-+91-9937148622 |

prerana_bgr@rediffmail.com |

  Saturday 2nd March 2024 |

| | | |

R.N.I. Regd No. ODIODI/2010/46693

Breaking News

ରାଜନୀତି ବିଜ୍ଞାନ ବିଭାଗ ରେ ଡକ୍ଟରେଟ୍ ଉପାଧି ଲାଭ   (02-Mar-2024)       ||      ଖୁଣ୍ଟିଗୋରା ଛକ ନିକଟରେ ବାଇକ ଦୁର୍ଘଟଣା , ୨ ଜଣ ଗୁରୁତର ଆହତ    (02-Mar-2024)       ||      ଅଙ୍ଗନଵାଡି କର୍ମୀ ରୁ ସୁପରଭାଇଜର ପଦୋନ୍ନତି ରେ ବ୍ୟାପକ ହେରାଫେରି ଅଭିଯୋଗ, ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ    (02-Mar-2024)       ||      କଣ୍ଟାମାଳ ବ୍ଲକର ଉପାନ୍ତ ଅଞ୍ଚଳକୁ ଅଚାନକ ପରିଦର୍ଶନରେ ଜିଲ୍ଲାପାଳ ଓ ଏସପି, ନାଦେନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ଜିଲ୍ଲାପାଳ   (02-Mar-2024)       ||      ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ଉଜ୍ଜ୍ୱଳ ଫର୍ଦ୍ଦ, ୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ଦେଲେ ଉଦ୍‌ଘାଟନ, ବଲାଙ୍ଗିର ଭୋଇ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ   (02-Mar-2024)       ||      ବଲାଙ୍ଗୀର ସହର ମଧ୍ୟରେ ଥିବା ଇନକମ ଟେକ୍ସ ଅଫିସ କାର୍ଯ୍ୟ ନିମ୍ନମାନର ନେଇ ଅଭିଯୋଗ, (ପେପର ବ୍ଲକ ବସା କାମରୁ ବାରିହେଉଛି ଦୁର୍ନୀତି ର ଗନ୍ଧ, ବିଲଡିଂ କଥା ନକହିବା ଭଲ )    (02-Mar-2024)       ||      ସିନ୍ଧେକେଲା କୁ ଏନଏସି ମାନ୍ୟତା ଦାବିକୁ ନେଇ ଶାନ୍ତି ଶୃଙ୍ଖଳା ସହ ୧୨ ଘଣ୍ଟିଆ ବନ୍ଦ ପାଳନ   (02-Mar-2024)       ||      ମୋ ଛୋଟ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ    (02-Mar-2024)       ||      ମହାନଦୀ ଆଳତୀ ଘାଟରେ ପୂର୍ବତନ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ   (02-Mar-2024)       ||      ବନ୍ଦ ହେବାକୁ ବସିଲାଣି ମଣ୍ଡି, ଲ୍ୟାମ୍ସ କର୍ମଚାରୀଙ୍କ ଅବହେଳା ଯୋଗୁଁ ପଞ୍ଜୀକରଣ ପରେବି ଧାନ ବିକ୍ରୟ କରି ପାରି ନାହାନ୍ତି ଚାଷୀ   (02-Mar-2024)       ||      ଲୋଇସିଂହା ମହିଳା ପ୍ରଡ୍ୟୁସର କମ୍ପାନୀର ଅତିରିକ୍ତ ସାଧାରଣ ପରିଷଦ ବୈଠକ   (01-Mar-2024)       ||      ନୂତନ ଜିଲ୍ଲା ଚ଼ିକିତ୍ସାଳୟ ଠାରେ ଆହାର ବ୍ୟବସ୍ଥା   (01-Mar-2024)       ||      କଣ୍ଟାମାଳ ରେ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ   (01-Mar-2024)       ||      ସିନ୍ଧେକେଲା ଜୋନର ୧୨ ଟି ପଞ୍ଚାୟତ କୁ ନେଇ ବିଜେଡ଼ିର ବିଶାଳ ଜନ ସମାବେଶ   (01-Mar-2024)       ||      ସାମ୍ବାଦିକ ଭବନର କମ୍ୟୁନିଟି ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ    (01-Mar-2024)       ||      ବଲାଙ୍ଗିର : ନିଜର ୩ ଦଫ ଦାବି ନେଇ ଆନ୍ଦୋଳନରେ ବସିଲେ ପେକ୍‌ସ କର୍ମଚାରୀ     (01-Mar-2024)       ||      ଆହୁରି ଗବେଷଣା କରିବି- ସୀମାରାଣୀ   (01-Mar-2024)       ||      ଆମ ବ୍ୟାଙ୍କ ଆମ ଭରସା - ସି ଏସ ପି ବ୍ୟବସ୍ଥା   (01-Mar-2024)       ||      ଡ଼ଃ ରବୀନ୍ଦ୍ର ନାରାୟଣ ବେହେରା ଆଗାମୀ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବାର ସମ୍ଭାବନା ଉଜ୍ଜ୍ବଳ   (01-Mar-2024)       ||      ପ୍ରଧାନ ଶିକ୍ଷକ ଗୁଣନିଧି ମେହେରଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (01-Mar-2024)       ||     

