-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ରାଜନୀତି

ଅର୍ଚ୍ଚନା ନାଗ ଭଳି ଅଯଥା ପ୍ରସଙ୍ଗ ଉଠାଇ ବିଧାନସଭାର ସମୟ ନଷ୍ଟ କରୁଛନ୍ତି ବିରୋଧୀ’

24-Nov-2022



ଭୁବନେଶ୍ୱର: ମାଳ ମାଳ ନେତା ସରକାରୀ ଅଫିସର ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ବୁଡି ରହିଛନ୍ତି। ଆଉ ଇଡିର ତଦନ୍ତ ଦେଖି ଏବେ ଅନେକ ବଡ ବଡିଆ ଛାନିଆ ହୋଇଛନ୍ତି। ଏହାରି ଭିତରେ ବିଧାନସଭା ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ଅର୍ଚ୍ଚନା ନାଗ ପ୍ରସଙ୍ଗ ଉଠାଇଛି।

ଆର୍ଥିକ ବଜେଟ ଅପରାହ୍ନ ୫ଟା ସମୟରେ ଉପସ୍ଥାପନ ହୋଇଥିବା ବେଳେ ବିରୋଧୀ କଂଗ୍ରେସ ଏବଂ ବିଜେପି ଅର୍ଚ୍ଚନା ନାଗ ପ୍ରସଙ୍ଗ ଉଠାଇ ହୋ ହାଲ୍ଲା କରିଥିଲେ। ପରେ ସୋମବାର ଯାଏ ଗୃହ ମୁଲତବୀ କରାଯାଇଥିଲା

ବିଧାୟକ ଦଳର ନେତା ନରସିଂହ ମିଶ୍ର ଅର୍ଚ୍ଚନା ନାଗ ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ ଏହି ମାମଲାରେ ଇଡି ତଦନ୍ତ ଠିକ୍ ଭାବେ ଚାଲିଛି। ଯେଉଁମାନଙ୍କୁ ପୁଲିସ ଛାଡିଥିଲା ସେହିମାନଙ୍କୁ ଇଡି ନୋଟିସ୍ କରିଛି। ଆଉ ଏମାନଙ୍କୁ ଡାକି ଜେରା କରୁଛି। ଏହି ମାମଲାରେ ଏସଆଇଟି ମଧ୍ୟ ରିପୋର୍ଟ ମାଗିଛି। ଏପରି ସ୍ଥିତିରେ ମୁଖ୍ୟମନ୍ତ୍ରୀ ଗୃହରେ ସ୍ପଷ୍ଟୀକରଣ ରଖିବା ଦରକାର। ହେଲେ ମୁଖ୍ୟମନ୍ତ୍ରୀ ନିରବ ରହି ଦଳୀୟ ନେତାଙ୍କୁ ଘଣ୍ଟ ଘୋଡାଉଛନ୍ତି।

ସେହିପରି ବିଜେପିର ମୁଖ୍ୟ ସଚେତକ ମୋହନ ମାଝୀ ମଧ୍ୟ ସମାନ କଥା କହି ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ ମାଗିଥିଲେ। ତେବେ ରୋଚକ ଥିଲା ବିଜେଡିର ଜବାବ। ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ଜନସାଧାରଣମାନେ ଆମକୁ ପବିତ୍ର ବିଧାନସଭାକୁ ନିର୍ବାଚିତ କରି ପଠାଇଛନ୍ତି । ସେମାନଙ୍କର ଅନେକ ଗୁରୁତ୍ୱପୁର୍ଣ ପ୍ରସଙ୍ଗ ରହିଛି। ସେମାନେ ଅର୍ଚ୍ଚନା ନାଗ ଭଳି ଅଯଥା ପ୍ରସଙ୍ଗ ଆଲୋଚନା କରିବାକୁ ବିଧାୟକଙ୍କୁ ପଠାଇ ନାହାନ୍ତି। ବିରୋଧୀ ଏପରି କରି ବିଧାନସଭା ସମୟ ବରବାଦ କରୁଛନ୍ତି। ଏହି ମାମଲାରେ ବିଜେପି ନେତାଙ୍କର ସମ୍ପୃକ୍ତି ରହିଛି। ଇଡି ତଦନ୍ତ କରୁଛି ଠିକ୍ ସମୟରେ ସତ କଥା ସାମ୍ନାକୁ ଆସିବ। ଯିଏ ଦୋଷୀ ସିଏ ଦଣ୍ଡ ପାଇବ। ବିଜେପି ନେତାଙ୍କର ଅଧିକ ସମ୍ପୃକ୍ତି ବାହାରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like