-+91-9937148622 |

prerana_bgr@rediffmail.com |

  Tuesday 2nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀଶ୍ରୀ ଅପର୍ଣ୍ଣା ପାର୍ବତୀ ରାମଲୀଳା ପ୍ରଚାର ସମିତି ଚାଉଳିଆଗଞ୍ଜ ତରଫରୁ ଶ୍ରୀରାମଲୀଳା ମହୋତ୍ସବ   (02-Jun-2026)       ||      , କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ    (02-Jun-2026)       ||      ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ    (02-Jun-2026)       ||      କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   (02-Jun-2026)       ||      ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   (01-Jun-2026)       ||      ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   (01-Jun-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (01-Jun-2026)       ||      ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   (01-Jun-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   (01-Jun-2026)       ||      କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   (01-Jun-2026)       ||      ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   (01-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   (01-Jun-2026)       ||      ଶିକ୍ଷା କ୍ଷେତ୍ରକୁ ବିଦାୟ ଦେଲେ ବଲାଙ୍ଗୀରର ୨୫ଜଣ କର୍ମନିଷ୍ଠ ଅଧିକାରୀ ଓ ଶିକ୍ଷାକର୍ମୀ   (01-Jun-2026)       ||      ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ   (01-Jun-2026)       ||      ଗଣ୍ଡପାଲି ରେ ବେଆଇନ କରତ କଲ  ଜବତ                        (01-Jun-2026)       ||      ସଂରକ୍ଷିତ ଜଙ୍ଗଲ କୁ ପଦା କରି ବିନା ସୂଚନା ଫଳକରେ ଜଙ୍ଗଲ ବିଭାଗର ନର୍ସରୀ ନିର୍ମାଣ କାହା ସ୍ୱାର୍ଥରେ?   (01-Jun-2026)       ||      ପଞ୍ଚମ ର ମାସନ୍ତ ସଂଗୀତ ସଂଧ୍ୟା   (01-Jun-2026)       ||      ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୮ଟି ଦରଖାସ୍ତ ଗ୍ରହଣ   (01-Jun-2026)       ||      ଆଦର୍ଶ ଶିକ୍ଷକଙ୍କୁ ଅବସରକାଳୀନ ଭାବପୂର୍ଣ୍ଣ ବିଦାୟ   (01-Jun-2026)       ||      ଅଶୋକ ଚନ୍ଦନ ସ୍ନୁତି ସମାରୋହ ପାଳିତ   (01-Jun-2026)       ||     

HOME   ଜିଲ୍ଲା

ଅସହାୟ ପାଗଳ ପ୍ରତି ମାନବିକତା ଦେଖାଇଲେ ସୁଶୀଲ୍ ଅଗ୍ରୱାଲ

15-Dec-2022



ପାଟଣାଗଡ଼ (ପୂର୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ଲାଠୋର ଗାଁ ରେ ଜଣେ ପାଗଳ ପ୍ରତି ମାନବିକତା ଦେଖାଇଲେ ସମାଜସେବୀ ଶୁଶିଲ କୁମାର ଅଗ୍ରୱାଲ। ସୂଚନା ଅନୁସାରେ ଲାଠୋର ଗାଁ ରେ ଜଣେ ଅସହାୟ ପାଗଳ ଅନେକ ଦିନ ଧରି ରହି ଆସୁଛି । ସେହି ନିରିହ ପାଗଳ କୁ ଆଜି କେହି ଜଣେ ଦୁବୃର୍ତ୍ତ ବିନା କାରଣରେ

ନିସ୍ତୁକ ମାଡ଼ ମାରି ଲହୁଲୁହାଣ କରିଦେଇଥିଲା।ସେ ପାଗଳ ଜଣକ ରକ୍ତାକ୍ତ ଅବସ୍ଥା ରେ ପଡ଼ି ରହିଥିବା ଦେଖି ଆଶିଷ ନାମକ ଜଣେ ଯୁବକ ସମାଜସେବୀ ଶୁଶିଲ କୁମାର ଅଗ୍ରୱାଲ ଙ୍କୁ ଫୋନ କରିଥିଲେ। ଖବର ପାଇବା ମାତ୍ରେ ଶୁଶିଲ ଅଗ୍ରୱାଲ

ଓ ଆକାଶ ତୁର୍ଲା ଆସି ଏମ୍ବୁଲାନ୍ସ ଯୋଗେ ପାଗଳ କୁ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆଣି ଭର୍ତ୍ତି କରିବା ସହ ନିଜ ଲୋକଙ୍କ ଭଳି ଯତ୍ନବାନ ନେଇଛନ୍ତି। ଶୁଶିଲ ଅଗ୍ରୱାଲ ଆଗରୁ ମଧ୍ୟ ଅନେକ ଲୋକ ଙ୍କୁ ସାହାଯ୍ୟ କରି ପ୍ରଶଂସା ର ପାତ୍ର ହୋଇଥିବା ବେଳେ ଆଜି ପୁଣି ଏକ ପାଗଳ ପ୍ରତି ନିଜର ମାନବିକତା ଦେଖାଇ ଅଞ୍ଚଳରେ ଏକ ସୁନାମ ଅର୍ଜନ କରିଛନ୍ତି।ସମାଜସେବୀ ଲାଠୋର ପୋଲିସ କୁ ଏ ସମ୍ପର୍କରେ ଜଣାଇ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀଶ୍ରୀ ଅପର୍ଣ୍ଣା ପାର୍ବତୀ ରାମଲୀଳା ପ୍ରଚାର ସମିତି ଚାଉଳିଆଗଞ୍ଜ ତରଫରୁ ଶ୍ରୀରାମଲୀଳା ମହୋତ୍ସବ   02-Jun-2026
  ରାଜ୍ୟ  
, କାମରେ ଲାଗୁନି ସରକାରୀ ଅର୍ଥରେ ନିର୍ମିତ ବସଷ୍ଟାଣ୍ଡ   02-Jun-2026
  ଜିଲ୍ଲା  
ବିଶ୍ଵ କଲ୍ୟାଣାର୍ଥେ ରୁଦ୍ରାଭିସେକ ଓ ପୂଜନ   02-Jun-2026
  ଜିଲ୍ଲା  
କଟକ-ବାରବାଟୀ ବିଧାୟିକାଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ଜିଲ୍ଲାପାଳ   02-Jun-2026
  ଜିଲ୍ଲା  
ସରଗାଡ଼ ରେ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର   01-Jun-2026
  ଜିଲ୍ଲା  
ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ   01-Jun-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   01-Jun-2026
  ଜିଲ୍ଲା  
ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ   01-Jun-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଜୟନ୍ତୀ ମଞ୍ଜରୀ ରଥ ଙ୍କ ସ୍ମୃତି ସଭା   01-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ ପାଳିତ   01-Jun-2026
  ଜିଲ୍ଲା  
ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର   01-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ପ୍ରକ୍ରିୟା ନିମନ୍ତେ ସାମ୍ବାଦିକ ସମ୍ମିଳନୀ   01-Jun-2026

You Might Also Like