-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା, ପୁସ୍ତକ ପଠନର ଭାବ ଲୋକଙ୍କୁ ଜୀବନାନ୍ବେଷୀ କରୁ   (27-Mar-2023)       ||     

HOME   ଦେଶ ବିଦେଶ

ଦିଲ୍ଲୀ ନାଟକ: କିଛି ଘଂଟା ମଧ୍ୟରେ ଦଳକୁ ଫେରିଆସିଲେ ଆପରେ ସାମିଲ ହୋଇଥିବା କଂଗ୍ରେସ ପାର୍ଷଦ

10-Dec-2022



ନୂଆଦିଲ୍ଲୀ: ଦିଲ୍ଲୀରେ ରାଜନୈତିକ ଡ୍ରାମ ଆରମ୍ଭ ହୋଇଯାଇଛି । ଦିଲ୍ଲୀ ଏମସିଡି ଫଳାଫଳ ଆସିବା କିଛି ସମୟ ପରେ କଂଗ୍ରେସର ୨ଜଣ ପାର୍ଷଦ ସବିଲା ବେଗମ ଓ ନାଜିଆ ଖାତୁନ ଆପରେ ମିଶିଥିଲେ । ଫଳରେ ଆପର ସଂଖ୍ୟା ୧୩୬ରେ ପଂହଚି ଯାଇଥିଲା । ତେବେ ଏହାର କିଛି ଘଂଟା ପରେ ଉକ୍ତ ୨ ପାର୍ଷଦ ଏବଂ ଦିଲ୍ଲୀ କଂଗ୍ରେସ ଉପାଧ୍ୟକ୍ଷ ଅଲୀ ମେହେଦି କ୍ଷମା ମାଗି ନିଜ ଦଳକୁ ପ୍ରତ୍ୟାବର୍ତନ କରିଛନ୍ତି । ମେହେଦି କହିଛନ୍ତି, ମୁଁ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ କାର୍ଯ୍ୟକର୍ତା ଥିଲି ଏବଂ ରହିବି । ଦିଲ୍ଲୀରେ ତାଙ୍କର ଏହି ନିଷ୍ପତିକୁ ଦଳର କର୍ମକର୍ତାମାନେ ତୀବ୍ର ବିରୋଧ କରିଥିଲେ । ଫଳରେ ଦଳକୁ ଫେରିବା ବ୍ୟତୀତ ସେମାନଙ୍କ ପାଖରେ କୌଣସି ବିକଳ୍ପ ନ ଥିଲା । ଏପରିକି ସେ ଭିଡିଓ ମାଧ୍ୟମରେ ସର୍ବସମ୍ମୁଖରେ କ୍ଷମା ମାଗିଥିଲେ ।

ସେମାନେ ଫେରି ଆସିବା ପରେ ଆପ ସିଟ ପୁନର୍ବାର ୧୩୪କୁ ଖସି ଆସିଥିଲା । ସୂଚନାଯୋଗ୍ୟ, ଦିଲ୍ଲୀ ନଗର ନିଗମରେ ୧୫ ବର୍ଷ ଧରି ରାଜୁତି କରୁଥିବା ବିଜେପି ହଟେଇ ଆପ କ୍ଷମତାକୁ ଆସିଛି । ୨୫୦ ସିଟରୁ ଆପକୁ ୧୩୪, ବିଜେପି ୧୦୪ ଓ କଂଗ୍ରେସ ୯ ସିଟ ହାସଲ କରିଥିଲେ । ୩ଟି ସିଟ ନିର୍ଦ୍ଦଳୀୟଙ୍କ ହାତକୁ ଯାଉଛି । ଆଗକୁ ମେୟର ନିର୍ବାଚନ ଥିବାରୁ ଆପ ଅଧିକରୁ ଅଧିକ ପାର୍ଷଦ ନିଜ ଆଡକୁ ଆଣିବାକୁ ଚେଷ୍ଟା କରୁଛି । ଅପରପକ୍ଷରେ ବିଜେପି ମଧ୍ୟ କିଛି ଅସମ୍ଭବ ନୁହେଁ ବୋଲି କହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023
  ଜିଲ୍ଲା  
ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି   28-Mar-2023

You Might Also Like