HOME   ମହାନଗର

ବିକ୍ରମ ଗୋଖଲେଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଗୁଜବ ପ୍ରଚାର ନକରିବାକୁ ଝିଅଙ୍କ ଅନୁରୋଧ

24-Nov-2022



ମୁମ୍ବାଇ: ବଲିଉଡର  ଜଣାଶୁଣା ଅଭିନେତା ବିକ୍ରମ ଗୋଖଲେ  ।  ତାଙ୍କର ସ୍ୱାସ୍ଥ୍ୟାବସ୍ଥା  ଗୁରୁତର ଥିବାରୁ ତାଙ୍କୁ ପୁଣେର ଦିନାନାଥ ମଙ୍ଗେସ୍କର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିକ୍ରମ ଗତ କିଛି ଦିନ ହେଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ତାଙ୍କ  ଝିଅଙ୍କ କହିବାନୁସାରେ, ବିକ୍ରମଙ୍କ ସ୍ୱାସ୍ଥ୍ୟ ଗୁରୁତର ରହିଛି । ସେ ଲାଇଫ ସପୋର୍ଟ ସିଷ୍ଟମରେ ଅଛନ୍ତି । ଲୋକଙ୍କୁ ତାଙ୍କ ବାପାଙ୍କ ପାଇଁ ପ୍ରାର୍ଥନା କରିବା ସହ ଗୁଜବ ପ୍ରଚାର ନକରିବା ପାଇଁ ଅନୁରୋଧ କରିଛନ୍ତି । ଏଠି କହିରଖିବୁ, ବିକ୍ରମଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଅନେକ ଗୁଜବ ପ୍ରଚାର ହେଉଛି ଯାହା କି ପରିବାର ସଦସ୍ୟଙ୍କ ମନେବଳକୁ ଭାଙ୍ଗି ଦେଉଛି । ତେଣୁ ଏପରି ନ କରିବା ପାଇଁ ତାଙ୍କର ଝିଅ ଅନୁରୋଧ କରିଛନ୍ତି ।

