-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା, ପୁସ୍ତକ ପଠନର ଭାବ ଲୋକଙ୍କୁ ଜୀବନାନ୍ବେଷୀ କରୁ   (27-Mar-2023)       ||     

HOME   ଜିଲ୍ଲା

ସହର ମଝିରେ ଯାଉଥିବା ୨୨୦କେଭି ବିଦ୍ୟୁତ ଲାଇନ ବନ୍ଦ ପ୍ରତିବାଦରେ ଦାବିପତ୍ର

01-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲାର ବ୍ୟବସାୟିକ କେନ୍ଦ୍ର ଭାବେ ପରିଚିତ ବିନିକା ସହରର ପୂର୍ବ ଭାଗରେ ଚିରସ୍ରୋତା ମହାନଦୀ ଥିବାରୁ ତାର ପଶ୍ଚିମ ଦିଗରେ ସହରୀ କରଣ ଦୃତଗତିରେ ବଡ଼ୁଛି ।ଏହି ଦିଗରେ ବିଭିନ୍ନ ଶିକ୍ଷାନୁଷ୍ଠାନ ସହିତ ସରକାରୀ ବେସରକାରୀ କୋଠାଘର ରହିଛି ।କିନ୍ତୁ ଅତ୍ୟନ୍ତ ପରିତାପର ବିଷୟ ଏହି ସିମାଦେଇ ୨୨୦କେଭି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ଟାୱାର ସ୍ଥାପନ ସହିତ ଲାଇନ ତାର ଯାଉଥିବାରୁ ବିନିକା ଏନଏସି ଅଞ୍ଚଳର ଶତାଧିକ ଚାଷଜମି କ୍ଷତିଗ୍ରସ୍ତ ହେବା ସହିତ ବ୍ୟାପକ ମାତ୍ରାରେ କୋଠାଘର ଭାଙ୍ଗି ନଷ୍ଟ ହେବାର ସମ୍ଭାବନା ରହିଛି । ଆଗକୁ ଟାଉନ ବଡ଼ି ନପାରି ତାର ସୌନ୍ଦର୍ଯ୍ୟ ଚୂରମାର ହୋଇଯିବ। ଅନ୍ୟ ପକ୍ଷରେ କୁଆଡେ ବିଦ୍ୟୁତ ଟାୱାର ସ୍ଥାପନ ହେଲେ ସେହି ଇଲାକାରେ ଜନବସତିରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି ।ତେଣୁ ଏହି ଟ୍ରାନସ ମିସନ ଲାଇନ ତାରକୁ ସହର ମଝିରେ ନ ଟାଣି ଅନ୍ୟତ୍ର ବ୍ୟବସ୍ଥା କରିବାକୁ ଆଜି ଅଞ୍ଚଳର ଚାଷୀ ଓ ବୁଦ୍ଧିଜୀବୀଙ୍କ ତରଫରୁ ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇଙ୍କୁ ଦାବିପତ୍ର ପ୍ରଦାନ କରି ଅନୁରୋଧ କରିଛନ୍ତି ।ଏହାର ଅବିକଳ ନକଲ କପି ମାନ୍ୟବର ବିଧାୟକ,ସାଂସଦଙ୍କ ନିକଟକୁ ମଧ୍ୟ ପ୍ରେରଣ କରିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023
  ଜିଲ୍ଲା  
ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି   28-Mar-2023

You Might Also Like