-+91-9937148622 |

prerana_bgr@rediffmail.com |

  Tuesday 2nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀଶ୍ରୀ ଅପର୍ଣ୍ଣା ପାର୍ବତୀ ରାମଲୀଳା ପ୍ରଚାର ସମିତି ଚାଉଳିଆଗଞ୍ଜ ତରଫରୁ ଶ୍ରୀରାମଲୀଳା ମହୋତ୍ସବ   (02-Jun-2026)       ||      , କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ    (02-Jun-2026)       ||      ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ    (02-Jun-2026)       ||      କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   (02-Jun-2026)       ||      ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   (01-Jun-2026)       ||      ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   (01-Jun-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (01-Jun-2026)       ||      ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   (01-Jun-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   (01-Jun-2026)       ||      କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   (01-Jun-2026)       ||      ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   (01-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   (01-Jun-2026)       ||      ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   (01-Jun-2026)       ||      ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   (01-Jun-2026)       ||      ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        (01-Jun-2026)       ||      ସଂରକ୍ଷିତ ଜଙ୍ଗଲ କୁ ପଦା କରି ବିନା ସୂଚନା ଫଳକରେ ଜଙ୍ଗଲ ବିଭାଗର ନର୍ସରୀ ନିର୍ମାଣ କାହା ସ୍ୱାର୍ଥରେ?   (01-Jun-2026)       ||      ପଞ୍ଚମ ର ମାସନ୍ତ ସଂଗୀତ ସଂଧ୍ୟା   (01-Jun-2026)       ||      ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୮ଟି ଦରଖାସ୍ତ ଗ୍ରହଣ   (01-Jun-2026)       ||      ଆଦର୍ଶ ଶିକ୍ଷକଙ୍କୁ ଅବସରକାଳୀନ ଭାବପୂର୍ଣ୍ଣ ବିଦାୟ   (01-Jun-2026)       ||      ଅଶୋକ ଚନ୍ଦନ ସ୍ନୁତି ସମାରୋହ ପାଳିତ   (01-Jun-2026)       ||     

HOME   ଜିଲ୍ଲା

ଶିକ୍ଷାବିତ୍ ତଥା କୋଶଲବାଦୀ ସଙ୍ଗଠକ ବେଣୁଧର ମହାପାତ୍ରଙ୍କ ବିୟୋଗ ରେ କୋଶଳ ରାଜ୍ୟ ସମନ୍ୱୟ ସମିତିର ଶୋକ ପ୍ରକାଶ

21-Nov-2022



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) - କୋଶଳ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ କମିଟି ତରଫରୁ କୋଶଳ କ୍ରାନ୍ତି ଦଳର ପୂର୍ବତନ ଜିଲ୍ଲା ସଭାପତି ତଥା ଶିକ୍ଷାବିତ୍ ବେଣୁଧର ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରାଯାଇଛି । ସ୍ୱର୍ଗତ ମହାପାତ୍ର ଜଣେ ନିଷ୍ଠାବାନ ତଥା ଆଦର୍ଶ ପରାୟଣ ବ୍ୟକ୍ତି ଥିଲେ ଏବଂ କୋଶଳ ମୁକ୍ତି ଆନ୍ଦୋଳନକୁ ତାଙ୍କର ଅବଦାନ ଅତୁଳନୀୟ ଥିଲା ବୋଲି କୋଶଳ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ମତ ପ୍ରକାଶ କରିଛନ୍ତି । ସ୍ୱର୍ଗତ ମହାପାତ୍ର କୋଶଳ ରାଜ୍ୟ ସମନ୍ୱୟ ସମିତିର ଜଣେ ଆଗ ଧାଡିର ସଙ୍ଗଠକ ଥିଲେ ତଥା ବରଗଡ ଜିଲ୍ଲାର ଗାଁ କୁ ଗାଁ ବୁଲି ଦଶନ୍ଧି ଦଶନ୍ଧି ଧରି ସେ କୋଶଳ ସଙ୍ଗଠନ କରୁଥିଲେ । ଏଭଳିକି କୋଶଳ ଆନ୍ଦୋଳନକୁ ଅଧିକ ଜନପ୍ରିୟ କରିବା ପାଇଁ ଶ୍ରୀ ମହାପାତ୍ର କୋଶଳ କ୍ରାନ୍ତି ଦଳ ତରଫରୁ ବରଗଡ ବିଧାନସଭାରେ ନିର୍ବାଚନ ମଧ୍ୟ ଲଢିଥିଲେ ।  ସ୍ୱର୍ଗତ ମହାପାତ୍ର ତାଙ୍କ ଅବସର ଅନ୍ତେ ମିଳିଥିବା ପ୍ରାପ୍ୟକୁ କୋଶଳ ଆନ୍ଦୋଳନ ପାଇଁ ଖର୍ଚ୍ଚ କରି କୋଶଳ ଜନଜାଗରଣ କାର୍ଯର୍୍ୟକ୍ରମ କରୁଥିଲେ । ସ୍ୱର୍ଗତ ମହାପାତ୍ରଙ୍କ ବିୟୋଗ ରେ କୋଶଳ ଆନ୍ଦୋଳନ ଏକ ନିଷ୍ଠାପର କୋଶଳବାଦୀ ସଙ୍ଗଠକକୁ ହରାଇଲା ବୋଲି କୋଶଳ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର, କାର୍ଯ୍ୟକାରୀ ଅଧ୍ୟକ୍ଷ ସୁନିଲ କୁମାର ପୁରୋହିତ ଓ ମୁଖ୍ୟ ସଂଯୋଜକ ପ୍ରଶାନ୍ତ ମାଝି ତଥା ଅନ୍ୟମାନେ ମତବ୍ୟକ୍ତ କରିବା ସହ ଶୋକ ସମ୍ବାଦ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀଶ୍ରୀ ଅପର୍ଣ୍ଣା ପାର୍ବତୀ ରାମଲୀଳା ପ୍ରଚାର ସମିତି ଚାଉଳିଆଗଞ୍ଜ ତରଫରୁ ଶ୍ରୀରାମଲୀଳା ମହୋତ୍ସବ   02-Jun-2026
  ରାଜ୍ୟ  
, କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ   02-Jun-2026
  ଜିଲ୍ଲା  
ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ   02-Jun-2026
  ଜିଲ୍ଲା  
କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   02-Jun-2026
  ଜିଲ୍ଲା  
ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   01-Jun-2026
  ଜିଲ୍ଲା  
ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   01-Jun-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   01-Jun-2026
  ଜିଲ୍ଲା  
ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   01-Jun-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   01-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   01-Jun-2026
  ଜିଲ୍ଲା  
ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   01-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   01-Jun-2026

You Might Also Like