-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||     

HOME   ରାଜ୍ୟ

ଦର୍ଶକଙ୍କ ମନ ମୋହୁଛି ଛତିଆ ବାଲିଯାତ୍ରାରେ ଅଘୋରି ନୃତ୍ୟ

22-Nov-2022



ଚଣ୍ଡିଖୋଲ(ପ୍ରେରଣା ଖବର ବ୍ୟୁରୋ) : ସୋଲାର ଛତିଆ ଅଞ୍ଚଳରେ ଜମୁଛି ବାଲିଯାତ୍ରା । ୨ ବର୍ଷର କରୋନା କଟକଣା ପରେ ଏଥର ଝଲସୁଛି ଏହି ବାଲିଯାତ୍ରା । ରଙ୍ଗାରଙ୍ଗ ଆଲୋକ ସାଙ୍ଗକୁ ଗୀତ ନାଚରେ ଝୁମୁଛନ୍ତି ଦର୍ଶକ  । ଏହି ଯାତ୍ରାରେ ଲୋକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ ପାଲଟିଛି ଅଘୋରୀ ନୃତ୍ୟ । ଏହି ଯାତ୍ରାରେ ୮ଟି ମେଢ଼ ବିଭିନ୍ନ କାର୍ଯ୍ୟକ୍ରମ କରି ଲୋକଙ୍କୁ ଆକୃଷ୍ଟ କରୁଛି lଏହି ମେଢ଼ ଗୁଡ଼ିକ ହେଲେ  ଥାନ ପତି ମେଢ଼,ଇନ୍ଦ୍ର ବଜାର ମେଢ଼, ମହାଦେବ ଉପର ବଜାର  ଓ ଦେବି ସାହି ମେଢ଼, ନାନା ଟୁଙ୍ଗି,ଚାନ୍ଦିଆ ସାହି,ଗୌରୀ ଶଙ୍କର ମେଢ଼ , ଏକ ଡ଼ାଲିଆ, ଗୁଡ଼ିଆ ସାହି ମେଢ଼  ଆଠଟି ମେଢ଼ ମିଳିତ ଭାବେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରିଛନ୍ତି  । ଯାହା ଲୋକଙ୍କ ମନ ଜିତି ପାରିଛି  ।

ଏଥିସହ ବାଲିଯାତ୍ରାରେ ଭଳିକି ଭଳିକି ଦୋଳି , ସର୍କସ ସାଙ୍ଗକୁ ସୁସ୍ବାଦୁ ଖାଦ୍ୟର ମଜା ଉଠାଉଛନ୍ତି ଦର୍ଶକ । ସୋଲାର ପଞ୍ଚାୟତ କୋଚିଳା ଖାଇ ଦେବୀ ପୂଜା କମିଟି ପକ୍ଷରୁ ମଧ୍ୟ ଏହି ବାଲିଯାତ୍ରା ମହା ଆଡମ୍ବରରେ ପାଳନ କରାଯାଇଥିଲା । ସବୁଠୁ ବଡ଼ କତା ହେଉଛି ସୁଦୂର ହରିଆଣା ରାଜ୍ୟରୁ ଆସିଥିବା ଶିବ ତାଣ୍ଡବ ଆଘୋରୀ ନୃତ୍ୟକୁ ଦେଖିବା ପାଇଁ ହଜାର ହଜାର ସଂଖ୍ୟକ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024

You Might Also Like