-+91-9937148622 |

prerana_bgr@rediffmail.com |

  Thursday 23rd January 2025 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟ ଏକାଡେମୀ ତରଫରୁ ନେତାଜୀଙ୍କ ଉପରେ ଆଧାରିତ ପୁସ୍ତକ ପ୍ରଦର୍ଶନୀ ପରିଦର୍ଶନ କଲେ ସଂସ୍କୃତି ବିଭାଗର ସଚିବ   (23-Jan-2025)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ତୈଳିକ ବୈଶ୍ୟ ସମାଜ ସାଧାରଣ ବୈଠକ ଅନୁଷ୍ଠିତ   (23-Jan-2025)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ   (23-Jan-2025)       ||      ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ   (23-Jan-2025)       ||      ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (23-Jan-2025)       ||      ନେତାଜୀ ସୁଭାଷ, ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ।   (23-Jan-2025)       ||      *ଓଡ଼ିଶା ପୋଲିସ ମହା ନିର୍ଦ୍ଧେଶକ ୱାଇ ବି ଖୁରାନିଆ ଆହତ ଦୁଇ ଯବାନ ଙ୍କ ସହ ଭିଡିଓ କଲ କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ*   (23-Jan-2025)       ||      *ପାପଡ଼ା ହାଣ୍ଡି ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଦେଶ ପ୍ରେମୀ ସୁବାଷ ବୋଷ ଙ୍କ ଜୟନ୍ତି ପାଳନ*   (23-Jan-2025)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍    (23-Jan-2025)       ||      ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ    (23-Jan-2025)       ||      *ମହର୍ଷି ବାଲ୍ମୀକି ପ୍ଲେ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ*   (23-Jan-2025)       ||      *ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*   (23-Jan-2025)       ||      ଦେବୋତ୍ତର କମିଶନରଙ୍କ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ   (23-Jan-2025)       ||      ଶତାୟୁ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀନିବାସ ପଣ୍ଡାଙ୍କ ପରଲୋକ   (23-Jan-2025)       ||      ଶିଶୁ ଓ ମହିଳା ବିକାଶ ସୋସାଇଟିର ତରଫରୁ ସଫେଇ ଓ ପାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ   (23-Jan-2025)       ||      *ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ ବି ପୁଲ ର ପ୍ରଥମ ମ୍ୟାଚ ରେ ଭୁବନେଶ୍ୱର ଦଳ ବିଜୟୀ ହୋଇ ସେମି ଫାଇନାଲ ରେ ପ୍ରବେଶ*-   (23-Jan-2025)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ   (23-Jan-2025)       ||      ଫୁଟବଲ ଟୁର୍ନାମେଣ୍ଟ ୱାନ ଡେ଼ ମେଚ୍ ଫାଇନାଲ, ମଧ୍ୟପୁର ବିଜୟୀ   (23-Jan-2025)       ||      ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ   (23-Jan-2025)       ||      ଜିଲ୍ଲା ଆସିବାସୀ କଲ୍ୟାଣ ସଂଘ ହସ୍ତକ୍ଷେପ ପରେ ମରଶରୀର ଗାଁକୁ ଫେରିଲା   (23-Jan-2025)       ||     

