-+91-9937148622 |

prerana_bgr@rediffmail.com |

  Saturday 4th February 2023 |

| | | |

R.N.I. Regd No. ODIODI/2010/46693

Breaking News

ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର -ମାସକୁ ଲକ୍ଷାଧିକ ଟଙ୍କା ବଟି ଆଦାୟ - କ୍ରେତା ବିକ୍ରେତାଙ୍କ ପାଇଁ ପିଇବା ପାଣିର ସୁବିଧା ନାହିଁ -ସୁରକ୍ଷିତ ନୁହେଁ ବଜାର ପରିସର   (04-Feb-2023)       ||      ପାପକ୍ଷୟ ମହୋତ୍ସବ ୩ୟ ସନ୍ଧ୍ୟା,ପର୍ଯ୍ୟଟନ ସ୍ଥଳୀ ର ବିକାଶ,ଡାକ୍ତର ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ଓ ୫ଟି ଙ୍କ ଠାରେ ଦାବି କରିବି - ସୁର (ଭବାନୀପାଟଣାର ନୃତ୍ୟାଙ୍ଗନା ଓ ସମ୍ବଲପୁରର ଲହରୀରେ ଦର୍ଶକ ମତୁଆଲ)    (04-Feb-2023)       ||      ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର ।   (04-Feb-2023)       ||      ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ସରକାରୀ ବୃତ୍ତି ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ସଫଳତା   (04-Feb-2023)       ||      ଲୋଇସିଂହା ଓମେନ୍ସ ଫାର୍ମର ସର୍ଭିସେସ ପ୍ରଡୁସର କମ୍ପାନୀ ଲିମିଟେଡ଼ର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ   (03-Feb-2023)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ – ଆଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଚାଷ ର ଅଭିବୃଦ୍ଧି ଉପରେ ଗୁରୁତ୍ଵାରୋପ   (03-Feb-2023)       ||      ଖୋରଧା ରେ ହେବ ରାଜ୍ୟସ୍ତରୀୟ ବିଦ୍ୟାର୍ଥୀ ବିଜ୍ଞାନ ମନ୍ଥନ   (03-Feb-2023)       ||      ଖଲିଆପାଲି ମହିମାପୀଠରେ ମାଘମେଳା ଆରମ୍ଭ...   (03-Feb-2023)       ||      ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଉଦ୍‌ଘାଟିତ ହେଲା ଭର୍ଚୁଆଲ ହାଇକୋର୍ଟ    (03-Feb-2023)       ||      ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲାପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ-   (03-Feb-2023)       ||      PSO ଫେରାଇଲେ ଜୟ ନାରାୟଣ ମିଶ୍ର,   (03-Feb-2023)       ||      ପଣ୍ଡକିଟାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ   (03-Feb-2023)       ||      ଦ୍ୱିତୀୟ ଗନ୍ଧରାଢୀ ଲୋକକଳା ପାଇଁ ଶୁଭଖମ୍ବ ସ୍ଥାପନ   (03-Feb-2023)       ||      ପାପକ୍ଷୟ ମହୋତ୍ସବ ୨ୟ ସନ୍ଧ୍ୟା(ବଲାଙ୍ଗିରର ପଞ୍ଚମ ଆର ସମ୍ବଲପୁରର ନଟରାଜ କଳା ପରିଷଦ ଲୋକନୃତ୍ୟରେ ଝୁମିଲେ ଦର୍ଶକ)     (03-Feb-2023)       ||      ମା ମାହେଶ୍ବରୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ   (03-Feb-2023)       ||      ପୌର ଅଧିକାରୀ ଓ ଜନ ପ୍ରତିନିଧି ଙ୍କ ଦୁର୍ବ୍ୟବହାର ପ୍ରତିବାଦ ରେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅଫିସ ଘେରାଉ   (03-Feb-2023)       ||      ଫେବୃଆରୀ  ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଧାର୍ଯ୍ୟ   (02-Feb-2023)       ||      ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ।   (02-Feb-2023)       ||      ମା ଝାଡେଶ୍ବରୀ ମହାବିଦ୍ୟାଳୟ ଓ ମଥୁରା ପ୍ରସାଦ ସରକାରୀ ଉଚ୍ଚ ବିଦ୍ୟାଳୟରେ ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଚନ୍ଦ୍ରଶେଖର ବେହେରାଙ୍କ ୧୫୦ତମ ଜନ୍ମ ବାର୍ଷିକୀ ସଭା ପାଳିତ।   (02-Feb-2023)       ||      ବୌଦ୍ଧ ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସେବସ୍ତିଆନ କୁଜୁର ଙ୍କ ଚାକିରୀ ରୁ ଅବସର ଗ୍ରହଣ, ସହକାରୀ ଜ଼ିଲ୍ଲାପାଳ ସସ୍ମିତା ପ୍ରଧାନ ନେଲେ ଡି. ଏସ. ଡବ୍ଲୁ. ଓ. ଦାୟିତ୍ୱ    (01-Feb-2023)       ||     

