-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    (29-Mar-2024)       ||      ୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   (29-Mar-2024)       ||      ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   (29-Mar-2024)       ||      ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   (29-Mar-2024)       ||      ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   (29-Mar-2024)       ||      ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||     

HOME   ଜିଲ୍ଲା

ସ୍ବତନ୍ତ୍ର ହୀରାଖଣ୍ଡ ରାଜ୍ୟ ଦାବି ଉପସ୍ଥାପନ ପାଇଁ ଦିଲ୍ଲୀ ଯାତ୍ରା

04-Dec-2022



ସମ୍ବଲପୁର: ହୀରାଖଣ୍ଡ ରାଜ୍ୟ ଏବଂ ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ଦାବିରେ ସମ୍ବଲପୁରୀ ଭାଷା ସଂସ୍କୃତି ପରିଷଦ ଓ ହୀରାଖଣ୍ଡ ସାମ୍ମୁଖ୍ୟ କର୍ମୀ ଟ୍ରେନ ଯୋଗେ ଦିଲ୍ଲୀ ଯାତ୍ରାରମ୍ଭ କରିଛନ୍ତି।ଶନିବାର ୮୪ ଜଣ ଟ୍ରେନ୍ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିବାବେଳେ ୪ ତାରିଖ ଦିନ କେତେକ ବ୍ୟକ୍ତି ‌‌ଯିବେ। ସେହିଭଳି ବିମାନ ଯୋଗ‌େ ପୁଣି ଅନ୍ୟ କେତେକ ବ୍ୟକ୍ତି ଯିବାର କାର୍ଯ୍ୟକ୍ରମ ରହିଛି। ସମସ୍ତେ ନିଜ ଖର୍ଚ୍ଚରେ ଦିଲ୍ଲୀ ଯାଉଥିବାବେଳେ ସେମାନଙ୍କ ଯାତାୟାତ, ରହଣି ଓ ଖାଦ୍ୟପେୟ ଆଦି ଅନ୍ୟାନ୍ୟ ଆବଶ୍ୟକତା ପୂରଣ ନିମନ୍ତେ ସ୍ବତନ୍ତ୍ର କମିଟି ଗଠନ କରାଯାଇଛି। ଆନନ୍ଦ ଚନ୍ଦ୍ର ଦାଶଙ୍କ ନେତୃତ୍ବରେ ଗଠିତ କମିଟି ଉପରୋକ୍ତ ଦୁଇଟି ଦାବି ନେଇ ଏକ ଦାବିପତ୍ର ପ୍ରସ୍ତୁତ କରିଛି। ଆସନ୍ତା ୬ ତାରିଖ ଦିନ ଏକ ପଟୁଆରରେ ବାହାରି ଯନ୍ତରମନ୍ତରରେ ପହଂଚି ସେଠାରେ ଧାରଣା ଦିଆଯିବ। ସଭାପରେ ସମ୍ବଲପୁରୀ ନୃତ୍ୟଗୀତ, ସମ୍ବଲପୁରୀ କବିତା ପାଠୋତ୍ସବ କାର୍ଯ୍ୟକ୍ରମର ବି ଆୟୋଜନ କରାଯିବ। ୧୯୪୬ ଜୁଲାଇ ୩୧ ତାରିଖରେ ସମ୍ବଲପୁର ଜିଲ୍ଲା ସମ୍ମିଳନୀରେ ଶଙ୍କର ପ୍ରସାଦ ମିଶ୍ର ପ୍ରଥମେ ହୀରାଖଣ୍ଡ ରାଜ୍ୟ ଦାବି ଉପସ୍ଥାପନ କରିଥିଲେ। ଅଗଷ୍ଟ ୧୪ରେ ସାପଲହର ସଭାରେ ଏହି ଦାବିକୁ ଦୋହରାଯାଇଥିଲା। ସେହି ବର୍ଷ ସେପ୍ଟେମ୍ବର ୧୦ ତାରିଖରେ ପୁଣି ଶଙ୍କର ମିଶ୍ର ଓ ବୋଧରାମ ଦୁବେ ଦିଲ୍ଲୀରେ ମହାତ୍ମା ଗାନ୍ଧୀଙ୍କୁ ଭେଟି ହୀରାଖଣ୍ଡ ରାଜ୍ୟ ବିଷୟ ଉତ୍‌ଥାପନ କରିଥିବା ସଂକ୍ରାନ୍ତରେ ଏହି ପ୍ରେସ୍ ବିବୃତିରେ ଉଭୟ ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି ।
(ସମ୍ବଲପୁରରୁ ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    29-Mar-2024
  ଜିଲ୍ଲା  
୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   29-Mar-2024
  ଜିଲ୍ଲା  
ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   29-Mar-2024
  ଜିଲ୍ଲା  
ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   29-Mar-2024
  ଜିଲ୍ଲା  
ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   29-Mar-2024
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024

You Might Also Like