-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଜାତିବାଦକୁ ବିରୋଧ କରି ଉଦାରବାଦି ଗଣତାନ୍ତ୍ରିକ ସଂଘ ତରଫରୁ ଲୋଇସିଂହା ଥାନା ଘେରାଉ

19-Dec-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ବଲାଙ୍ଗୀର ଜିଲ୍ଲାର ଶହ ଶହ ଦଳିତ ଯୁବକ ଯୁବତୀ ସମାନତା ଅଧିକାର ପାଇବାରୁ ବଞ୍ଚିତ ହେଉଥିବାର ଅଭିଯୋଗ ଆଣି ଆଗଲପୁର ପୋଲିସ ଓ ଲୋଇସିଂହା ପୋଲିସ ବିରୁଦ୍ଧରେ ଥାନା ଘେରାଉ କରିଛନ୍ତି ଲା ଜାତିଆଣ ବାଡ଼କୁ ପୋଲିସ ପ୍ରଶୟ ଦେଇ ଦଳିତ ମାନଙ୍କୁ ନ୍ୟାୟ ପାଇବାରୁ ବଞ୍ଚିତ ହେଉଥିବାର ଅଭିଯୋଗ ଆଣି ଥାନା ଘେରାଉ କରିଛନ୍ତି l ସୂଚନାନୁସାରେ ଆଗଲପୁର ଫାଣ୍ଡି ଅନ୍ତର୍ଗତ ଇଁସା ଗ୍ରାମର କିଛି ଦଳିତ ଯୁବକ ଗ୍ରାମରେ ଥିବା ସେଲୁନକୁ ବାଳ କାଟିବା ପାଇଁ ଯାଇଥିଲେ, ସେଠାରେ ସେମାନେ ବାଲ କାଟିବାକୁ କହିବାରୁ ସେଲୁନ୍ ମାଲିକ ତାଙ୍କୁ ଜାତିଆଣ ଆକ୍ଷେପ କରି ତମ ଵାଲ କାଟି ପାରିବି ନାହିଁ  ବୋଲି ମନା କଲା l ଫଳରେ ସେମାନେ ଆଗଲପୁର ଫାଣ୍ଡିରେ ଅଭିଯୋଗ କରିଥିଲେ, ହେଲେ ଆଗଲପୁର ଫାଣ୍ଡି ଅଧିକାରୀ କେସ ପଞ୍ଜୀକୃତ ନ କରି ଫେରାଇଦେଲେ l ସେମାନେ ନିରାଶ ହୋଇ ପୁଣି ଲୋଇସିଂହା ଥାନାର ଦ୍ବାରସ୍ଥ ହୋଇଥିଲେ ସେଠାରେ ମଧ୍ୟ ନ୍ୟାୟ ନ ମିଳିବାରୁ ଦଳିତ ଯୁବକ ଯୁବତୀ ମାନେ ଥାନା ଘେରାଉ କରିଛନ୍ତି l ଏହି ଅବସରରେ ଲୋଇସିଂହା ଆଦିବାସୀ ଭବନ ଠାରୁ ଏକ ବିରାଟ ପଟୁଆରରେ ଶହ ଶହ ଦଳିତ ଯୁବକ ଯୁବତୀ ମାନେ ପ୍ଲାଇକାର୍ଡ ଧରି ପୋଲିସ ବିରୁଦ୍ଧରେ ବିଭିନ୍ନ ନାରାବାଜି ଦେଇ ଥାନାକୁ ଆସିଥିଲେ l ଥାନାରେ ମଧ୍ୟ ନାରାବାଜି କରି ସମସ୍ତଙ୍କୁ ସମାନ ଅଧିକାର ସହିତ ନ୍ୟାୟ ଯୋଗାଇ ଦେବାକୁ ପୋଲିସ

ପ୍ରଶାସନକୁ ଅନୁରୋଧ କରିଥିଲେ।ଦେଶ ଆଜି ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ଆଜି ମଧ୍ୟ ଦଳିତ ମାନେ ନ୍ୟାୟ ପାଇବାରେ ବଞ୍ଚିତ l ଏହି ଥାନା ଘେରାଉ ସମୟରେ ଉପସ୍ଥିତ ଥିବା ସଦସ୍ୟ ମାନେ ହେଲେ ଶ୍ରୀ ଲବ ସୁନା ଉଦାରବାଦି ଗଣତାନ୍ତ୍ରିକ ସଂଘ ,ଜିଲ୍ଲା ବହୁଜନ ସମାଜ ପାର୍ଟି ସଭାପତି ଦ୍ରୋଣ କୁମ୍ଭାର,ଭୀମସେନ ରାଜ୍ୟ ପ୍ରଭାରୀ ରମାକାନ୍ତ ରାବଣ,ଭୀମ ସେନାର ସଂଘଠକ ଶ୍ରୀ ସୁବାସ ସୁନା ଓ ଏନ ଏଫ୍ ଆ ଇ ଡୀ ପ୍ରତିଷ୍ଠାତା ଶ୍ରୀ ପ୍ରଭାତ କୁମାର ମହାନନ୍ଦ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା