-+91-9937148622 |
prerana_bgr@rediffmail.com |
Tuesday 7th February 2023 |
R.N.I. Regd No. ODIODI/2010/46693
Breaking News
22-Nov-2022
ଝାରସୁଗୁଡ଼ା(ପ୍ରେରଣା ଖବର) : ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ । ଝାରସୁଗୁଡା କୃଷି ବିଭାଗର କନିଷ୍ଠ କିରାଣୀ ଅଜୟ ପାଣ୍ଡେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି l ସୂଚନା ଅନୁଯାୟୀ ଝାରସୁଗୁଡା କୃଷି ବିଭାଗ କାର୍ଯ୍ୟାଳୟରେ ଖରିଫ ଫସଲର ଇନ୍ସୁରାନ୍ସ କରାଇଦେବା ପାଇଁ କୂଳେମୁରାର ଚାଷୀ ପ୍ରେମାନନ୍ଦ ସାହୁଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଧରିଥିଲା ।