-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଆବାସିକ ବିଦ୍ୟାଳୟ, ବରଗଡ଼ର ଛାତ୍ର ସିବିଏସ୍‌ଇ ନେସ୍‌ନାଲ୍ ତାଇକୋଣ୍ଡୋ ଚମ୍ପିୟାନ୍‌ସିପ୍ ପାଇଁ ମନୋନୀତ ଏବଂ ଅନ୍ୟାନ୍ୟ ଛାତ୍ରଛାତ୍ରୀଙ୍କ ସିବିଏସ୍ କ୍ଲଷ୍ଟର୍‌-୨ ଏଥିଲେଟିକ୍ ମିଟ୍‌ରେ ପଦକ ପ୍ରାପ୍ତି

18-Dec-2022



ବିକାଶ ଆବାସିକ ବିଦ୍ୟାଳୟ, ବରଗଡ଼ ଛାତ୍ର ସାଇ କୌଶିକ ବାଙ୍କା ଆସାମର ମଡର୍ଣ୍ଣ ଇଂଲିସ୍ ସ୍କୁଲ୍‌ରେ ଆୟୋଜିତ ସିବିଏସ୍‌ଇ ଫାର୍ ଇଷ୍ଟ୍ ଜୋନ୍ ତାଇକୋଣ୍ଡୋ ପ୍ରତିଯୋଗିତାରେ ୧୭ବର୍ଷରୁ କମ୍ ବର୍ଗରେ ସ୍କୁଲ୍ ତରଫରୁ ଭାଗନେଇ ସ୍ୱର୍ଣ୍ଣପଦକ ହାସଲ କରିବା ସହ ଆସନ୍ତା ଡିସେମ୍ବର ୩୧ତାରିଖରେ ଏଲ୍‌.ଜି. ଇଂଲିସ୍ ସ୍କୁଲ୍‌, ଗାଜିୟାବାଦ୍ (ୟୁ.ପି.)ରେ ହେବାକୁ ଥିବା ନେସ୍‌ନାଲ୍ ତାଇକୋଣ୍ଡୋ ଚମ୍ପିୟାନ୍‌ସିପ୍‌ରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ତାଙ୍କ ସହ ଟିମ୍‌ର ରୋନିତ୍ ତାଣ୍ଡି ଏବଂ ଆକାଂକ୍ଷା ସାହୁ ୧୪ବର୍ଷରୁ କମ୍ ବାଳକ ଓ ବାଳିକା ବର୍ଗରେ କାଂସ୍ୟ ପଦକ ହାସଲ କରିଥିଲେ । ପଦକ ହାସଲ କରିବାର କ୍ରମାନ୍ୱୟକୁ ବଜାୟ ରଖି ବିକାଶ ଏଥିଲେଟିକ୍ ଟିମ୍ ସେଣ୍ଟ୍ ଜେଭିୟର୍‌, ବିଲାସପୁରରେ ହୋଇଥିବା ସିବିଏସ୍‌ଇ କ୍ଲଷ୍ଟର-୨ ଏଥିଲେଟିକ୍ ମିଟ୍‌ରେ ଭାଗନେଇ ନବମ ଶ୍ରେଣୀର ଛାତ୍ର ପୃଥ୍ୱୀରାଜ ଗିରି ୧୭ବର୍ଷରୁ କମ୍ ବାଳକ ବିଭାଗରେ ୨୦୦ମିଟର୍ ଦୌଡ଼ ପ୍ରତିଯୋଗିତାରେ କାଂସ୍ୟ ପଦକ ହାସଲ କରିଥିବାବେଳେ ୧୭ବର୍ଷରୁ କମ୍ ବାଳିକା ବିଭାଗରେ ୪ ଙ୍ଘ ୧୦୦ ମିଟର୍ ରିଲେ ରେସ୍‌ରେ ପ୍ରାଚୀ ମହନ୍ତ, ପ୍ରାଚୀ ଭଗତ, ମାହି ଏବଂ ଆଦ୍ୟାଶା କାଂସ୍ୟ ପଦକ ହାସଲ କରି ସ୍କୁଲ୍ ପାଇଁ ଗୌରବ ଆଣିଛନ୍ତି । ସମସ୍ତ ସଫଳ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ଜାତୀୟ ତାଇକୋଣ୍ଡୋ ପ୍ରତିଯୋଗିତାରେ ସାଇ କୌଶିକ ବାଙ୍କା ଙ୍କ ସଫଳତାର କାମନା କରିଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