-+91-9937148622 |

prerana_bgr@rediffmail.com |

  Friday 19th April 2024 |

| | | |

R.N.I. Regd No. ODIODI/2010/46693

Breaking News

"ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||      ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ    (18-Apr-2024)       ||      ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   (18-Apr-2024)       ||      ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   (18-Apr-2024)       ||      ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   (18-Apr-2024)       ||      ମିଛ ଚିକିତ୍ସକ ପଦବୀ ପାଇଥିବା ବ୍ୟକ୍ତିଙ୍କ ସତ ଅବଦାନ   (18-Apr-2024)       ||      ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ର ମହାନତା ପ୍ରଶଂସନୀୟ   (18-Apr-2024)       ||      ବିଜେପି ପ୍ରାର୍ଥୀ ସୋମନାଥ ପୂଜାରୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Apr-2024)       ||      ଲୋଇସିଂହାରେ ବିଜେଡି ର ଜୟ ଶ୍ରୀରାମ ନାରାଦେଇ ବାଇକ୍ ଶୋଭାଯାତ୍ରା ଓ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ   (18-Apr-2024)       ||      “ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ର ଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   (18-Apr-2024)       ||      ଚୈତ୍ର ନବରାତ୍ର ପର୍ବ ସମ୍ପନ୍ନ   (18-Apr-2024)       ||      ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   (17-Apr-2024)       ||      ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   (17-Apr-2024)       ||     

HOME   ଜିଲ୍ଲା

ଅଇଁଠାପାଲି ଥାନାରେ ରକ୍ତଦାନ ଶିବିର, ୭୫ ୟୁନିଟ ରକ୍ତ ସଂଗୃହିତ I

24-Nov-2022



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ଓ ବୁର୍ଲାର ବିଭିନ୍ନ ସରକାରୀ ଓ ଘରୋଇ ହସ୍ପିଟାଲ ମାନଙ୍କରେ ଚିକିତ୍ସାଧୀନ ରୋଗୀଙ୍କ ପାଇଁ ନିରନ୍ତର ରକ୍ତର ଚାହିଦାକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲ୍ଲା ପୋଲିସ ଏସପି ଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ସ୍ଥାନୀୟ ଅଇଁଠାପାଲି ଥାନାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ସ୍ଵେଛାକୃତ ଭାବରେ ଅନେକ ରକ୍ତଦାତାଙ୍କ ଯୋଗଦାନ କରି ୭୫ ୟୁନିଟ ରକ୍ତ ସଂଗ୍ରହ ହୋଇଯାଇଛି । ଜିଲ୍ଲା ପୋଲିସ ଏସପି ବି. ଗଙ୍ଗାଧର ଶିବିରକୁ ଉଦ୍ଘାଟନ କରିବା ସହିତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ I ଏହି ରକ୍ତଦାନ ଶିବିରର ସଫଳ ରୂପାୟନ ପାଇଁ ସମ୍ବଲପୁର ଟ୍ରକ ମାଲିକ ସଂଗଠନ, ବୁଢାରଜା ଦୁର୍ଗାପୂଜା କମିଟି ଓ ବରେଇପାଲି ଗଣେଶ ପୂଜା କମିଟିଙ୍କ ସହିତପୋଲିସ କର୍ମଚାରୀଙ୍କ ବିଶେଷ ସହଯୋଗ ରହିଛି । ରକ୍ତଦାତାମାନେ ସ୍ବେଚ୍ଛାକୃତ ଭାବେ ଉତ୍ସାହର ସହିତ ଏଥିରେ ସାମିଲ ହୋଇ ରକ୍ତଦାନ କରିଥିଲେ । ସେମାନଙ୍କ ଏହି ସହଯୋଗ ପାଇଁ ଥାନା ଆଇଆଇସି ଓ କର୍ମଚାରୀ କୃତଜ୍ଞତା ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   19-Apr-2024
  ଜିଲ୍ଲା  
ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   19-Apr-2024
  ଜିଲ୍ଲା  
ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   19-Apr-2024
  ଜିଲ୍ଲା  
ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   19-Apr-2024
  ରାଜ୍ୟ  
ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   19-Apr-2024
  ଜିଲ୍ଲା  
ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   18-Apr-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   18-Apr-2024
  ମହାନଗର  
ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   18-Apr-2024
  ଜିଲ୍ଲା  
ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ   18-Apr-2024
  ରାଜନୀତି  
ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   18-Apr-2024
  ଜିଲ୍ଲା  
ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   18-Apr-2024
  ଜିଲ୍ଲା  
ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   18-Apr-2024

You Might Also Like