-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକରେ ଦ୍ୱିତୀୟ ପର୍ଯ୍ୟାୟ ସୁନେତ୍ର ଶିବିର ଅନୁଷ୍ଠିତ

21-Nov-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ତୁରେକେଲା ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ତୁରେକେଲା ଠାରେ ଛାତ୍ରଛାତ୍ରୀ ମାନଙ୍କର ଦ୍ୱିତୀୟ ପର୍ଯ୍ୟାୟ ଆଖି ପରୀକ୍ଷା ପାଇଁ ବ୍ଳକ ସ୍ତରୀୟ ସୁନେତ୍ର ଶିବିର ଅନୁଷ୍ଠିତ ହୋଇଥିଲା।ଶ୍ରୀ ସୁରେନ୍ଦ୍ର କୁମାର ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରୀ ତୁରେକେଲାଙ୍କ ତତ୍ତ୍ୱାବଧାନରେ ଶିବିରର ଉଦଘାଟନୀ ଉତ୍ସବରେ ଶ୍ରୀ ଫକୀର

ଚରଣ ବିଶି, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ସଭାପତିତ୍ୱରେ ଡ.ସ୍ୱ।ଗତ ଖମାରୀ,ଚିକିତ୍ସା ଅଧିକାରୀ, ତୁରେକେଲା,ଡ.ଜୟନ୍ତ କୁମାର ପଟେଲ, ଟି ରାଜେନ୍ଦ୍ର ପାତ୍ର,ମାନସ କୁମାର ପାଢ଼ୀ,ତୁଳସୀ ରାମ ସାହୁ ଉପସ୍ଥିତ ଥିଲେ।ତୁରେକେଲା କ୍ଳଷ୍ଟର ସଂଯୋଜକ ଶ୍ରୀ ବିରଂଚି ନାରାୟଣ ଦାଶ ସଭା ପରିଚାଳନା ଓ ବିଆରଟି ଶ୍ରୀ ସୁନୀଲ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ପୂର୍ବରୁ ୨୬୮ଜଣ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟ ସ୍ତରରେ ଚିହ୍ନଟ କରାଯାଇଥିଲା।ପୁନର୍ବାର ଆଜି ଶିବିରରେ ୨୧୫ଜଣ ଛାତ୍ରଛାତ୍ରୀ ମାନଙ୍କର ପରୀକ୍ଷା କରାଯାଇଥିଲା।ସେମାନଙ୍କ  ମଧ୍ୟରୁ ୪୪ଜଣଙ୍କୁ ଚଷମା ପ୍ରଦାନ

କରିବା ପାଇଁ ଚିହ୍ନଟ କରାଯାଇଥିଲାଏବଂ ୬ଜଣଙ୍କୁ ବଡ ଡାକ୍ତରଖାନାକୁ ରେଫର କରାଯାଇଥିଲା।ଏହି ଶିବିରକୁ ସଫଳ ରୂପାୟନ ଦେବାରେ  ଶ୍ରୀ ଶଙ୍କର ନାଗ,ପ୍ରଧାନ ଶିକ୍ଷକ,ବିଆରଟି ଜ୍ୟୋତିବିକାଶ ବାରିକ,କ୍ଳଷ୍ଟର ସଂଯୋଜକ ପ୍ରେମରାଜ ପାଣିଗ୍ରାହୀ, ଧନସିଂ ମାଝୀ, ଘନଶ୍ୟାମ ଶବର,କୃତିବାସ ବରିହା,ମୋହନ ବରିହା,ଗୁରୁପ୍ରସାଦ ଛତ୍ରିଆ,ଶିକ୍ଷକ କିଶୋର ବରିହା,ଅଲେଖ ବନଗୋଲା, ଶ୍ରୀକାନ୍ତ ବାଗ,ତୁଳାରାମ ଭୋଇ,ରଜନୀ ମେହେର,ଦେବେନ୍ଦ୍ର ଭୋଇ,ଧର୍ମବନ୍ତୀ ପୁଟା ସମେତ ପ୍ରତ୍ୟେକ ବିଦଦ୍ୟାଳୟରୁ ଆସିଥିବା ଗାଇଡ ଶିକ୍ଷକ ଓ ଅଭିଭାବକବୃନ୍ଦ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like