟାଚ ଦେବରାଜ ସା, ମ୍ୟାନ ଅଫ୍ ଦି ସିରିଜ ବଣ୍ଟି ଧରୁଆ, କେଷ୍ଟ ଗୋଲକିପର ସୁଧିର ସରାଫ, ବେଷ୍ଟ ଡିଫେନ୍ସ ସାନ୍ତନୁ ବେହେରା, ବେଷ୍ଟ ମିଡ ଫିଲଡର ମଥୁନ ନାଏକ ପାଇଥିଲେ । ଦିପକ ବରିହା, ଶଙ୍କର ଦିପ, ଗୋପିନାଥ କାଲସାଏ, ସୁଦାମ କାଲସାଏ, ମହାଦେବ କାଲସାଏ, ଚନ୍ଦ୍ରରାଜ କାଲସାଏ, ମାନସ କାଲସାଏ, ଶ୍ରୀକାନ୍ତ କାଲସାଏ, ବୁଲୁ ତାଣ୍ଡି, ଶ୍ରୀକର କାଲସାଏ, ସୁବଳ କାଲସାଏ, କାମଦେବ ଷାଣ୍ଢ, ଗୋପ କାଲସାଏ, ରାହାସ କାଲସାଏ ଓ ଜନ କଲ୍ୟାଣ ଯୁବକ ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ   21-Jul-2024
  ଜିଲ୍ଲା  
ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   21-Jul-2024
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   21-Jul-2024
  ଜିଲ୍ଲା  
ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   21-Jul-2024
  ଜିଲ୍ଲା  
ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   21-Jul-2024
  ଜିଲ୍ଲା  
ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   21-Jul-2024
  ଜିଲ୍ଲା  
ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   21-Jul-2024
  ରାଜ୍ୟ  
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା   21-Jul-2024
  ଜିଲ୍ଲା  
ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   21-Jul-2024
  ଜିଲ୍ଲା  
ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   21-Jul-2024
  ଜିଲ୍ଲା  
ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   21-Jul-2024
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   21-Jul-2024

You Might Also Like