-+91-9937148622 |

prerana_bgr@rediffmail.com |

  Tuesday 2nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀଶ୍ରୀ ଅପର୍ଣ୍ଣା ପାର୍ବତୀ ରାମଲୀଳା ପ୍ରଚାର ସମିତି ଚାଉଳିଆଗଞ୍ଜ ତରଫରୁ ଶ୍ରୀରାମଲୀଳା ମହୋତ୍ସବ   (02-Jun-2026)       ||      , କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ    (02-Jun-2026)       ||      ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ    (02-Jun-2026)       ||      କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   (02-Jun-2026)       ||      ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   (01-Jun-2026)       ||      ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   (01-Jun-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (01-Jun-2026)       ||      ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   (01-Jun-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   (01-Jun-2026)       ||      କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   (01-Jun-2026)       ||      ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   (01-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   (01-Jun-2026)       ||      ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   (01-Jun-2026)       ||      ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   (01-Jun-2026)       ||      ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        (01-Jun-2026)       ||      ସଂରକ୍ଷିତ ଜଙ୍ଗଲ କୁ ପଦା କରି ବିନା ସୂଚନା ଫଳକରେ ଜଙ୍ଗଲ ବିଭାଗର ନର୍ସରୀ ନିର୍ମାଣ କାହା ସ୍ୱାର୍ଥରେ?   (01-Jun-2026)       ||      ପଞ୍ଚମ ର ମାସନ୍ତ ସଂଗୀତ ସଂଧ୍ୟା   (01-Jun-2026)       ||      ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୮ଟି ଦରଖାସ୍ତ ଗ୍ରହଣ   (01-Jun-2026)       ||      ଆଦର୍ଶ ଶିକ୍ଷକଙ୍କୁ ଅବସରକାଳୀନ ଭାବପୂର୍ଣ୍ଣ ବିଦାୟ   (01-Jun-2026)       ||      ଅଶୋକ ଚନ୍ଦନ ସ୍ନୁତି ସମାରୋହ ପାଳିତ   (01-Jun-2026)       ||     

HOME   ଜିଲ୍ଲା

ଲାଣ୍ଡିମାଳ ପ୍ରକଳ୍ପ ଉପ୍ରା ବିଦ୍ୟାଳୟରେ ତାଲା ମାରି ଧାରଣାରେ ବସିଲେ ଛାତ୍ରଛାତ୍ରୀ

21-Nov-2022



ନାକଟିଦେଉଳ(କନ୍ଦର୍ପ ବେହେରା) ନାକଟିଦେଉଳ ବ୍ଲକ୍ ଲାଣ୍ଡିମାଳ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ତାଲା ମାରି ଧାରଣାରେ ବସିଲେ ଗ୍ରାମବାସୀ l ପ୍ରକାଶ ଯେ ଲାଣ୍ଡିମାଳ ପ୍ରକଳ୍ପ ଉପ୍ରାବିଦ୍ୟାଳୟରେ ୧୧୧ ଜଣ ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି ା ବର୍ତ୍ତମାନ ବିଦ୍ୟାଳୟରେ ୩ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀପାଠ ପଢ଼ାଉଛନ୍ତି ଯା ଫଳରେ ଶିକ୍ଷାଦାନରେ ବାଧାପ୍ରାପ୍ତ ହେଉଛି l ଏ ନେଇ ଗ୍ରାମବାସୀ ଗତ ଅଗଷ୍ଟ ମାସ ୧୨ ତାରିଖରେ ବ୍ଲକ୍ ଶିକ୍ଷା ଅଧିକାରୀଙ୍କୁ ଲିଖିତାକାରରେ ଜଣାଇଥିଲେ l ପୁନର୍ବାର ତା ୫/୯ ରେ ଉପଜିଲାପାଳ ଙ୍କୁ ମଧ୍ୟ ଲିଖିତାକାରରେ ଜଣାଇଥିଲେ ା କୌଣସି ସୁଫଳ ନ ମିଳିବାରୁ ଆଜି ଗ୍ରାମବାସୀ ,ଛାତ୍ରଛାତ୍ରୀ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ ା ଘଟଣା ସ୍ଥଳକୁ ନାକଟିଦେଉଳ ଶିକ୍ଷା ଅଧିକାରୀ ବିଜୟ ପାତ୍ର ପହଞ୍ଚି ଆନ୍ଦୋଳନ କାରୀମାନଙ୍କୁ ଖୁବ୍ ଶିଘ୍ର ଆଉ ୨ ଜଣ ଶିକ୍ଷକ ନିଯୁକ୍ତି ଦିଆଯିବ ବୋଲି ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ସ୍ଥଗିତ ହୋଇଥିଲା ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀଶ୍ରୀ ଅପର୍ଣ୍ଣା ପାର୍ବତୀ ରାମଲୀଳା ପ୍ରଚାର ସମିତି ଚାଉଳିଆଗଞ୍ଜ ତରଫରୁ ଶ୍ରୀରାମଲୀଳା ମହୋତ୍ସବ   02-Jun-2026
  ରାଜ୍ୟ  
, କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ   02-Jun-2026
  ଜିଲ୍ଲା  
ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ   02-Jun-2026
  ଜିଲ୍ଲା  
କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   02-Jun-2026
  ଜିଲ୍ଲା  
ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   01-Jun-2026
  ଜିଲ୍ଲା  
ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   01-Jun-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   01-Jun-2026
  ଜିଲ୍ଲା  
ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   01-Jun-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   01-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   01-Jun-2026
  ଜିଲ୍ଲା  
ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   01-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   01-Jun-2026

You Might Also Like