-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||     

HOME   ଜିଲ୍ଲା

ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ତ୍ରୟୋବାର୍ଷିକ ସମ୍ମିଳନୀ

18-Dec-2022



ବଲାଙ୍ଗିର(ପ୍ରେରଣା ଖବର),  ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ତ୍ରୟୋବାର୍ଷିକ ସମ୍ମିଳନୀ ବଲାଙ୍ଗିର ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅମର ସହିଦମାନଙ୍କ ଉଦ୍ଦେଶ୍ୟରେ ପୁଷ୍ପଗୁଚ୍ଛ ଅର୍ପଣ ସହ ମାଁ ସମଲେଶ୍ୱରୀଙ୍କ ସ୍ମରଣ କରି ସଭା କାର୍ଯ୍ୟକୁ ଆଗକୁ ବଢାଇଥିଲେ । ଏହି ସମ୍ମିଳନୀରେ ଆମନ୍ତ୍ରିତ ମୁଖ୍ୟ ଅତିଥି ଏନ୍‌ଏଫ୍‌ଆରଆର୍‌ବିଇ ର ସାଧାରଣ ସଂପାଦକ ସାଥୀ ଶିବକରନ ଦ୍ୱିବେଦୀ ଓ ମୁଖ୍ୟ ବକ୍ତା ଭାବେ ଏନ୍‌ଏଫ୍‌ଆରଆର୍‌ବିଓ ର ସାଧାରଣ ସଂପାଦକ ସାଥୀ ସାୟଦ ଖାନ ଉପସ୍ଥିତ ଥିଲେ । ପ୍ରାରମ୍ଭରୁ ସମସ୍ତଙ୍କୁ ସ୍ୱାଗତ ବାର୍ତ୍ତା ସହ ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ସଭାପତି ସାଥୀ ସତ୍ୟନାରାୟଣ ମିଶ୍ର ନିଜର ବକ୍ତବ୍ୟ ରଖିଥିଲେ । ଅନ୍ୟ ଆମନ୍ତ୍ରିତ ଅତିଥି ଭାବେ ଏନ୍‌ଏଫ୍‌ଆରଆରବିଇ ର ଯୁଗ୍ମ ସାଧାରଣ ସଂପାଦକ ସାଥୀ ସଚିକାନ୍ତ ପାତ୍ର, କୋଶଲ ରାଜ୍ୟ ଆବାହକ କମିଟି ବଲାଙ୍ଗିର ସାଥୀ ପ୍ରମୋଦ ମିଶ୍ର, ଏକ୍ସନ କମିଟି  ଅଧ୍ୟକ୍ଷ ଗୋପାଲଜୀ ପାଣିଗ୍ରାହୀ, ଆବାହକ ୟୁଟିୟୁବି  ବଲାଙ୍ଗିର ସାଥୀ ବିଭୁଦତ୍ତ ମିଶ୍ର, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଅଫିସରର୍ସ ସଂଘର ସାଧାରଣ ସଂପାଦକ ସାଥୀ ସିତିକଣ୍ଠ ମିଶ୍ର, ଅବସରପ୍ରାପ୍ତ ସଂଘର ସାଧାରଣ ସଂପାଦକ ସାଥୀ ଯୁଗଲ କିଶୋର ପଟେଲ ଏବଂ ସଭାପତି ଦ୍ୱାରିକାନାଥ ପଟେଲ ଯୋଗ ଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ ।  ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ସାଧାରଣ ସଂପାଦକ ସାଥୀ ପୁଲିନ ମିଶ୍ର ସଂଘର ଭବିଷ୍ୟତ ଯୋଜନା ସଂପର୍କରେ ସମସ୍ତ ଉପସ୍ଥିତ ସଭ୍ୟଙ୍କୁ ଅବଗତ କରାଇଥିଲେ ଓ ସଭାକାର୍ଯ୍ୟ ପରିଚାଳନାର ଦାୟିତ୍ୱ ତୁଳାଇଥିଲେ । ପରବର୍ତ୍ତି ପର୍ଯ୍ୟାୟରେ ସଂଘର ଆଗମୀ ଦିନର କର୍ମକର୍ତ୍ତା ଚୟନ ପ୍ରକ୍ରିୟା ସମ୍ପନ୍ନ କରାଯାଇଥିଲା । ସଭାପତି ପୁଲିନ ମିଶ୍ର, କାର୍ଯକାରୀ ସଭାପତି ଅଭିଜିତ ଗଡତ୍ୟା, ସାଧାରଣ ସଂପାଦକ ହୃଷିକେଶ ପାତ୍ର, ଉପ-ସଭାପତି  ବେଣୁଧର ସେଠି, (ମହିଳା) ଲତିକା ସେଠ,  ଡେପୁଟି ସାଧାରଣ ସଂପାଦକ ଅଲୋକ ପ୍ରଧାନ, ଅତିରିକ୍ତ ସାଧାରଣ ସଂପାଦକ ରୋହିତ ପଟ୍ଟନାୟକ, ବାବୁଲା ସ୍ୱାଇଁ, ପ୍ରତାପ ଚନ୍ଦ୍ର ସାହୁ, ସାଂଗଠାନିକ ସଂପାଦକ ସାନୁଜିତ ମିଶ୍ର, ଅତିରିକ୍ତ ସାଂଗଠାନିକ ସଂପାଦକ ବିଶ୍ୱ ରଂଜନ ସାହୁ, ଅଫିସ ସଂପାଦକ ସିଦ୍ଧାର୍ଥ ମହାପାତ୍ର, କୋଷାଧ୍ୟକ୍ଷ ରୋଶନ ମିଶ୍ର, ଅତିରିକ୍ତ କୋଷାଧ୍ୟକ୍ଷ ବିଭୁଦତ୍ତ ପଣ୍ଡା ଓ ଅନ୍ୟ କର୍ମକର୍ତ୍ତା ନିର୍ବାଚିତ ହୋଇଥିଲେ । ଓଡିଶାର ୧୭ଟି ଜିଲ୍ଲାର ପ୍ରାୟ ୬୦୦ ରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା ଯୋଗ ଦେଇଥିଲେ । ପରିଶେଷରେ ଆମନ୍ତ୍ରିତ ଅତିଥି, କର୍ମକର୍ତ୍ତା , ଗଣମାଧ୍ୟମ, ବଲାଙ୍ଗିର ଟାଉନ ହଲ୍ ର ଅଧ୍ୟକ୍ଷ ଏବଂ ସମସ୍ତ ଆୟୋଜକ କମିଟି କୁ ଧନ୍ୟବାଦ ପ୍ରଦାନ ସହ ସଭାକାର୍ଯ୍ୟ ସମାପ୍ତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା