-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଡିଗ୍ରୀ କଲେଜରେ ଏନ୍‌ଏସ୍‌ଏସ୍ ଲିଡର୍‌ସିପ୍ ଟ୍ରେନିଂ ପ୍ରୋଗ୍ରାମ୍ ୨୦୨୨ ଆସନ୍ତା କାଲିରୁ

15-Dec-2022



ବରଗଡ଼: ବିକାଶ ଡିଗ୍ରୀ କଲେଜ ଏବଂ ଏନ୍‌ଏସ୍‌ଏସ୍ ବ୍ୟୁରୋ ସମ୍ବଲପୁର ବିଶ୍ୱବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ଏନ୍‌ଏସ୍‌ଏସ୍ ଲିଡର୍‌ସିପ୍ ଟ୍ରେନିଂ ପ୍ରୋଗ୍ରାମ୍ ୨୦୨୨, ୧୬ ରୁ ୧୮ ଡିସେମ୍ବର ୨୦୨୨ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି । ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାର ୨୦ରୁ ଉର୍ଦ୍ଧ୍ୱ ମହାବିଦ୍ୟାଳୟ ତଥା ସମ୍ବଲପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍‌ତର ବିଭାଗରୁ ୨୦୦ରୁ ଉର୍ଦ୍ଧ୍ୱ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଯୋଗ ଦେବାକୁ ଯାଉଛନ୍ତି ବୋଲି ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ସୂଚନା ଦେଇଛନ୍ତି । ବିକାଶ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍‌ସ୍‌ର ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ପ୍ରକାଶ କରିଛନ୍ତି ଯେ, ଉଦ୍‌ଘାଟନୀ ଉତ୍ସବରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ପ୍ରଫେସର୍ ସଂଯୁକ୍ତା ଦାଶଙ୍କ ସମେତ ପ୍ରମୁଖ ଏନ୍‌ଏସ୍‌ଏସ୍ ଉଚ୍ଚପଦାଧିକାରୀ ଯୋଗଦେବେ । ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ଏପରି ବ୍ୟକ୍ତିତ୍ୱର ବିକାଶ କାର୍ଯ୍ୟକ୍ରମ ଏକ ସାମାଜିକ ଆବଶ୍ୟକତା ଏବଂ ବିକାଶ ଡିଗ୍ରୀ କଲେଜର ଏହି ପ୍ରୟାସ ବିକାଶ ଗ୍ରୁପ୍‌ର ସାମଗ୍ରିକ ଦୃଷ୍ଟିଭଙ୍ଗୀର ପରିପ୍ରକାଶ ବୋଲି ପ୍ରକାଶ କରିଛନ୍ତି ।  ତିନିଦିନ ବ୍ୟାପୀ ହେବାକୁ ଥିବା ଏହି ଲିଡର୍‌ସିପ୍ କ୍ୟାମ୍ପ୍‌ରେ ଛାତ୍ରୀଛାତ୍ରଙ୍କୁ ଏକ ବଳିଷ୍ଠ ସମାଜ ପାଇଁ ଆବଶ୍ୟକ ହେଉଥିବା ବଳିଷ୍ଠ ବ୍ୟକ୍ତିତ୍ୱ ନିର୍ମାଣ ଉଦ୍ଦେଶ୍ୟରେ ବିଭିନ୍ନ ଶିକ୍ଷଣୀୟ ବିଷୟବସ୍ତୁ ଉପରେ ସଂଗୋଷ୍ଠୀ ଏବଂ ବ୍ୟବହାରିକ ଶୈଳୀରେ ଉପାଦେୟ ଲାଇଫ୍ ସ୍କିଲ୍‌ସ୍ ସମ୍ବନ୍ଧୀୟ ତାଲିମ କାର୍ଯ୍ୟକ୍ରମର ଯୋଜନା ହୋଇଛି ବୋଲି ଏନ୍‌ଏସ୍‌ଏସ୍ ବ୍ୟୁରୋ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି ।  ଏଣ୍ଟର୍‌ପ୍ରିନ୍ୟୁୟର୍‌ସିପ୍ ଇନ୍ ଦି ମେକିଂ, ଲିଡର୍‌ସିପ୍ ଟ୍ରେନିଂ ଏବଂ ବ୍ୟକ୍ତିତ୍ୱ ବିକାଶ ସଂଗୋଷ୍ଠୀ ସମେତ ସମାଜୋନ୍ମୁଖୀ ଏବଂ ପରିବେଶଧର୍ମୀ ଅନେକ କାର୍ଯ୍ୟକ୍ରମ ନେଇ ଏହି ଟ୍ରେନିଂ କ୍ୟାମ୍ପ୍‌ର ରୂପକଳ୍ପନା କରାଯାଇଛି ବୋଲି ବରଗଡ଼ ଜିଲ୍ଲା ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ୍ ଅଫିସର୍ ଡ.ବବିତା ଷଡ଼ଙ୍ଗୀ ମତପ୍ରକାଶ କରିଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ଏନ୍‌ଏସ୍‌ଏସ୍ ଓଡ଼ିଶାର ଆଂଚଳିକ ନିର୍ଦ୍ଦେଶକ କୁମାରୀ ସରିତା ପଟେଲ୍‌ଙ୍କ ସମେତ ସମ୍ବଲପୁର ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର୍ ଡ.ନୃପରାଜ ସାହୁ ଏବଂ ଏନ୍‌ଏସ୍‌ଏସ୍‌, ଭୁବନେଶ୍ୱର କାର୍ଯ୍ୟାଳୟରୁ ଏସ୍‌.ଏନ୍‌.ଓ. ଡ.ରମେଶ ଚନ୍ଦ୍ର ବେହେରା ଯୋଗ ଦେବେ ବୋଲି ବିକାଶ ଡିଗ୍ରୀ କଲେଜର ଉପାଧ୍ୟକ୍ଷ ଶ୍ରୀ ଆର୍‌.ଏସ୍‌.ଭି. କ୍ରୀଷ୍ଣା ସୂଚନା ଦେଇଛନ୍ତି । ୧୭ ଡିସେମ୍ବର ଦିନ ବରଗଡ଼ ଏବଂ ସୋନ୍‌ପୁର ଜିଲ୍ଲା ଅନ୍ତର୍ଗତ ସମସ୍ତ ମହାବିଦ୍ୟାଳୟ ଅନ୍ତର୍ଗତ ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ୍ ଅଫିସର୍ ମାନଙ୍କ ବିଧିବଦ୍ଧ ଆଲୋଚନା ଶିବିର ମଧ୍ୟ ଆୟୋଜିତ ହେବ ବୋଲି ବିକାଶ ଡିଗ୍ରୀ କଲେଜର ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ୍ ଅଫିସର୍ ଶ୍ରୀ ରଜତ ପାଣିଗ୍ରାହୀ ପ୍ରକାଶ କରିଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