-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ପାର୍ବତୀ ଗିରି ବୃଦ୍ଧା ଶ୍ରମ ରେ ସ୍ୱାସ୍ଥ୍ୟପରିକ୍ଷା

24-Nov-2022



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଯାଉଥିବା ସମଲେଇପଦର ସ୍ଥିତ ପାର୍ବତୀ ଗିରି ବୃଦ୍ଧା ଶ୍ରମ ଠାରେ ଆଜି ମେଡିକାଲ ଅଫିସର ଡାକ୍ତର ସୁଶାନ୍ତ ମେହେର ଙ୍କ ତତ୍ୱାବଧାନରେ ଏଠାକାର ଅନ୍ତେବାସୀ ଙ୍କ ସ୍ୱାସ୍ଥ୍ୟପରିକ୍ଷା କରାଯାଇଥିଲା।ଡାକ୍ତର ସମସ୍ତ ଅନ୍ତେବାସୀ ଙ୍କ ପରିକ୍ଷା ନିରିକ୍ଷା ପରେ ସରକାରୀ ଉପଲବ୍ଧ ଔଷଧ ପ୍ରଦାନ କରାଯାଇଥିଲା।ଏହି ସ୍ୱାସ୍ଥ୍ୟପରିକ୍ଷା ସମୟରେ ବୟସ କୁ ଆଖିଆଗରେ ରଖି ବିଶେଷ କରି ରକ୍ତଚାପ,ରକ୍ତ ନମୁନା କୁ ନେଇ ସମସ୍ତ ଅନ୍ତେବାସୀ ଙ୍କ ସୁଗର ପରିକ୍ଷା କରାଯାଇ ମାଗଣାରେ ଔଷଧ ସମସ୍ତଙ୍କୁ ଦିଆଯାଇଥିଲା।ଡାକ୍ତର ଙ୍କ ପରାମର୍ଶ ଅନୁସାରେ ନିୟମିତ ଔଷଧ ସେବନ କରିବାକୁ ଟିମ୍ ରେ ଆସିଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ସୁଶ୍ରୀ ଦିନମଣୀ ପଣ୍ଡା ଏବଂ କ୍ରିଷ୍ଣା ରାଉତ ଅନ୍ତେବାସୀ ଙ୍କୁ ପରାମର୍ଶ ପ୍ରଦାନ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ସିଏଚସି ରେ କାର୍ଯ୍ୟରତ ସୁପରଭାଇଜର ରୁଦ୍ରଦେବ ଡନସନା,କ୍ଷେତ୍ର ସାହୁ ସହଯୋଗ କରିଥିଲେ।ଶେଷରେ ଡାକ୍ତର ମେହେର ସମସ୍ତ ଅନ୍ତେବାସୀ ଙ୍କୁ ଫଳ ପ୍ୟାକେଟ ବଣ୍ଟନ କରିଥିଲେ।
ଜିଲ୍ଲା ପ୍ରତିନିଧି:-ନିରଞ୍ଜନ ତ୍ରିପାଠୀ ଙ୍କ ରିପୋର୍ଟ*


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like