-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବଲାଙ୍ଗୀରରେ  ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବୈଠକ

21-Nov-2022



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) ବଲାଙ୍ଗୀର ରେଲୱେ ଷ୍ଟେସନ  ଜନକଲ୍ୟାଣ ମଣ୍ଡପ  ଠାରେ ବଲାଙ୍ଗୀରରେ  ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର  ସମ୍ପାଦକ ହରେ କୃଷ୍ଣ ରଥ ଙ୍କ ଆବାହନ କ୍ରମେ,ସଭାନେତ୍ରୀ ଶାନ୍ତିଲତା ସାହୁ ଙ୍କ ଅଧ୍ୟକ୍ଷତାରେ  ଏକ ଶୈକ୍ଷିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ବଲାଙ୍ଗୀର ବ୍ଲକ ବିଇଓ ଲୋକନାଥ ସୁନା ଓ ବିଆର ସିସି କୈଳାସ କୁମ୍ଭାର ଓ ଅଧ୍ୟକ୍ଷ ଆଚାର୍ଯ୍ୟ ସୁନା ଙ୍କ ଉପସ୍ଥିତିରେ  ଏଲ୍ ଆର୍ ପି  ସମ୍ପର୍କରେ ତର୍ଜମା ହୋଇଥିଲା।ଏଥିରେ ମୁଖ୍ୟ ବକ୍ତା ଭବରେ ସିଆରସିସି ନିରାକାର ସାଏ 

ଯୋଗ ଦେଇଥିବା ବେଳେ ଅନ୍ୟ ବକ୍ତା ମାନଙ୍କ ଭିତରେ ବଉଦ ଜିଲ୍ଲାରୁ ପ୍ରଜିନା ପାଢ଼ୀ, ଅଗଲପୁରରୁ ଦୁର୍ୟୋଧନ ପାଶୟତ, ମୁରିବାହଲ ରୁ ତୁଷାର କର୍ମୀ,ପୁଇଁତଲା ରୁ ଇନ୍ଦୁଭୂଷଣ ଡାଙ୍ଗ,ଲୋଇସିଂହ। ରୁ ରଘୁନାଥ ଷଡଙ୍ଗୀ,ବଲାଂଗୀରରୁ

ଅନୁପମା ପ୍ରହରାଜ ପ୍ରମୁଖ ସାଧନ କର୍ମୀ ଅଂଶଗ୍ରହଣ କରିଥିଲେ l ପରେ,ରାଜ୍ୟ ସଂଘର ନିର୍ବାଚନ ପାଇଁ ପ୍ରତି ବ୍ଲକରୁ ଦୁଇ ଜଣ ସଦସ୍ୟଙ୍କ ନାମ ଦିଆ ଯାଇଥିଲା l ବଲାଙ୍ଗୀର ଜିଲ୍ଳାରୁ ସଭାପତି ପ୍ରାର୍ଥୀ ପାଇଁ ଶାନ୍ତିଲତା ସାହୁଙ୍କୁ ପଶ୍ଚିମ ଓଡିଶା ଶିକ୍ଷକ ଏକତ ମଞ୍ଚରୁ  ପ୍ରସ୍ତାଵ ଦିଆ ଯାଇଥିଲା ।ଟିଟିଲାଗଡ଼ ବ୍ଲକ ସଭାପତି ସୂର୍ଯ୍ୟନାରାୟଣ ସାହୁ ଉପସ୍ଥିତ ସଦସ୍ୟ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