-+91-9937148622 |

prerana_bgr@rediffmail.com |

  Thursday 28th March 2024 |

| | | |

R.N.I. Regd No. ODIODI/2010/46693

Breaking News

୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||     

HOME   ଜିଲ୍ଲା

ଗ୍ରାମ ପଂଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର

05-Dec-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଂଜା ପଂଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ,ବିଡ଼ିଓ  ସୁଚରିତା ମୁଗ୍ରୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିର ରେ   ତହସିଲଦାର ମିଳନ କୁମାର ଝାଙ୍କର,ଜିପିଇଓ ଯୁଗଳ କିଶୋର ନାଏକ, ବି ଏସ ଏସ ଓ  ସସ୍ମିତା ପଟେଲ,ସରପଞ୍ଚ ପଞ୍ଚାନନ ବାଗ , ସମିତି ସଭ୍ୟ ଆନନ୍ଦ ନାଗ,ପଞ୍ଚାୟତ କାର୍ୟ୍ଯ ନିର୍ବାହୀ ଅଧିକାରୀ ପାରମାନନ୍ଦ ମାଝୀ,ଗ୍ରାମ ରୋଜଗାର ସେବକ ଉମେଶ ସୁନା, ଭାରପ୍ରାପ୍ତ ଏଏଓ ଅରୁଣ ଚନ୍ଦ୍ର ପାଢ଼ୀ,କନିଷ୍ଠ ଯନ୍ତ୍ରୀ ଶିଶିର ଶବର,ଆରଡବ୍ଲୁଏସଏସ ର କନିଷ୍ଠ ଯନ୍ତ୍ରୀ  ବିଭୁତି କିଷାନ,ଯୋଗାଣ ସହାୟକ ଫକୀର ଚରଣ ବାଗ  ସମେତ ବ୍ଲକ ର ଅନ୍ୟାନ୍ୟ ବିଭାଗର ଅଧିକାରୀ ମାନେ  ଉପସ୍ଥିତ ଥିଲେ।ଏଥିରେ ଗ୍ରାମୀଣ ଆବାସ ପାଇଁ ୧୬୨ଜଣ ,ପିଡ଼ିଏସ ପାଇଁ ୧୧ଜଣ,ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନାର ୦୨,ଭତ୍ତା ପାଇଁ  ୧୧ଓ ଅନ୍ୟାନ୍ୟ ବିଭାଗ କୁ ମିଶେଇ ମୋଟ ୧୯୮ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024

You Might Also Like