-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

୨୨୦କେଭି ବିଦ୍ୟୁତ ଟାୱାର ନିର୍ମାଣ କାର୍ଯ୍ୟ କୁ ବିରୋଧ

19-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ଅଞ୍ଚଳର ଚାଷୀ ମାନଙ୍କ ଦାବୀ ଓ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ଆଜି ବିନିକା ସହରାଞ୍ଚଳ ଭିତରେ ଦେଇ ଜବରଦସ୍ତ ଭାବରେ ୨୨୦କେଭି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ଟାୱାର ନିର୍ମାଣ କାର୍ଯ୍ୟକୁ  ଅଞ୍ଚଳର ଶତାଧିକ ଚାଷୀମାନେ ହୋହାଲ୍ଲା କରି ବନ୍ଦ କରିଦେଇଛନ୍ତି ।ଫଳରେ କମ୍ପାନୀ କର୍ତୁପକ୍ଷ ଲୋକଙ୍କ  ଆଗରେ ମୁଣ୍ଡ ନୁଆଇଁ କାର୍ଯ୍ୟକୁ ଯେଣେ ତେଣେ ପ୍ରକାରରେ କରିବା ପାଇଁ ଉଦ୍ୟମ ଜାରି ରଖିଥିବା ବେଳେ ଅନ୍ୟ ପକ୍ଷରେ ଯଦି ସହରାଞ୍ଚଳରେ ଟାୱାର ନିର୍ମାଣ ହୋଇ ଲାଇନ ତାର ଟଣାଯାଏ ତେବେ ଆଗାମୀ ଦିନରେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି ।ସୂଚନା ଯୋଗ୍ୟ ଯେ ଅତୀତରେ ସହର ଭିତରେ ଟାୱାର ନିର୍ମାଣ କୁ ବିରୋଧ କରି  ସ୍ଥାନୀୟ ଅତିରିକ୍ତ ତହସିଲଦାର,ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦିଆଯାଇଥିଲା ହେଲେ ପ୍ରଶାସନିକ ସ୍ତରରେ ଅଧ୍ୟାବଧି କୌଣସି ପଦକ୍ଷେପ ନିଆଯାଇନାହିଁ । ବରଂ ଓଲଟା ଆଜି ସଶସ୍ତ୍ର ପୋଲିସ ବାହିନୀ ଉପସ୍ଥିତିରେ କାହାକୁ ନ ପଚାରି  ଯେଉଁ ସୀମା ଦେଇ ବିଦ୍ୟୁତ ତାର ଯିବ ସେହି ସ୍ଥାନ ମାନଙ୍କରେ ଟାୱାର ନିର୍ମାଣ କାର୍ଯ୍ୟ କମ୍ପାନୀ ପକ୍ଷରୁ ଆରମ୍ଭ ହେବା ଜାଣି ଅଞ୍ଚଳର ଶତାଧିକ ଚାଷୀ ସେଠାକୁ ଯାଇ କମ୍ପାନୀ କର୍ତୁପକ୍ଷ ଙ୍କ ମେରି ରାୟ ନୀତିକୁ ପ୍ରତିବାଦ କରିବା ସହିତ ହୋହାଲ୍ଲା କରି ନିର୍ମାଣ କାର୍ଯ୍ୟ ବନ୍ଦ କରିଦେଇଥିଲେ ।ପ୍ରକାଶ ଥାଉକି ବିନିକା ଗୋଟିଏ ପଟେ ମହାନଦୀ ଥିବାବେଳେ ଅନ୍ୟପଟେ ସବୁଜ ବନାନୀ ରେ ଭରପୁର ଘଣ୍ଟାସିନି ପାହାଡ ରହିଥିବାରୁ ସେହି ପଟରେ ସହର ବସ୍ତି ବଡୁଛି ।  ଲାଇନ ତାର ଯାଉଥିବା ସ୍ଥାନ ମାନଙ୍କରେ ଅନେକ ସରକାରୀ,ବେସରକାରୀ ଏପରିକି ବିଭିନ୍ନ ଅନୁଷ୍ଠାନ ଗଢି ଉଠିଛି ।ତାହା ବର୍ତମାନ ସମ୍ପୂର୍ଣ କ୍ଷତିଗ୍ରସ୍ତ ହେବ ଏବଂ ୩ ଶହରୁ ୪ ଶହ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି ।ସେହିପରି ବିନିକା ସହର ଜନବହୁଳ ଯେଉଁ ପଟରେ କାୟା ବିସ୍ତାର କରିଛି ତାର ସୌନ୍ଦର୍ଯ୍ୟ ମଧ୍ୟ ସମ୍ପୂର୍ଣ୍ଣ ଲୁପ୍ତ ହୋଇଯିବ ଏଥିରେ ସନ୍ଦେହ ନାହିଁ।ପରେ ଏହି ଶୀର୍ଷ କାତର ପ୍ରସଙ୍ଗ ନେଇ ସନ୍ଧ୍ୟାରେ ସ୍ଥାନୀୟ ସ୍ପୋର୍ଟସ କ୍ଲବ ଠାରେ ମୁନତାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସର୍ବଦଳୀୟ ବୈଠକରେ ଚାଷୀ,ସାମାଜିକ କର୍ମୀ,ବିଭିନ୍ନ ଦଳର ନେତା ଯୋଗଦେଇ ବିନିକା କୁ ବରବାଦ କରିବାର ଏହା ଏକ ଷଡ଼ଯନ୍ତ୍ ହୋଇପାରେ ତେଣୁ ସହର ସୌନ୍ଦର୍ଯ୍ୟକୁ କ୍ଷତି କରିବାକୁ ଏବଂ ବିନିକା ଅଞ୍ଚଳର ସ୍ୱାର୍ଥକୁ ଜଳାଞ୍ଜଳି ଦେବାପାଇଁ ଗୋଟିଏ ଇଞ୍ଚ ମାଟିରେ ବି ଏଭଲି ବେଆଇନ କାର୍ଯ୍ୟକୁ ପ୍ରଶୟ ଦିଆଯିବ ନାହିଁ ଦରକାର ପଡ଼ିଲେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like