-+91-9937148622 |

prerana_bgr@rediffmail.com |

  Sunday 1st October 2023 |

| | | |

R.N.I. Regd No. ODIODI/2010/46693

Breaking News

ମୁରିବାହାଲ ପଂଚାୟତି ଉଚ୍ଚ ବିଦ୍ଯାଳୟ ଠାରେ ସ୍ବଛତା ହିଁ ସେବା କାର୍ଯ୍ୟକ୍ରମ।   (01-Oct-2023)       ||      ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ    (01-Oct-2023)       ||      ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   (01-Oct-2023)       ||      ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    (30-Sep-2023)       ||      ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ    (30-Sep-2023)       ||      ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   (30-Sep-2023)       ||      ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   (30-Sep-2023)       ||      ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   (30-Sep-2023)       ||      ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।    (30-Sep-2023)       ||      ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ    (29-Sep-2023)       ||       ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    (29-Sep-2023)       ||      ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   (29-Sep-2023)       ||      ଜୁନିୟର ରେଡକ୍ରସ ତରଫରୁ ବିଶ୍ଵ ହୃଦୟ ଦିବସ ପାଳନ   (29-Sep-2023)       ||      ଦେଓଗାଁ ବ୍ଲକ ର ବିଭିନ୍ନ ଗ୍ରାମ ପରିଦର୍ଶନ କଲେ ବଲାଙ୍ଗିର ସାଂସଦ , କେନ୍ଦ୍ର ର ଜନହିତକର ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଲେ    (29-Sep-2023)       ||      ଘେନୁପାଲିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ ଉତ୍ସବ   (29-Sep-2023)       ||      ବିଭିନ୍ନ ପଦବୀ ଚୟନ ଅନୀୟମିତତା କୁ ନେଇ ହଳଦୀ ହାଇସ୍କୁଲ ରେ ତାଲାମାରିଲେ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ର ମହିଳା l   (29-Sep-2023)       ||      ଜିଲ୍ଲା ଯୋଜନା କମିଟି ର ସଦସ୍ୟ ହେଲେ ଦୁଇ କାଉନସିଲର    (29-Sep-2023)       ||      ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କୁ ବିଧାନସଭା ରୁ ବହିସ୍କାର କରାଯିବା ପ୍ରତିବାଦରେ ଲୋଇସିଂହା ଠାରେ ଜାତୀୟ ରାଜପଥ ଅବରୋଧ   (29-Sep-2023)       ||      ବିଧାୟକ ଡ. ମୁକେଶ ମହାଲିଙ୍ଗ କୁ ବିଧାନସଭା ରୁ ବହିସ୍କାର କରାଯିବା ଦାବିରେ ଲୋଇସିଂହା ଠାରେ 26 ନଂ ଜାତୀୟ ରାଜପଥ ଅବରୋଧ   (29-Sep-2023)       ||      ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ    (28-Sep-2023)       ||     

HOME   ଜିଲ୍ଲା

ଶ୍ରୀ ଲଡୁକେଶ୍ୱର ନାଟ୍ୟ ସଂସଦ ର ଟ୍ରଫି ହାସଲ ପରେ ବିଶାଳ ଶୋଭାଯାତ୍ରା ରେ ଗ୍ରାମ ପରିକ୍ରମା |

22-Nov-2022



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା)
ଶ୍ରୀ ଲଡୁକେଶ୍ୱର ନାଟ୍ୟ ସଂସଦ, କୁମ୍ଭାରପଡ଼ା ର କୁନି କଳାକାର ଙ୍କ ନିଖୁଣ ଅଭିନୟ ଗ୍ରାମ ପାଇଁ ଗୌରବ ଆଣିଛି | ଖୋର୍ଦ୍ଧା ଜିଲ୍ଲା ଦଧିମାଛ ଗାଡିଆ ଠାରେ ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟରେ ନାଟ୍ୟ ସଂସଦ ର ପ୍ରଥମ ଅବଦାନ ନାଟକ ସୀତା ଙ୍କ ପାତାଳଗାମୀ ନାଟକ ପ୍ରଦର୍ଶନ କରି ଟ୍ରଫି ହାସଲ କରିଛି| କୁମ୍ଭାରପଡ଼ା ର ଗ୍ରାମବାସୀ ନାଟ୍ୟକାର ମାନଙ୍କୁ ନେଇ ବିଶାଳ ଶୋଭାଯାତ୍ରା ରେ ଗ୍ରାମ ପରିକ୍ରମା କରିଥିବା ଦେଖିବାକୁ ମିଳିଛି| ସାରା ଅଞ୍ଚଳ ରୁ ମୁଖ୍ୟ ପରିଚାଳକ ଶ୍ରୀଯୁକ୍ତ ଅରୁଣ କୁମାର ବେହେରା ଙ୍କୁ ଭୂରି ପ୍ରଶଂସା କରିବା ସହିତ କଳାକାର ମାନଙ୍କ ପାଇଁ ଶୁଭେଚ୍ଛା ର ସୁଅ ଛୁଟିଛି | ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବଣ ଜଙ୍ଗଲ ଘେରା କୁମ୍ଭାରପଡ଼ା ଗ୍ରାମରେ ଅନେକ କୁନି କଳାକାର ଙ୍କ କୃତିତ୍ୱ ଆଜି ଜିଲ୍ଲା ପାଇଁ ଗୌରବ ଆଣିଛି | ଆପଣଙ୍କ ଅଞ୍ଚଳ ରେ ଉକ୍ତ ଲଡୁକେଶ୍ୱର ନାଟ୍ୟ ସଂସଦ ର ପ୍ରଥମ ଅବଦାନ ସୀତାଙ୍କ ପାତାଳଗାମୀ ନାଟକ ପ୍ରଦର୍ଶନ ପାଇଁ ଯୋଗାଯୋଗ କରନ୍ତୁ ଅରୁଣ କୁମାର ବେହେରା ଙ୍କୁ ମୋବାଇଲ ନମ୍ବର ୮୦୧୮୨୦୩୧୫୦ |


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁରିବାହାଲ ପଂଚାୟତି ଉଚ୍ଚ ବିଦ୍ଯାଳୟ ଠାରେ ସ୍ବଛତା ହିଁ ସେବା କାର୍ଯ୍ୟକ୍ରମ।   01-Oct-2023
  ଜିଲ୍ଲା  
ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ   01-Oct-2023
  ଜିଲ୍ଲା  
ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   01-Oct-2023
  ଜିଲ୍ଲା  
ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    30-Sep-2023
  ଜିଲ୍ଲା  
ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   30-Sep-2023
  ଜିଲ୍ଲା  
ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   30-Sep-2023
  ଜିଲ୍ଲା  
ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।   30-Sep-2023
  ଜିଲ୍ଲା  
ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ   29-Sep-2023
  ଜିଲ୍ଲା  
 ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    29-Sep-2023
  ଜିଲ୍ଲା  
ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   29-Sep-2023

You Might Also Like