-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଏମିତି ମୃତ୍ୟୁ ଭାଗ୍ୟରେ ଥିଲେ ମିଳେ(ହରେ କୃଷ୍ଣ ହରେ ରାମ ଜପ ବେଳେ ସ୍ବର୍ଗଧାମ ହେଲେ କୈଲାସ)

24-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ)ସତରେ ମୃତ୍ୟୁ ଏମିତି ଭି ଆସେ। ହରେ କୃଷ୍ଣ ହରେ କୃଷ୍ଣ କୃଷ୍ଣ କୃଷ୍ଣ ହରେ ହରେ ହରେ ରାମ ହରେ ରାମ ରାମ ରାମ ହରେ ହରେ ମନ୍ତ୍ର ଜପୁ ଥିବା ବେଳେ ପ୍ରଭୁ ଭଗବାନ ତାଙ୍କୁ ସବୁଦିନ ପାଇଁ ଡାକିନେଲେ । ବିନିକା ବ୍ଲକ ସିନ୍ଦୁରପୁର ଗ୍ରାମର କୈଳାସ ପଣ୍ଡା ବରଗଡ ଜିଲ୍ଲା ଭେଡେନ ବ୍ଲକ ସ୍ଥିତ ଟୁକୁରା ଗ୍ରାମକୁ ଅମାବାସ୍ୟା ଉପଲକ୍ଷେ ସତସଙ୍ଗ କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁ ଯାଇଥିଲେ।ପ୍ରଭୁ ନାମ ସଂକୀର୍ତ୍ତନ କରୁଥିବା ବେଳେ ହଠାତ ତାଙ୍କ

ପ୍ରାଣବାୟୁ ଚାଲି ଯାଇଥିଲା ।ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସାରା  ବିନିକା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଲୋକେ କହୁଛନ୍ତି ଭାଗ୍ୟ ଥିଲେ ଏପରି ପ୍ରଭୁ ନାମ ନେଉ ନେଉ ମୃତ୍ୟୁ ଆସେ । ସୂଚନା ଯୋଗ୍ୟ ଯେ ସିନ୍ଦୁରପୁର ଗୋପାଳଜୀ ମନ୍ଦିରର କର ସେବକ କୈଳାସ ଚନ୍ଦ୍ର ପଣ୍ଡା(୭୧) ଜଣେ ଆଧ୍ୟାତ୍ମିକ ପ୍ରେମୀ ।ଯେଉଁଠି କୌଣସି ସତସଙ୍ଗ,ପ୍ରବଚନ  କିମ୍ବା କିଛି ଆଧ୍ୟାତ୍ମିକ କାର୍ଯ୍ୟ ହୁଏ ସେଠାକୁ ସେ ଅବିଲମ୍ବେ ପହଞ୍ଚି  ଭଗବାନ ଙ୍କ ନାମ ନେଇଥାନ୍ତି ।ଭଗବତ ପ୍ରେମ, ଅନୁରାଗ ମୃତ୍ୟୁ କୁ ହିଁ ସୁନ୍ଦର କରିଦିଏ,ପ୍ରମାଣିତ ହେଇଗଲା ଏମିତି ମୃତ୍ୟୁ ଅତି ଭାଗ୍ୟବାନ ଲୋକ ଙ୍କୁ ମିଳେ, ଜୟ ଶ୍ରୀ ଗୋପାଳଜୀ ତାଙ୍କ ଚରଣରେ ଅନନ୍ତ କୋଟି ପ୍ରଣାମ  ବୋଲି କହି ତାଙ୍କ ମର ଶରୀରକୁ ଆଜି ହଜାର ହଜାର ଲୋକ ବିଦାୟ ଦେଇଥିବା ଦେଖିବାକୁ ମିଳିଥିଲା ।ସ୍ଥାନୀୟ ମହାନଦୀ ଶ୍ୱସାନ ଘାଟ ଠାରେ ତାଙ୍କର ଅନ୍ତେଷ୍ଟ୍ରିକ୍ରୀୟା ସମ୍ପନ୍ନ କରାଯାଇଛି ।ବଲଦେବ ପଣ୍ଡା ମୁଖାଗ୍ନି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like