-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

କଳାହାଣ୍ଡି କୋର କମିଟି ବୈଠକ

19-Dec-2022



ଧର୍ମଗଡ (କ୍ରିଷ୍ଣା ଦାସ ନାଏକ) କଳାହାଣ୍ଡି ଜିଲ୍ଲା ସ୍ତରୀୟ ଉତ୍ସବ ଧର୍ମଗଡ ପାଇଁ ଆଜି କୋର କମିଟି ର ବୈଠକ ଧର୍ମଗଡ ଉପଜିଲ୍ଲାପାଳ ତଥା ଉତ୍ସଵ କମିଟି ଅଧ୍ୟକ୍ଷ ବେଦ ଭୂଷଣ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ତହସିଲଦାର ହରେକୃଷ୍ଣ ବରିହା, ଉପଖଣ୍ଡ ପୁଲିସ ଅଧିକାରୀ ଧିରଜ କୁମାର ଚୋପଦାର,ନଗରପାଳ ଅଶୋକ କୁମାର ମହାନ୍ତି, ସହଯୋଗୀ ଜିଲ୍ଲା ପାଳ ଚିନ୍ମୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।ଏହି ବୈଠକରେ ବିଭିନ୍ନ ଉପ କମିଟି ର ବଜେଟ ଉପରେ ଆଲୋଚନା ହୋଇଥିଲା।
ଏହି ବୈଠକରେ ଅର୍ଥ କମିଟି ଅଧ୍ୟକ୍ଷ ଵିଷ୍ଣୁ ପ୍ରସାଦ ଅଗ୍ରୱାଲ, ପ୍ରଚାର ଓ ପ୍ରସାର କମିଟି ଅଧ୍ୟକ୍ଷ ବିରଞ୍ଚି ନାରାୟଣ ଜାଲ,ଷ୍ଟେଜ ପରିଚାଳନା କମିଟିର ଆବାହକ ଲିଙ୍ଗରାଜ ପାତ୍ର,କ୍ରୀଡା କମିଟି ଅଧ୍ୟକ୍ଷ ସନ୍ତୋଷ ପାଣିଗ୍ରାହୀ, ଘୁମୁରା କମିଟି ଅଧ୍ୟକ୍ଷ ରମଣୀ କାନ୍ତ ଜାଲ, NGO କମିଟି ଅଧ୍ୟକ୍ଷ ବ୍ରଜେସ ପଣ୍ଡା, ଭାଇକେଲ କମିଟି ଅଧ୍ୟକ୍ଷ ସୁନିଲ ମେହେର,ମଞ୍ଚ ନିର୍ମାଣ କମିଟି ଅଧ୍ୟକ୍ଷ ହଲ ଧର ନିଆଲ, ଖାଦ୍ୟ କମିଟି ଅଧ୍ୟକ୍ଷ ଅମର ଜିତ ଦାସ,ଗ୍ରୀନ ରୁମ କମିଟି ଅଧ୍ୟକ୍ଷ ନିରଞ୍ଜନ ମହାପାତ୍ର, କଳସ ଯାତ୍ରା କମିଟି ଅଧ୍ୟକ୍ଷ ଅଜୟ ନାୟକ, ବରିଷ୍ଠ ସଦସ୍ୟ ହୃଷିକେଶ ମିଶ୍ର, ଭବାନୀ ଚରଣ ଦାସ,ସୁବାସ ଚନ୍ଦ୍ର ପାଣିଗ୍ରାହୀ, ପୂର୍ଵ ତନ ନଗରପାଳ ହୀରା ବାଗ,  ଅଂଶୁମାନ ପାତ୍ର,ସୁମନ୍ତ ପଣ୍ଡା, ଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥିଲେ।ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ସିଂ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା