-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ହାଇୱା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ: ପ୍ରଶାସନର ପ୍ରତିଶୃତି ପାଇବା ପରେ ଦୀର୍ଘ ତିନି ଘଣ୍ଟା ପରେ ହଟିଲା ରାସ୍ତାରୋକ ଆନ୍ଦୋଳନ

19-Dec-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁରୁବାଲି ବୁଲାଣି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା । ମୃତ ଯୁବକ ଦୁଇଜଣ ବଡ଼ଗାଁ ଅଞ୍ଚଳର ରାକେଶ ମଲ୍ଲିକ(ଲିଚୁ) ଓ ଅଚ୍ୟୁତାନନ୍ଦ ନାୟକ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ରବିବାର ରାତି ପ୍ରାୟ ୧୦ଟା ସମୟରେ ବଡ଼ଗାଁ ଅଞ୍ଚଳର ଦୁଇ ଜଣ ଯୁବକ ରାକେଶ ମଲ୍ଲିକ (ଲିଚୁ)ଓ ଅଚ୍ୟୁତାନନ୍ଦ ନାୟକ ମହାସିଙ୍ଗି ଆଡୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ବେଳେ ସୁରୁବାଲି ଗାଁ ନିକଟ ବୁଲାଣି ରାସ୍ତାରେ ଏକ ହାଇୱା ଗାଡ଼ି ଆଗପଟରୁ ଧକ୍କା ଦେଇ ଦେଇଥିଲା । ଫଳରେ ଦୁଇ ଯୁବକ ଗୁରୁତର ଆହତ ହୋଇ ରାସ୍ତାରେ ପଡ଼ିଥିଲେ । ଖବରପାଇ ବାଲିଗୁଡ଼ା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ସେପଟେ ଘଟଣାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଥିଲା। କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକେ ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ । ସମ୍ପୃକ୍ତ ଠିକା ସଂସ୍ଥା ମୃତକଙ୍କ ପରିବାରକୁ ଦେଢ଼ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ଦେବା ପରେ ଦୀର୍ଘ ତିନି ଘଣ୍ଟା ପରେ ରାସ୍ତାରୋକ ଆନ୍ଦୋଳନ ହଟିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା