-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ଥଣ୍ଡା ସ୍ୱତ୍ତେ ଦର୍ଶକଙ୍କ ପ୍ରବଳ ଭିଡ଼ I

24-Nov-2022



ସମ୍ବଲପୁର,( ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ସାଂସ୍କୃତିକ ପରିଷଦ ପକ୍ଷରୁ ଅଇଁଠାପାଲି ବିର୍ସା ମଇଦାନର ଭାଗବତ ନନ୍ଦ ମଂଚରେ ଆୟୋଜିତ ସମ୍ବଲପୁର ମହୋତ୍ସବର ବୁଧବାର ଚତୁର୍ଥ ସନ୍ଧ୍ୟା‌ରେ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା I ଥଣ୍ଡା ହେଉଥିବା ସତ୍ତ୍ବେ ଲୋକେ ମ‌ହୋତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମକୁ ବେଶ୍‌ ଉପଭୋଗ କରିଥିଲେ I ବୁଧବାର ମଧ୍ୟ ଲୋକଗୀତ ସହିତ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ I ଲୋକଗୀତରେ ଅଲକା ମିଶ୍ର ‘ଚିକି ଚିକି ଚାଉଁରକେ’, କ୍ରିଷ୍ଣା ପଟେଲ ‘ଗାଁ ମଲ ମଲ ଅମରିଫୁଲ’, ସ୍ମୃତି ମିଶ୍ର ‘ସତେ ଦିଶୁଛେ କେଡ଼େ ସୁନ୍ଦର’, ପ୍ରୀତିନନ୍ଦା ମିଶ୍ର ‘ ଇ ସାରା ଦୁନିଆ ବୁଲି ଆଏଲି’, କାଲିଚରଣ ଗୁରୁ ‘ଗାଡ଼ି ଗଲା ନ ରାଉରକେଲାର କସଲା’ ଆଦି ଗୀତ ଉପସ୍ଥିତ ଲୋକଙ୍କୁ ବେଶ୍ ଆମୋଦିତ କରିଥିଲା  I ଲୋକଗୀତ କାର୍ଯ୍ୟକ୍ରମ ପରେ ବିଭିନ୍ନ ସ୍ଥାନରୁ ଆସିଥିବା କଳାକାରମାନେ ଚିତ୍ତାକର୍ଷକ ଲୋକନୃତ୍ୟ ପରିବେଷଣ କରି ଦର୍ଶକଙ୍କ ମନ ଜିଣି ନେଇଥିଲେ I ମଙ୍ଗଳବାର ଭଳି ବୁଧବାର ମଧ୍ୟ ଫେସନ ସୋ’ ଅନୁଷ୍ଠିତ ହୋଇଥିଲା I ଭିସୁଟ୍‌ର କୁଳପତି ପ୍ରଫେସର ବଂଶୀଧର ମାଝୀଙ୍କ ସହିତ ଶିବ ନାରାୟଣ ଶତପଥୀ, ଦୁର୍ଗା ପଣ୍ଡା ଏବଂ କ୍ରିଷ୍ଣା ପଟେଲ ଅତିଥି ଭାବେ ଯୋଗଦେଇଥିଲେ I ସମ୍ବଲପୁର ସାଂସ୍କୃତିକ ପରିଷଦର ସଂପାଦକ ସପନ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପଦେଷ୍ଟା ଭକ୍ତପ୍ରସାଦ ନନ୍ଦ, ସଦାନନ୍ଦ ପଣ୍ଡା ଓ ଗୋଲକ ବିହାରୀ ମିଶ୍ର ମଂଚାସୀନ ଥିଲେ I ସମାଜସେବା ପାଇଁ ‘ମା ଲିମ୍‌ ସରିଏନ୍ ଯୁବକ ସଂଘ’ ଏବଂ ‘ପ୍ରୟାସ ପରିବାର’କୁ ସମ୍ବର୍ଦ୍ଧିତ କରାଯାଇଥିଲା I ମଙ୍ଗଳବାର ତୃତୀୟ ଦିବସରେ ପଡ଼ିଆର ଅଭୟ ପାଢ଼ୀ ସଭାଘରରେ ଅଧ୍ୟାପକ ମୋହନ ସାହୁଙ୍କ ସଭାପତିତ୍ବରେ ଶିବପ୍ରିୟ ମିଶ୍ର ଓ କିଶୋର ସାହୁ ଯୋଗଦେଇ ‘ସମ୍ବଲପୁରୀ  ଭାଷା-ସାହିତ୍ୟର ସ୍ଥିତି, ଗତି ଆଉ ଉନ୍ନତି’ ଶୀର୍ଷକ ଉପରେ ଆଲୋଚନା ହୋଇଥିଲା I ଶିକ୍ଷାଦାନ କ୍ଷେତ୍ରରେ ସମ୍ବଲପୁରୀ ଭାଷାରେ ପାଠ୍ୟପୁସ୍ତକ ତିଆରି କରିବା ସମୟ ଆସିଯାଇଛି I ଜାତୀୟ ଶିକ୍ଷାନୀତି ଅନୁସାରେ ଅନ୍ତତଃ ପକ୍ଷେ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ସମ୍ବଲପୁରୀ ଭାଷାରେ ପାଠ୍ୟପୁସ୍ତକ ପ୍ରଣୟନଯୋଗ୍ୟ ଲେଖା ଏବେ ଅତ୍ୟାବଶ୍ୟକ ହୋଇଯାଇଛି I କେବଳ କବିତା ନଲେଖି ବିଭିନ୍ନ ବିଷୟରେ ନିବନ୍ଧ, ଶିଶୁ ଲେଖା ଆଦି ରଚନା କରିବାର ଆବଶ୍ୟକତା ରହିଛି ବୋଲି ମତପ୍ରକାଶ ପାଇଥିଲା I ସଦାନନ୍ଦ ପଣ୍ଡାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଆଲୋଚନାରେ ସପନ ମିଶ୍ର ଶେଷରେ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like