-+91-9937148622 |

prerana_bgr@rediffmail.com |

  Saturday 20th April 2024 |

| | | |

R.N.I. Regd No. ODIODI/2010/46693

Breaking News

ମେଦନା ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ12 ଲିଟର ବିଦେଶୀ ମଦ ଜବତ,ଜଣ ଗିରଫ   (20-Apr-2024)       ||      ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   (20-Apr-2024)       ||      ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    (20-Apr-2024)       ||      ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି    (20-Apr-2024)       ||      ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   (19-Apr-2024)       ||      ମଦ କାରବାରରେ ଜଣେ ଗିରଫ   (19-Apr-2024)       ||      ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   (19-Apr-2024)       ||      ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    (19-Apr-2024)       ||      ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   (19-Apr-2024)       ||      ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   (19-Apr-2024)       ||      ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   (19-Apr-2024)       ||      "ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||     

HOME   ଜିଲ୍ଲା

ନାବାଳିକାକୁ ଦୁଷ୍କର୍ମ ସହ ହତ୍ୟା ମାମଲା, ଦୁଇ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

29-Nov-2022



ଜଗତସିଂହପୁର: ନାବାଳିକାଙ୍କୁ ଗଣ ଦୁଷ୍କର୍ମ ସହିତ ହତ୍ୟା ମାମଲାରେ ଏକ ବଡ଼ ରାୟ ଦେଇଛନ୍ତି ଜଗତସିଂହପୁର ପକ୍ସୋ କୋର୍ଟ। କୋର୍ଟ ଏହି ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡିତ କରି ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ବିଚାରପତି ଅଜୟ କୁମାର ମହାନ୍ତି ଏହି ରାୟ ଦେଇଛନ୍ତି। ଦଣ୍ଡିତ ହୋଇଥିବା ଦୁଇ ଅଭିଯୁକ୍ତ ହେଲେ ଶେଖ ଆସିଫ ଓ ଶେଖ ଅକିଲ।

୨୦୧୪ରେ ତିର୍ତ୍ତୋଲ ଥାନା ଅନ୍ତର୍ଗତ କୃଷ୍ଣାନନ୍ଦପୁରରେ ଏହି ଘଟଣା ଘଟିଥିଲା। ୭ ବର୍ଷର ଜଣେ ନାବାଳିକା ଚକୋଲେଟ କିଣି ଘରକୁ ଫେରୁଥିବା ବେଳେ ତାଙ୍କୁ ଅପହରଣ ଓ ପରେ ଦୁଷ୍କର୍ମ ସହ ହତ୍ୟା କରାଯାଇଥିଲା। ପରେ ମୃତକକୁ ଏକ ଘରର ତାଜା ଉପରେ ଫିଙ୍ଗି ଦେଇଥିଲେ ଦଣ୍ଡିତ ହୋଇଥିବା ଶେଖ ଆସିଫ ଏବଂ ଶେଖ ଅକିଲ। ଏହି ମାମଲାରେ ସେତେବେଳେ ପୋଲିସ ୪ଜଣଙ୍କୁ ଗିରଫ କରିଥିଲା। ଏହି ମାମଲାର ବିଚାର କରି କୋର୍ଟ ପୂର୍ବରୁ ଦୁଇ ଜଣଙ୍କୁ ଖଲାସ କରିଛନ୍ତି।

ଏହି ମାମଲାରେ ସରକାରୀ ଓକିଲ ଦୋଳ ଗୋବିନ୍ଦ ଦାସ କହିଛନ୍ତି ଯେ ୨୦୧୪ ରେ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଥିଲା। ଦୁଇଜଣ ନିର୍ଦ୍ଦୋଷରେ ଖଲାସ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଆଜି ଏହାର ଦଣ୍ଡ ଶୁଣାଣି ହୋଇଛି। ମୋଟ ୨୭ ସାକ୍ଷୀ ଏହି ମାମଲାରେ ନିଜର ବିବୃତ୍ତି ରେକର୍ଡ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମେଦନା ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ12 ଲିଟର ବିଦେଶୀ ମଦ ଜବତ,ଜଣ ଗିରଫ   20-Apr-2024
  ଜିଲ୍ଲା  
ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   20-Apr-2024
  ରାଜନୀତି  
ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    20-Apr-2024
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି   20-Apr-2024
  ଜିଲ୍ଲା  
ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   19-Apr-2024
  ଜିଲ୍ଲା  
ମଦ କାରବାରରେ ଜଣେ ଗିରଫ   19-Apr-2024
  ଜିଲ୍ଲା  
ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   19-Apr-2024
  ରାଜନୀତି  
ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    19-Apr-2024
  ଜିଲ୍ଲା  
ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   19-Apr-2024
  ରାଜନୀତି  
ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   19-Apr-2024

You Might Also Like