-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଆଇନ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ, ମୁଟ୍ କୋର୍ଟର ଶୁଭାରମ୍ଭ 

26-Nov-2022



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) ଆଜି ବଲାଙ୍ଗୀର ଆଇନ ମହାବିଦ୍ୟାଳୟ ପରିସରରେ ଭାରତୀୟ ସମ୍ବିଧାନ ଦିବସ ପାଳିତ ହେବା ସହ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଏକ ମୁଟ୍ କୋର୍ଟ ଉଦ୍‌ଘାଟିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସଂଜୀବ କୁମାର ପ୍ରଧାନଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଆଇନଜୀବୀ ତଥା ଲ’ କଲେଜ ପରିଚାଳନା ସମିତିର ସଭାପତି ଅମରେନ୍ଦ୍ର ମିଶ୍ର ଯୋଗ ଦେଇ ଜିଲ୍ଲା କୋର୍ଟ ଗୁଡିକରେ ସମ୍ବିଧାନର ବିଭିନ୍ନ ଧାରା   ଗୁଡିକର ସଠିକ ପ୍ରୟୋଗ ହୋଇ ପାରୁନଥିବାରୁ ଦୁଃଖ ପ୍ରକାଶ କରିଥିଲେ । ଦେଶରେ ଏକ ସୁଶାସନ ପାଇଁ ତଥା ନିଜର ମୌଳିକ ଅଧିକାର ସଂପର୍କରେ ଅବଗତ ହେବା ପାଇଁ ସମସ୍ତେ ସମ୍ବିଧାନକୁ ପଢ଼ିବା ଉଚିତ ବୋଲି ଶ୍ରୀ ମିଶ୍ର କହିଥିଲେ । ମୁଖ୍ୟବକ୍ତା ଭାବରେ ବରିଷ୍ଠ ଆଇନଜୀବୀ ଗୌରୀଶ୍ୟାମ ପଣ୍ଡା ଯୋଗ ଦେଇ ସମ୍ବିଧ।।ନର ବ୍ୟବହାର ଦେଶର ଅନେକ ସମସ୍ୟାକୁ ଦୂର କରିପାରିବ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବରେ ଅଧ୍ୟାପକ ତଥା ସୁସାହିତ୍ୟିକ ଡ. ପ୍ରହଲ୍ଲାଦ ଶତପଥୀ ଯୋଗ ଦେଇ ସମ୍ବିଧାନ ର ଆବଶ୍ୟକତା ଓ ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ ।

ଆଲୋଚନାଚକ୍ରର ଆବାହକ ତଥା ଲ କଲେଜର ଏସିଷ୍ଟାଣ୍ଡ ପ୍ରଫେସର ଚଣ୍ଡିପ୍ରସାଦ ଖମାରୀ ଭାରତୀୟ ସମ୍ବିଧାନର ବିଭିନ୍ନ ଦିଗ  ଓ ତତ୍‌ସଂପର୍କିତ ଆଇନ ସଂପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇ ଥିଲେ । ଆଲୋଚନାଚକ୍ରକୁ ଲ’ କଲେଜର ଏସୋସିଏଟ୍ ପ୍ରଫେସର ମଣିନ୍ଦ୍ର ସିଂ ହଂସପାଲ ସଂଯୋଜନା କରିଥିଲେ । ମୁଟ୍ କୋର୍ଟ ମାଧ୍ୟମରେ ଲ କଲେଜ ଛାତ୍ରଛାତ୍ରୀ ମାନେ କୋର୍ଟରେ ମୁକଦ୍ଦମା ପରିଚାଳନାର ପ୍ରାରମ୍ଭିକ ଶିକ୍ଷା ଗ୍ରହଣ କରିଥିଲେ । ପରେ ସମ୍ବିଧାନ ଦିବସ ସଂପର୍କରେ ଛାତ୍ରଛାତ୍ରୀ ମାନେ ନିଜର ଲିଖିତ ସନ୍ଦର୍ଭ ପାଠ କରିଥିଲେ । ଆଲୋଚନାଚକ୍ରରେ କଲେଜର ଅଧ୍ୟାପକ କିଶୋର ଆଚାର୍ଯ୍ୟ, ବଂଶୀ ହୋତା, କର୍ମଚାରୀ ସୁବ୍ରତ ପଟ୍ଟନାୟକ, କୃଷ୍ଣ ଚନ୍ଦ୍ର ପଟେଲ ଓ କଲେଜ ର ସମସ୍ତ ଛାତ୍ରଛାତ୍ରୀ ସହଯୋଗ କରିଥିଲେ ।    
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026

You Might Also Like