-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ନୟାଗଡରେ ବିଜେପି ସଂଗଠନ କୁ ମଜବୁତ କରିବା ପାଇଁ ଗଠନ ହେଲା ଶକ୍ତିକେନ୍ଦ୍ର

27-Nov-2022



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା) ବିଜେପି ନେତ୍ରୀ ନୟାଗଡ ରାଣୀ ତଥା ପୂର୍ବତନ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଙ୍କର ନେତୃତ୍ୱରେ ରାଜବାଟୀ ସ୍ଥିତ କାର୍ଯ୍ୟାଳୟ ଠାରେ ଗମ୍ଭାରିଡ଼ିହି ପଞ୍ଚାୟତ ର କର୍ମକର୍ତ୍ତା ମାନଙ୍କୁ ନେଇ ଶକ୍ତିକେନ୍ଦ୍ର ବୈଠକ କାର୍ଯ୍ୟକ୍ରମକୁ ଆରମ୍ଭ କରାଯାଇଛି l ବୈଠକ ରେ ପଞ୍ଚାୟତର ଦୁଇ ଶହ ରୁ ଉର୍ଦ୍ଧ କର୍ମକର୍ତ୍ତା ଯୋଗଦାନ ଦେଇଥିଲେ l ଆଗାମୀ ଦିନରେ କିଭଳି ଭାବରେ ନୟାଗଡ  ଭ୍ରଷ୍ଟାଚାର ମୁକ୍ତ ହେବ ଏହାକୁ ମୁଖ୍ୟ ଅସ୍ତ୍ର ଭାବରେ ବୈଠକ ରେ ଉପସ୍ଥାପନା କରାଯାଇଥିଲା l ଦଳର ନେତା ସନ୍ତୋଷ ପ୍ରଧାନ ଦଳକୁ କିପରି ଭାବରେ ଆଗାମୀ ଦିନରେ ମଜବୁତ କରିବା ସହ ଶକ୍ତିଶାଳୀ

କରିହେବ ଭିନ୍ନ ଭିନ୍ନ ମତରେ କର୍ମୀ ମାନଙ୍କୁ ବାର୍ତ୍ତା ଦେଇଥିଲେ l ତୃଣମୂଳରୁ ସଂଗଠନ କୁ ଦୃଢ଼ କରିବା ସହିତ ଆଗାମୀ ନିର୍ବାଚନରେ କିପରି ବିଜୟର ବାନା ଉଡାଇବା ସେଥିପାଇଁ ସମସ୍ତ କର୍ମୀଙ୍କୁ ସଂକଳ୍ପବଧ କରାଇଥିଲେ ବିଜେପି ନେତା ନସିର ଅହମଦ l ଯୁବ ନେତା ସୌମ୍ୟରଞ୍ଜନ ଡିଜିଟାଲ ସିଷ୍ଟମ ମାଧ୍ୟମରେ ସମସ୍ତଙ୍କ ପାଖକୁ କିପରି ପହଞ୍ଚି ପାରିବା ସେ ସମ୍ପର୍କ ରେ ଆଲୋକପାତ କରାଇଥିଲେ l ନୟାଗଡ ର ଅଧୁରା ସ୍ବପ୍ନ କୁ ମୁଁ ପୂରଣ କରିବି , ନୟାଗଡ ଆମର, ଆମେ ନୟାଗଡ଼ର | ଆପଣଙ୍କ ପାଖରେ ରହିଛି ଏବଂ ରହିବି ବୋଲି ପ୍ରତିଶୃତି ଦେଇ ବୈଠକ କୁ ସାଫଲ୍ୟମଣ୍ଡିତ କରିଥିଲେ ବିଜେପି ନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like