-+91-9937148622 |

prerana_bgr@rediffmail.com |

  Wednesday 17th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   (17-Apr-2024)       ||      ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   (17-Apr-2024)       ||      ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   (17-Apr-2024)       ||      ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   (17-Apr-2024)       ||      ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   (16-Apr-2024)       ||      ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ    (16-Apr-2024)       ||      ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   (16-Apr-2024)       ||      ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   (16-Apr-2024)       ||      ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   (16-Apr-2024)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   (16-Apr-2024)       ||      ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   (15-Apr-2024)       ||      ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   (15-Apr-2024)       ||      ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   (15-Apr-2024)       ||      ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   (15-Apr-2024)       ||      ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   (15-Apr-2024)       ||      ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   (15-Apr-2024)       ||      ସମ୍ରାଟ ଅଶୋକ,ମହାତ୍ମା ଫୁଲେ ଓ ଡଃ.ଅମ୍ଵେଦକର ଙ୍କ ଜୟନ୍ତୀ ପାଳିତ   (15-Apr-2024)       ||      ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ   (15-Apr-2024)       ||      ଉଲିଗୁଞ୍ଜେର ଠାରୁ ନର୍ଲା କୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ,   (15-Apr-2024)       ||      ଲୋଇସିଂହା ବନବିଭାଗ ପକ୍ଷରୁ ୧୨ କ୍ଵିଣ୍ଟାଲ ଖଇର କାଠ ଜବତ   (15-Apr-2024)       ||     

HOME   ଜିଲ୍ଲା

ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I

09-Dec-2022



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
 ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ୧୬ ଗୋଟି ଜିଲ୍ଲା ଶିଶୁ କଲ୍ୟାଣ ସମିତି ଗୁଡିକର ପୁନର୍ଗଠନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି l ବିଜ୍ଞପ୍ତି ସଂଖ୍ୟା ୨୦୫୪୭ ଅନୁଯାୟୀ ସମ୍ବଲପୁର ଜିଲ୍ଲା ଶିଶୁ କଲ୍ଯାଣ ସମିତିର ଅଧ୍ୟକ୍ଷ ରୂପେ ବିଶିଷ୍ଟ ଶ୍ରମିକ ନେତା, ସମାଜସେବୀ ପ୍ରଶାନ୍ତ କୁମାର ପାଢ଼ୀଙ୍କୁ ନିଯୁକ୍ତି ମିଳିଛି I ସମିତି ର ସଦସ୍ୟ ରୂପେ ସାମ୍ବାଦିକ ଶିବ ଶଙ୍କର ନନ୍ଦ, ଯଦୁମଣି କୁମ୍ଭାର, କବିତା ପଣ୍ଡା ଓ ବାସନ୍ତୀ ବେହେରା ନିଯୁକ୍ତି ପାଇଛନ୍ତି I ଗତ ୧୫ ଜୁଲାଇ ଦିନ ଉଚ୍ଚ ନ୍ୟାୟାଳୟର ବିଚାରପତି ଜଷ୍ଟିସଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ନିଯୁକ୍ତି ଚୟନ ପରୀକ୍ଷା କରିଥିଲେ l ଅଧ୍ୟକ୍ଷ ରୂପେ ନିଯୁକ୍ତି ପାଇଥିବା ଶ୍ରୀପାଢୀ ପୂର୍ବରୁ କିଶୋର ନ୍ୟାୟ ବୋର୍ଡ ର ସଦସ୍ୟ ରୂପେ ୭ ବର୍ଷ କାର୍ଯ୍ୟ କରିଛନ୍ତି I କେନ୍ଦ୍ର ଓ ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ଅନୁଷ୍ଠିତ ଗୁଡ଼ାଏ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି I ଆଇନ ସେବା ଯୋଗାଇଦେବା, ସାମାଜିକ କାର୍ଯ୍ୟ, ସାମ୍ବାଦିକତା, ଶ୍ରମିକ ସଙ୍ଗଠନ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିଜ୍ଞତା ମଧ୍ୟ ରହିଛି I ପୂର୍ବରୁ ରାଜ୍ଯ ସରକାରଙ୍କ ରାଜ୍ଯ ଶ୍ରମ ସଂସ୍ଥାର ନିର୍ଦ୍ଦେଶକ ,ଶ୍ରମ ଉପଦେଷ୍ଟା ପରିଷଦ, ସର୍ବନିମ୍ନ ମଜୁରୀ ବୋର୍ଡ ,ଶିଶୁ ଶ୍ରମିକ ଉପଦେଷ୍ଟା ପରିଷଦ, ପୂର୍ବତଟ ରେଲ ଉପଦେଷ୍ଟା ସମିତି ର ସଦସ୍ୟ ରହିଛନ୍ତି I ତାଙ୍କ ନିଯୁକ୍ତିକୁ ସବୁ ମହଲରେ ସ୍ୱାଗତ କରାଯାଇଛି 


News Comment




Photo in News

Advertisment
Lastest News
  ରାଜନୀତି  
ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   17-Apr-2024
  ଜିଲ୍ଲା  
ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   17-Apr-2024
  ଜିଲ୍ଲା  
ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   17-Apr-2024
  ଜିଲ୍ଲା  
ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   17-Apr-2024
  ଜିଲ୍ଲା  
ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   16-Apr-2024
  ଜିଲ୍ଲା  
ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ   16-Apr-2024
  ଜିଲ୍ଲା  
ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   16-Apr-2024
  ଜିଲ୍ଲା  
ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   16-Apr-2024
  ଜିଲ୍ଲା  
ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   16-Apr-2024
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   16-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   15-Apr-2024
  ଜିଲ୍ଲା  
ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   15-Apr-2024

You Might Also Like