HOME   ଜିଲ୍ଲା

ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ

08-Dec-2022



କର୍ଲାମୁଣ୍ଡ (ପ୍ରଦିପ କୁମାର ସାହୁ)
ପଦ୍ମପୁର ଉପ ନିର୍ବାଚନ ରେ ବିଜେଡି  ପ୍ର।ଥିନୀ ବର୍ଷା ବରିହା ବହୁ ସଂଖ୍ୟକ ଭୋଟ ପାଇ ବିଜୟୀ ହେବା ପରେ ବିଜେଡି ମହଲରେ ଖୁସିର ଲହରୀ ଖେଳିଯାଇଛି।ଏହି କ୍ରମ ରେ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାୟକ ଭୁପିନ୍ଦର ସିଂ ଖୁସିବ୍ୟକ୍ତ ପ୍ରକଟ କରି ଶୁଭେଚ୍ଛା ଜଣେଇଛନ୍ତି। ଅନ୍ୟ ପଟେ  କର୍ଲାମୁଣ୍ଡା ବ୍ଲକ ସଦର ମହକୁମା ଠାରେ ବିଜେଡି କର୍ମୀ  ଘିନୁ ସାହୁ ଓ ରାମ ଗୋପାଳ ସାହୁ ଙ୍କ ନେତୃତ୍ୱରେ କର୍ମୀମାନେ ବାଣ ଫୁଟାଇ ଖୁସି ଜାହିର କରିଥିବା ବେଳେ ରିଷିଡା ରେ ଜିପି ସଭାପତି ନନ୍ଦ କିଶୋର ରଣା,ସରପଞ୍ଚ ସେବତୀ ରଣା,ସମିତି ସଭ୍ୟ ନିମାଇଁ ଚରଣ ବେହେରାଛାତ୍ର ସଭାପତି ସଲିମ ଶେଖର ରଣା ,ମିଡ଼ିଆ ସେଲ ତ୍ରିଶଙ୍କ ରଣାମୁକେଶ ନାୟକ ,ସୀମାଞ୍ଚଳ ଭୋଇ, ତାରାଚନ ପୋଡ଼, ମନୋଜ ରଣାକୈଳାଶ କୁମୁରା,ରଞ୍ଜନ ନାୟକ ,ବଣ୍ଟି ନାଏକ, ଶୁଭମ କେଡିଆ, ଅଜୟ କୁମାର ପ୍ରମୁଖ ଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ବିଜୟ ଉତ୍ସବ ମନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର -ମାସକୁ ଲକ୍ଷାଧିକ ଟଙ୍କା ବଟି ଆଦାୟ - କ୍ରେତା ବିକ୍ରେତାଙ୍କ ପାଇଁ ପିଇବା ପାଣିର ସୁବିଧା ନାହିଁ -ସୁରକ୍ଷିତ ନୁହେଁ ବଜାର ପରିସର   04-Feb-2023
  ଜିଲ୍ଲା  
ପାପକ୍ଷୟ ମହୋତ୍ସବ ୩ୟ ସନ୍ଧ୍ୟା,ପର୍ଯ୍ୟଟନ ସ୍ଥଳୀ ର ବିକାଶ,ଡାକ୍ତର ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ଓ ୫ଟି ଙ୍କ ଠାରେ ଦାବି କରିବି - ସୁର (ଭବାନୀପାଟଣାର ନୃତ୍ୟାଙ୍ଗନା ଓ ସମ୍ବଲପୁରର ଲହରୀରେ ଦର୍ଶକ ମତୁଆଲ)   04-Feb-2023
  ଜିଲ୍ଲା  
ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର ।   04-Feb-2023
  ଜିଲ୍ଲା  
୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ସରକାରୀ ବୃତ୍ତି ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ସଫଳତା   04-Feb-2023
  ଜିଲ୍ଲା  
ଲୋଇସିଂହା ଓମେନ୍ସ ଫାର୍ମର ସର୍ଭିସେସ ପ୍ରଡୁସର କମ୍ପାନୀ ଲିମିଟେଡ଼ର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ   03-Feb-2023
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ – ଆଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଚାଷ ର ଅଭିବୃଦ୍ଧି ଉପରେ ଗୁରୁତ୍ଵାରୋପ   03-Feb-2023
  ଜିଲ୍ଲା  
ଖୋରଧା ରେ ହେବ ରାଜ୍ୟସ୍ତରୀୟ ବିଦ୍ୟାର୍ଥୀ ବିଜ୍ଞାନ ମନ୍ଥନ   03-Feb-2023
  ରାଜ୍ୟ  
ଖଲିଆପାଲି ମହିମାପୀଠରେ ମାଘମେଳା ଆରମ୍ଭ...   03-Feb-2023
  ରାଜ୍ୟ  
ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଉଦ୍‌ଘାଟିତ ହେଲା ଭର୍ଚୁଆଲ ହାଇକୋର୍ଟ    03-Feb-2023
  ଜିଲ୍ଲା  
ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲାପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ-   03-Feb-2023
  ଜିଲ୍ଲା  
PSO ଫେରାଇଲେ ଜୟ ନାରାୟଣ ମିଶ୍ର,   03-Feb-2023
  ଜିଲ୍ଲା  
ପଣ୍ଡକିଟାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ   03-Feb-2023

You Might Also Like