HOME   ଜିଲ୍ଲା

ମୁଁ ତେଜସ୍ୱିନୀ " ଅନଲାଇନ ଝୋଟିଚିତା କାର୍ଯ୍ୟକ୍ରମର ପୁରସ୍କାର ବିତରଣ ଉତ୍ସବ

17-Dec-2022



ବଲାଙ୍ଗିର (, ପ୍ରେରଣା ଖବର) : "ନାରୀ ସମାଜର ମଉଡ଼ମଣି ମୁଁ ତେଜସ୍ୱିନୀ " ଅନଲାଇନ ଝୋଟିଚିତା କାର୍ଯ୍ୟକ୍ରମର ପୁରସ୍କାର ବିତରଣ ସଭା ସମ୍ପାଦିକା ଲିଲି ପଟେଲଙ୍କ ଅଧ୍ୟକ୍ଷତା ରେ ସ୍ଥାନୀୟ ଯାଦବ ଭବନଠାରେ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି
ସଦର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ
ସମ୍ମାନିତ ଅତିଥି ଭାବରେ ସରସ୍ବତୀ ନନ୍ଦ, ସାଗରିକା ଗୁରୁ, ସୁନୀତା ପ୍ରଧାନ, ଜ୍ୟୋତ୍ସ୍ନା ଦାଶ ଉପସ୍ଥିତ ଥିଲେ l ଝୋଟି ଚିତାରେ ବିଜୟିନୀ ହୋଇଥିବା ଶ୍ରେଷ୍ଠ ୫ ଜଣଙ୍କୁ ବିଶାଖା ଶାଢ଼ୀ ସେଣ୍ଟର ତରଫରୁ ଶାଢ଼ୀ, ଜ୍ୟୋତ୍ସ୍ନା ଦାଶଙ୍କ ତରଫରୁ ଉପହାର ଓ ତେଜସ୍ୱିନୀ ପରିବାର ତରଫରୁ ସ୍ମାରକୀ ଓ ପ୍ରସଂଶା ପତ୍ର ଦିଆଯାଇଥିଲା lଏହି ପ୍ରତିଯୋଗିତାରେ ବୀଣାପାଣି ସାଏ ପ୍ରଥମ, ସୁହିତା ସଲୋନି ପଟେଲ ଦ୍ୱତୀୟ, ସୁଜାତା ନାଏକ ତୃତୀୟ, ନିରୁପମା ପଟେଲ ଚତୁର୍ଥ ଓ ରୋଶନୀ ନାଏକ ପଞ୍ଚମ ସ୍ଥାନ ଅଧିକାର କରିଥିଲେ..ସମସ୍ତ ପ୍ରତିଯୋଗୀ ଙ୍କୁ ମଧ୍ୟ ପ୍ରଶଂସାପତ୍ର ଓ ଉପହାର ଦିଆଯାଇଥିଲା lଦିଗାମ୍ବର ନାଏକ, ଜଗବନ୍ଧୁ ପଟେଲ, ସୁଶାନ୍ତ ପଟେଲ, ସୁଜାତା ନାଏକ, ବୀଣାପାଣି ପଟେଲ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟ ଏକାଡେମୀ ତରଫରୁ ନେତାଜୀଙ୍କ ଉପରେ ଆଧାରିତ ପୁସ୍ତକ ପ୍ରଦର୍ଶନୀ ପରିଦର୍ଶନ କଲେ ସଂସ୍କୃତି ବିଭାଗର ସଚିବ   23-Jan-2025
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ତୈଳିକ ବୈଶ୍ୟ ସମାଜ ସାଧାରଣ ବୈଠକ ଅନୁଷ୍ଠିତ   23-Jan-2025
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ   23-Jan-2025
  ଜିଲ୍ଲା  
ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ   23-Jan-2025
  ଜିଲ୍ଲା  
ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   23-Jan-2025
  ଜିଲ୍ଲା  
ନେତାଜୀ ସୁଭାଷ, ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ।   23-Jan-2025
  ଜିଲ୍ଲା  
*ଓଡ଼ିଶା ପୋଲିସ ମହା ନିର୍ଦ୍ଧେଶକ ୱାଇ ବି ଖୁରାନିଆ ଆହତ ଦୁଇ ଯବାନ ଙ୍କ ସହ ଭିଡିଓ କଲ କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ*   23-Jan-2025
  ଜିଲ୍ଲା  
*ପାପଡ଼ା ହାଣ୍ଡି ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଦେଶ ପ୍ରେମୀ ସୁବାଷ ବୋଷ ଙ୍କ ଜୟନ୍ତି ପାଳନ*   23-Jan-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍   23-Jan-2025
ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ    23-Jan-2025
  ଜିଲ୍ଲା  
*ମହର୍ଷି ବାଲ୍ମୀକି ପ୍ଲେ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ*   23-Jan-2025
  ଜିଲ୍ଲା  
*ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*   23-Jan-2025

You Might Also Like