ବିକ୍ରମ ଗୋଖଲେ ବଲିଓଡର ଜଣେ ପ୍ରସିଦ୍ଧ ଅଭିନେତା । ସେ ୨୬ବର୍ଷ ବୟସରେ  ତାଙ୍କର ଅଭିନୟ ଯାତ୍ରା ଆରମ୍ଭ କରିଥିଲେ । ‘ହମ ଦିଲ ଦେ ଚୁକେ ସନମ’ ରୁ ବେଶ ପ୍ରଶଂସା ପାଇଥିଲେ । ମିଶନ ମଙ୍ଗଳ, ଭୁଲ ଭୁଲେୟା ଭଳି ଅନେକ ଫିଲ୍ମରେ କାମ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜନୀତି ବିଜ୍ଞାନ ବିଭାଗ ରେ ଡକ୍ଟରେଟ୍ ଉପାଧି ଲାଭ   02-Mar-2024
  ଜିଲ୍ଲା  
ଖୁଣ୍ଟିଗୋରା ଛକ ନିକଟରେ ବାଇକ ଦୁର୍ଘଟଣା , ୨ ଜଣ ଗୁରୁତର ଆହତ   02-Mar-2024
  ଜିଲ୍ଲା  
ଅଙ୍ଗନଵାଡି କର୍ମୀ ରୁ ସୁପରଭାଇଜର ପଦୋନ୍ନତି ରେ ବ୍ୟାପକ ହେରାଫେରି ଅଭିଯୋଗ, ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ    02-Mar-2024
  ଜିଲ୍ଲା  
କଣ୍ଟାମାଳ ବ୍ଲକର ଉପାନ୍ତ ଅଞ୍ଚଳକୁ ଅଚାନକ ପରିଦର୍ଶନରେ ଜିଲ୍ଲାପାଳ ଓ ଏସପି, ନାଦେନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ଜିଲ୍ଲାପାଳ   02-Mar-2024
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ଉଜ୍ଜ୍ୱଳ ଫର୍ଦ୍ଦ, ୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ଦେଲେ ଉଦ୍‌ଘାଟନ, ବଲାଙ୍ଗିର ଭୋଇ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ   02-Mar-2024
  ଜିଲ୍ଲା  
ବଲାଙ୍ଗୀର ସହର ମଧ୍ୟରେ ଥିବା ଇନକମ ଟେକ୍ସ ଅଫିସ କାର୍ଯ୍ୟ ନିମ୍ନମାନର ନେଇ ଅଭିଯୋଗ, (ପେପର ବ୍ଲକ ବସା କାମରୁ ବାରିହେଉଛି ଦୁର୍ନୀତି ର ଗନ୍ଧ, ବିଲଡିଂ କଥା ନକହିବା ଭଲ )   02-Mar-2024
  ଜିଲ୍ଲା  
ସିନ୍ଧେକେଲା କୁ ଏନଏସି ମାନ୍ୟତା ଦାବିକୁ ନେଇ ଶାନ୍ତି ଶୃଙ୍ଖଳା ସହ ୧୨ ଘଣ୍ଟିଆ ବନ୍ଦ ପାଳନ   02-Mar-2024
  ଜିଲ୍ଲା  
ମୋ ଛୋଟ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ   02-Mar-2024
  ଜିଲ୍ଲା  
ମହାନଦୀ ଆଳତୀ ଘାଟରେ ପୂର୍ବତନ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ   02-Mar-2024
  ଜିଲ୍ଲା  
ବନ୍ଦ ହେବାକୁ ବସିଲାଣି ମଣ୍ଡି, ଲ୍ୟାମ୍ସ କର୍ମଚାରୀଙ୍କ ଅବହେଳା ଯୋଗୁଁ ପଞ୍ଜୀକରଣ ପରେବି ଧାନ ବିକ୍ରୟ କରି ପାରି ନାହାନ୍ତି ଚାଷୀ   02-Mar-2024
  ଜିଲ୍ଲା  
ଲୋଇସିଂହା ମହିଳା ପ୍ରଡ୍ୟୁସର କମ୍ପାନୀର ଅତିରିକ୍ତ ସାଧାରଣ ପରିଷଦ ବୈଠକ   01-Mar-2024
  ଜିଲ୍ଲା  
ନୂତନ ଜିଲ୍ଲା ଚ଼ିକିତ୍ସାଳୟ ଠାରେ ଆହାର ବ୍ୟବସ୍ଥା   01-Mar-2024

You Might Also Like