-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ମିଲେଟ ମିଶନ ପ୍ରକଳ୍ପ ର ସମନ୍ୱୟ ବୈଠକ

25-Nov-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ  ସଦର ସ୍ଥିତ ଆତ୍ମା ସଭା ଗୃହ ଠାରେ  କର୍ଲାମୁଣ୍ଡା ବ୍ଲକ ମିଲେଟ ମିଶନ କାର୍ଯକାରୀ ଅନୁଷ୍ଠାନ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ଓ ଜୟ ଥୁଆମୁଲରାମପୁର ଅର୍ଗାନିକ ଫାର୍ମର ପ୍ରଡୁସର କମ୍ପାନୀ ଲିମିଟେଡ଼ ର ଏକ ସମନ୍ୱୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା।ଏଥିରେ ପ୍ରକଳ୍ପ କାର୍ଯ୍ୟକାରି ଅନୁଷ୍ଠାନ ର ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ଜଗଦୀଶ ପ୍ରସାଦ ରଣା, ଅତିରିକ୍ତ ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ପ୍ରଦୀପ କୁମାର ସାହୁ,ଗ୍ରାମୀଣ ସଂଯୋଜକ ଅମ୍ବରିଷ ମିଶ୍ର,ସିବିଓ ର ମୁଖ୍ୟ କାର୍ୟ୍ଯ ନିର୍ବାହୀ ଅରମାନ ପ୍ରସାଦ ମିଶ୍ର, ମାନସ ରଞ୍ଜନ ଗହୀର,ଏଏଓ ଅରୁଣ ଚନ୍ଦ୍ର ପାଢ଼ୀ, ମିଶନ ଶକ୍ତି ବ୍ଲକ ବିପିଏମ୍ ବିପିନ କୁମାର ବାରିକ ପ୍ରମୁଖ ଯୋଗ ଦେଇ ଆମେ ସମସ୍ତେ ଏକଜୁଟ ହେବା ସହ ପରସ୍ପର ସହଯୋଗ ରେ ସରକାର ଙ୍କ ମିଲେଟ ମିଶନ ଯୋଜନା କୁ ସଫଳ କରିବାକୁ ଆଗେଇ ଆସିବାକୁ ହେବ ବୋଲି ମତ ପ୍ରକାଶ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ସିଆରପି ପ୍ରବୀଣ ଭୋଇ, ବାଲ୍ମୀକି ଛତ୍ରୀଆ,ଭାନୁମତି ପ୍ରଧାନ, ଜୀବର୍ଦ୍ଧନ ସାହୁ,ଶ୍ରଦ୍ଧାଞ୍ଜଳି ବାଗ,ଓ ସମସ୍ତ ଗ୍ରାମ୍ୟକୃଷି କର୍ମୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026

You Might Also Like