-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||     

HOME   ଜିଲ୍ଲା

ବାଇକ ଧକ୍କାରେ ଅଙ୍ଗୱାଡ଼ି ସହାୟିକା ଗୁରୁତର

03-Dec-2022



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରl )
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର ଆସୋସିଏସନ୍ ଡାକରା ରେ ରାଜ୍ୟର ବିଭିନ୍ନ ଜିଲ୍ଲାଓ ବ୍ଳକରେ ଥିବା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ  କୋକସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଣୀଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। 
ସେହି ଧାରଣା ସ୍ଥାନ କୁ ଆସିବା ସମୟରେ ଆମ ପାଣି ସେକ୍ଟର ବଡ ପୋଡ଼ା ଗୁଡା ଅଙ୍ଗୱାଡି -୨ ର  ସହାୟିକା ଶ୍ରୀମତୀ ପଦ୍ମା ଦେଇ ବୟସ -୫୦ ଗତ ତା -୨୯/୧୧/୨୦୨୨ରିଖ ଦିନ ବସରୁ ଓହ୍ଲେଇ ରାସ୍ତା ଅତିକ୍ରମ କରୁଥିବା ବେଳେ ବାଇକ ସହିତ ଧକା ହେବାଯୋଗୁଁ ରାସ୍ତାରେ ଅଚେତ୍ ଅବସ୍ଥାରେ ପଡ଼ିଯାଇଥିଲି ସେହିସମୟରେ ଅଙ୍ଗୱାଡ଼ି ଓ ସହାୟିକା ଭଉଣୀ ମାନେ ତୁରନ୍ତ ତାଙ୍କୁ କୋକସରା ମେଡ଼ିକାଲରେ ଭର୍ତି କରାଯାଇ ଥିଲା l ଦୀର୍ଘ ଚାରି ଘଣ୍ଟା ପରେ ସେ ହୋସ ଆସିଥିଲା ସୂଚନାଯୋଗ୍ୟ ଯେ ତାଙ୍କର ବାମ ହାତ ଭାଙ୍ଗି ଯାଇଅଛି ସେ ବର୍ତ୍ତମାନ ଏବେ ମଧ୍ୟ ଅସୁସ୍ଥ ଥିବା ଜଣାପଡିଛି l 
ବାଇକ ଚାଳକ ଠିକ୍ ହେବା ପଯ୍ୟନ୍ତ ଔଷଧ ପତ୍ର କିଣି ଦେବାପାଇଁ ପ୍ରତିଶୃତି ଦେଇ ଛନ୍ତି l
 ଗତ ଗୁରୁ ବାର ଦିନ ଭୁବନେଶ୍ଵର ରାଲିରୁ ଫେରି ସାଙ୍ଗେ ସାଙ୍ଗେ କୋକସରା ବ୍ଲକ ଅଙ୍ଗନୱାଡ଼ି ଏସୋଷେଶନ ସଭାନେତ୍ରୀ ଶ୍ରୀମତୀ ଦମୟନ୍ତୀ ବେଶ୍ରା , ସଂପାଦିକା ନିର ମହା ନନ୍ଦ, ତୁଳସି ବେଶ୍ରା ଓ ସୌଦାମିନୀ ବେହେରା, ଅହଲ୍ୟା ନାୟକ ସମେତ, ସହାୟିକା ପଦ୍ମା ଦେଇ ଙ୍କ ଗ୍ରାମ ବଦପୋଡା ଗୁଡା କୁ ଯାଇ ତାଙ୍କ ସ୍ବାସ୍ଥ୍ ବସ୍ତା ପଚାରି ବୁଝି,ତାଙ୍କ ଦୁଃଖରେ ଦୁଃଖୀ ହୋଇ ତାଙ୍କୁ ଶାନ୍ତନା ଦେଇଥିଲେ l
ଏବଂକୋକସରା ଅଙ୍ଗୱାଡ଼ି ସଙ୍ଗ ତତଫରୁ କିଛି ଔଷଧ ପତ୍ର କରିବା ପାଇଁ ଟ ୨୦୦୦ ଙ୍କl ଓ ଆମ ପାଣି ସେକ୍ଟର ଲିଡର ଶ୍ରୀମତୀ ତୁଳସୀ ଟ ୫୦୦ ଙ୍କା ଦେଇ ଥିଲେ ଓ ତାଙ୍କ ପରିବାର କୁ ଶାନ୍ତନା ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024

You Might Also Like