-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||     

HOME   ରାଜ୍ୟ

ଆଜିଠୁ ଅଫଲାଇନରେ ଟିକେଟ ପାଇପାରିବେ ହକି କ୍ରୀଡ଼ାପ୍ରେମୀ

19-Dec-2022



ଭୁବନେଶ୍ୱର : ଆଜିଠୁ ଅଫଲାଇନରେ ଏବେ ଟିକେଟ ପାଇପାରିବେ ହକି କ୍ରୀଡ଼ାପ୍ରେମୀ ।  ପୂର୍ବାହ୍ନ ୧୧ଟରୁ ସନ୍ଧ୍ୟା ୭ଟା ଯାଏ କାଉଣ୍ଟର ଖୋଲା ରହିବ । ଜାନୁଆରୀ ୧୩ରେ ଭୁବନେଶ୍ୱର, ରାଉରକେଲାରେ ଖେଳାଯିବ ପୁରୁଷ ହକି ବିଶ୍ୱକପ୍‌ । ୨୯ ତାରିଖରେ ଶେଷ ହେବ ଏହି ଟୁର୍ଣ୍ଣାମେଣ୍ଟ ।

ପୂର୍ବରୁ ଅନଲାଇନ ଟିକେଟ୍ ବିକ୍ରି ହେଉଥିଲା । ଅନଲାଇନ୍ ଟିକେଟ କାଟିଥିବା କ୍ରୀଡ଼ାପ୍ରେମାନେ ଏହି ଟିକେଟ କାଉଣ୍ଟରରୁ ଆବଶ୍ୟକୀୟ ପ୍ରମାଣ ପତ୍ର ଦେଖାଇ ଟିକେଟ ନେଇପାରିବେ । ଭାରତ ଖେଳୁଥିବା ମ୍ୟାଚ ପାଇଁ ଟିକେଟର ମୂଲ୍ୟ ୫୦୦ ଟଙ୍କା, ୪୦୦ ଟଙ୍କା ଓ ୨୦୦ ଟଙ୍କା ରହିଛି । ଅନ୍ୟ ମ୍ୟାଚ ଗୁଡିକ ପାଇଁ ଟିକେଟ ମୂଲ୍ୟ ୨୦୦ ଓ ୧୦୦ ଟଙ୍କା ଧାର୍ଯ୍ୟ ହୋଇଛି । ଭୁବନେଶ୍ୱରରେ ମ୍ୟାଚ ପାଇଁ କଳିଙ୍ଗ ଷ୍ଟାଡିୟମର ୮ ନମ୍ୱର ଗେଟ୍ ସମ୍ମୁକ ରିଜର୍ଭ ପୋଲିସ ଲାଇନ ପଡିଆ ଓ ରାଉରକେଲା ମ୍ୟାଚ୍ ଗୁଡିକ ପାଇଁ ବିର୍ସା ମୁଣ୍ଡା ଷ୍ଟାଡିୟମରେ ୬ ନମ୍ୱର ଓ ୨ ନମ୍ୱର ଗେଟ୍ କାଉଣ୍ଟରରେ ଟିକେଟ ବିକ୍ରି ହେବ ।


କଳିଙ୍ଗ ଷ୍ଟାଡିୟମରେ ଦର୍ଶକଙ୍କ କ୍ଷମତା ୧୫ ହଜାରରୁ ବୃଦ୍ଧି ହୋଇଥିବା ବେଳେ ନବନିର୍ମିତ ବିର୍ସା ମୁଣ୍ଡା ଷ୍ଟାଡିୟମରେ ୨୦ ହଜାର ଦର୍ଶକ ମ୍ୟାଚ ଦେଖିବାର ବ୍ୟବସ୍ଥା ହୋଇଛି । ମୋଟ ୧୬ଟି ଦଳକୁ ନେଇ ଅନୁଷ୍ଠିତ ଏହି ବିଶ୍ୱକପରେ ମୋଟ ୪୪ଟି ମ୍ୟାଚ୍ ଖେଳାଯିବ ।

ପ୍ରଥମ ଦର୍ଶକ ଭାବେ  ଟିକେଟ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲ୍ଲୀପ ତିର୍କି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହ ବିଶ୍ୱର ଖେଳପ୍ରେମୀଙ୍କୁ ଓଡ଼ିଶାରେ ଏହି ବିଶ୍ୱକପ୍ ଦେଖିବା ପାଇଁ ଆହ୍ୱାନ କରିଛନ୍ତି । ଆମ ଦେଶର ଖେଳାଳିଙ୍କୁ ମଧ୍ୟ ଉତ୍ସାହିତ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026

You Might Also Like