-+91-9937148622 |
prerana_bgr@rediffmail.com |
Saturday 20th April 2024 |
R.N.I. Regd No. ODIODI/2010/46693
Breaking News
05-Dec-2022
ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ପଦ୍ମପୁର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।
ପଦ୍ମପୁର ପାଇଁ ଭୋଟ୍ ଗ୍ରହଣ ଜାରି ରହିଛି । ଭୋଟରଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି । ୧୨ଟି କାର୍ଡ ମଧ୍ୟରୁ ଯେକୌଣସି ପରିଚୟପତ୍ର ଦେଖାଇ ଭୋଟ୍ ଦେଉଛନ୍ତି ପଦ୍ମପୁରବାସୀ ।